ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଛନ୍ତି। ୧୦ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯିବେ। ଏହାପରେ ପୁରୀ ଯାଇ…
ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ନିୟମିତ ଯାଞ୍ଚ ପାଇଁ ନିଷ୍ପତ୍ତି
ଦେବଗଡ଼,୨।୧୧(ଡି.ଏନ.ଏ): ଦେବଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲା ସଡକ ସୁରକ୍ଷା କମିଟିର ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିବହନ ବିଭାଗ ଆନୁକୂଲ୍ୟରେ ତଥା ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ଜିଲାପାଳ…
ନେଦରଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୧୮ ରନ…
ମେଲବୋର୍ନ,୨।୧୧ : ଆଡିଲେଡରେ ଜିମ୍ବାୱେ ଏବଂ ନେଦରଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପର ୩୪ ତମ ମ୍ୟାଚ ଖେଳାଯାଉଛି। ଜିମ୍ବାୱେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଜିମ୍ବାୱେ ଦଳ ୧୯.୨ଓଭରରେ ୧୦ ଓ୍ବିକେଟ ହରାଇ ୧୧୭ ରନ୍ ସଂଗ୍ରହ…
ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ…
ବ୍ଲାଷ୍ଟିଂ କରି ମାଛ ଧରିବାକୁ ବିରୋଧ
ସୋନପୁର,୨।୧୧(ନି.ପ୍ର.): ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି। ସେହିପରି ଚିଙ୍ଗୁଡି ଧରିବା…
ମାନ୍ଦାରେ ଚାଲିଛି ଶୀତବସ୍ତ୍ର ବ୍ୟବସାୟ
ରାୟଗଡା ଅଫିସ, ୨।୧୧: ସବୁବର୍ଷ ଭଳି ଚଳିତ ବର୍ଷ ଶୀତ ଆରମ୍ଭରୁ ହିଁ ରାୟଗଡ଼ାରେ ଶୀତବଦ୍ତ୍ର ପେବାରୀଙ୍କ ଭିଡ଼ ଜମିଲାଣି। କିନ୍ତୁ ଏ ବର୍ଷ ବେପାର ମାନ୍ଦା। ଆଗୁକୁ ଶୀତ ବଢ଼ିବ ସହ ବେପାର ଭଲ ହେବା ଆଶାରେ ଅଛନ୍ତି ବ୍ୟବସାୟୀ।…
ପୂର୍ବାଞ୍ଚଳ ରୋଲ୍ବଲ୍ ପାଇଁ ଓଡ଼ିଶା ଦଳ ମନୋନୀତ
ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଜାତୀୟ ରୋଲବଲ୍ ଚାମ୍ପିୟନଶିପ୍ (୧୪ ବର୍ଷରୁ କମ୍)ର ଦ୍ୱିତୀୟ ସଂସ୍କରଣ ଆସାମର ଗୁଆହାଟୀଠାରେ ଚଳିତ ମାସ ୪ରୁ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶା ଦଳ ମନୋନୀତ ହୋଇଛି। ପ୍ରତିଯୋଗିତାରେ…
‘ୟୁରୋପରେ ତାଲିମ ପାଇଁ ଆର୍ଥିକ ପ୍ରୋତ୍ସାହନ ସହାୟକ ହେବ’
ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ଅଦମ୍ୟ ଇଚ୍ଛାଶକ୍ତି ଏବଂ ନିଷ୍ଠା ବଳରେ ଆଗକୁ ବଢ଼ିବାର ପ୍ରୟାସ ଜାରି ରଖିଛନ୍ତି ଓଡ଼ିଶାର ‘ସ୍ନୋ ଗର୍ଲ’ ରଞ୍ଜିତା ବେହେରା। ତାଙ୍କୁ ଏବେ ସହାୟତାର ହାତ ବଢ଼ାଇଛି ଏଲ୍ଆଇସି ହାଉସିଂ ଫାଇନାନ୍ସ ନିଗମ। ସ୍ନୋ, ସ୍କି ପରି…
ଅଫ୍ଲାଇନ୍ରେ ଉପଲବ୍ଧ ହେଲା ଓଏଫ୍ସି ଜର୍ସି
ଭୁବନେଶ୍ୱର,୨ା୧୧(ସ୍ପୋଟର୍ସ ବ୍ୟୁରୋ): ଇଣ୍ଡିଆନ୍ ସୁପର୍ ଲିଗ୍ (ଆଇଏସ୍ଏଲ୍)ର ୨୦୨୨-୨୩ ସିଜନ୍ ପାଇଁ ଓଡ଼ିଶା ଏଫ୍ସି(ଓଏଫ୍ସି) ଫ୍ରାଞ୍ଚାଇଜ ପକ୍ଷରୁ ଏହାର ଜର୍ସି ଅଫ୍ଲାଇନରେ ଲଞ୍ଚ କରାଯାଇଛି। କ୍ଲବ୍ ପକ୍ଷରୁ ୩ଟି କିଟ୍ ଲଞ୍ଚ କରାଯାଇଥିବା ବେଳେ ଅଫ୍ଲାଇନରେ ବିକ୍ରି ପାଇଁ ମଧ୍ୟ ଉପଲବ୍ଧ…
ଇ-ମେଲ୍ ଯୋଗେ କ୍ଷମା ମାଗିଲେ ଚୋର
କେପ୍ଟାଉନ୍: ପ୍ରତ୍ୟେକ ଦିନ ଅଜବ ଘଟଣା ସବୁ ଖବରକାଗଜ ହେଉ ଅବା ନ୍ୟୁଜ୍ ଚ୍ୟାନେଲରେ ପ୍ରସାରିତ ହେଉଛି। ସାମାଜିକ ଗଣମାଧ୍ୟମରେ ଅସଂଖ୍ୟ ଘଟଣାବଳୀ ଶେୟାର ମଧ୍ୟ ହେଉଛି। ନିକଟରେ ଦକ୍ଷିଣ ଆଫ୍ରିକାରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର…
ଫେରିଲା ଫୁଟ୍ବଲ୍ ଫିଭର
ଢେଙ୍କାନାଳକୁ ଫେରିଛି ଫୁଟ୍ବଲ ଫିଭର। ସର୍ବଭାରତୀୟ ଫୁଟ୍ବଲ ମହାସଂଘ, ଆମେ ଓଡ଼ିଆ ସଙ୍ଗଠନ ଏବଂ ଜିଲା କ୍ରୀଡ଼ା ସଂସଦ ସହଯୋଗରେ ନଭେମ୍ବର ୩ରୁ ଆୟୋଜିତ ହେଉଛି ‘ବାଜି ରାଉତ କପ୍ ଫୁଟ୍ବଲ୍ ଟୁର୍ନାମେଣ୍ଟ’। ସେହିପରି ରାଜ୍ୟ ସରକାର, ଜିଲା କ୍ରୀଡ଼ା ସଂସଦ…
Archives


