Home Left

ନିଜକୁ ଗୁଳିକରି ଜୀବନ ହାରିଲେ ଯବାନ

ମାଲକାନଗିରି,୩।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଗୁରୁବାର ଜଣେ ଯବାନ ନିଜ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୋହକାମେଟା ପୋଲିସ ଷ୍ଟେସନରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅରୁଣ ଉଇକେ। ସେ ଧମତାରୀ ଜିଲାର ସିହାୱା…

୨୫ରୁ ଜିଲାରେ ଧାନ ସଂଗ୍ରହ ଆରମ୍ଭ

ସମ୍ବଲପୁର,୩ା୧୧(ବ୍ୟୁରୋ): ସମ୍ବଲପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ରବି ଧାନ ସଂଗ୍ରହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅନନ୍ୟା ଦାସ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାର କୁଚିଣ୍ଡା ଓ ରେଢାଖୋଲ ଉପଖଣ୍ଡରେ ଡିସେମ୍ବର ମାସରେ ପର୍ଯ୍ୟାୟକ୍ରମେ ଧାନ କ୍ରୟକେନ୍ଦ୍ର…

୪ରୁ ଝାରସୁଗୁଡ଼ା ଦେଇ ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡ଼ାନ

ଝାରସୁଗୁଡ଼ା ଅଫିସ,୩ା୧୧- ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର…

ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ

କୋକସରା,୩।୧୧(ଡି.ଏନ୍‌.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ(୨୫)…

ବାଇକ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା : ୨ ଗୁରୁତର

ଦିଗପହଣ୍ଡି,୩।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟ ରାସ୍ତାରେ ଥିବା ପଦ୍ମନାଭପୁର ବନ୍ଧ ନିକଟରେ ଗୁରୁବାର ବାଇକ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନେ ହେଲେ ପେଣ୍ଡୁରାବାଡି ଗ୍ରାମର ଅଞ୍ଚଳ ପଣ୍ଡା…

ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଲେ ପ୍ରଧାନଶିକ୍ଷକ, ଉତ୍ତ୍ୟକ୍ତ ହୋଇ ସ୍କୁଲ ଘେରିଲେ ଗ୍ରାମବାସୀ

କୋରୁକୋଣ୍ଡା,୩।୧୧(ଡି.ଏନ.ଏ): ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ରୀଛାତ୍ର ଆହତ। ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଘେରିଲେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମଟାପାଲ୍ଲୀ ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ…

ଏଏପି ଗୁଜରାଟରେ ନିଶ୍ଚିତ ବିଜୟ ହାସଲ କରିବ: କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୩।୧୧: ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜିର୍‌ଓ୍ବାଲ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଏଏପି ନିଶ୍ଚିତ ଗୁଜରାଟରେ ବିଜୟ ହାସଲ କରିବ। ଏଥିରେ କୌଣସି ସନ୍ଦେହ ନାହିଁ। ଏପରିକି ଏଏପିକୁ ଥରୁଟିଏ…

ସରିଲା ମତଦାନ: ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଭଦ୍ରକ ଅଫିସ, ୩।୧୧: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ…

ହାଇଓ୍ବା-କାର୍‌ ମୁହାଁମୁହିଁ: ଚାଲିଗଲା ୪ ଜଣଙ୍କ ଜୀବନ

କେନ୍ଦୁଝର,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ଏକ ହାଇଓ୍ବା ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ବସିଥିବା ଦୁଇ ଭାଇ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି। କାର ଓ ହାଇଓ୍ବା…

ପାକିସ୍ତାନର ସେମି ଆଶା ଉଜ୍ଜୀବିତ

ସିଡ୍‌ନି,୩।୧୧: ସିଡ୍‌ନିଠାରେ ଗୁରୁବାର ଟି-୨୦ ବିଶ୍ବକପର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୩ ରନ୍‌ରେ ପରାସ୍ତ କରିଛି ପାକିସ୍ତାନ। ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୫ ରନ୍‌…

ଇମ୍ରାନଙ୍କୁ ହତ୍ୟା କରିବାକୁ ଆସିଥିଲି : ଅଭିଯୁକ୍ତ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ଜଣଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଁ ଇମ୍ରାନ ଖାନ୍‌ଙ୍କୁ ହତ୍ୟା କରିବାକୁ ଆସିଥିଲି। ଇମ୍ରାନ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିନଥିବା…

ଡିସେମ୍ବରରେ ବିବାହ କରିବେ ସିଦ୍ଧାର୍ଥ- କିଆରା

ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବର୍ତ୍ତମାନ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। କୁହାଯାଉଛି ସେମାନେ ଡିସେମ୍ବରରେ ହାତକୁ ଦି’ହାତ ହେବେ। ହେଲେ ଦୁହିଁଙ୍କ ପକ୍ଷରୁ ଆନୁଷ୍ଠାନିକ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri