Home Left

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନାନୁସାରେ, ଗୁଆହାଟୀ ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନଟି ନରାଜମାର୍ଥାପୁର…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ ମଧ୍ୟ ଅଟେ। ବୁଧବାରର ଏହି ଦିନଟି ଅତ୍ୟନ୍ତ ସୱତନ୍ତ୍ର ଓ ପବିତ୍ର, କାରଣ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ। ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ନକ୍ଷତ୍ରର ନିଜସ୍ୱ ସ୍ୱତନ୍ତ୍ର ପ୍ରଭାବ ରହିଛି, ଯେଉଁଥିରେ ସୱାତୀ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ ବୋନସ ମିଳିପାରେ। ଏହି ବୋନସର ପ୍ରତ୍ୟକ୍ଷ ଲାଭ ସେହି କର୍ମଚାରୀମାନଙ୍କୁ ମିଳିବ, ଯାହାଙ୍କର…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର ହାସଲ କରିଛି। ୩ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜ୍‌ର ବଳକା ଦୁଇ ମ୍ୟାଚ୍‌ ୧୫…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ପୂଜା ସମୟରେ ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ଭବାନୀ…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଦିଲ୍ଲୀପ କୁମାର ଜେନାଙ୍କ ଉପସ୍ଥିତିରେ ଅବକାରୀ…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ ବଦଳି କରାଯାଇଥିବା ପ୍ରତିବାଦରେ ମଙ୍ଗଳବାର ଜେନ୍ ଆଲଫା ଛାତ୍ରୀଛାତ୍ର,ପୂର୍ବତନ ସରପଞ୍ଚ କୈଳାସ ଷଡଙ୍ଗୀ,ସରପଞ୍ଚ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର ବିଦ୍ୟୁତ୍‌ ଆଘାତରେ ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚୁଟିଆଟୋଲିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?