ଭୂକମ୍ପରେ ଥରିଲା ମଣିପୁର
ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି…
ଦିଲ୍ଲୀ କ୍ରାଇମ-୨ ପରେ କୌଶଲ ଓଜାଙ୍କ ଫିଲ୍ମରେ ଆସିବେ ନଜର
‘ଦିଲ୍ଲୀ କ୍ରାଇମ-୨’ ପରେ ଏବେ ଅଭିନେତ୍ରୀ ରସିକା ଦୁଗଲ ନିର୍ଦ୍ଦେଶକ କୌଶଲ ଓଜାଙ୍କ ଅପକମିଙ୍ଗ୍ ଫିଲ୍ମ ‘ଲିଟିଲ ଥୋମାସ’ରେ ସେ ନଜର ଆସିବେ। ଫିଲ୍ମଟି ଡ୍ରାମା-କମେଡି ଉପରେ ଆଧାରିତ। ଏହା ପୂର୍ବରୁ ମଧ୍ୟ ଏକ କ୍ଷୁଦ୍ର ଫିଲ୍ମ ‘ଦ ମିନିଏଚରିଷ୍ଟ ଅଫ…
ପିଏଫ୍ଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଭାଙ୍ଗିଲେ ଭାଜପା କାର୍ଯ୍ୟାଳୟ
ଚେନ୍ନାଇ,୨୩।୯: ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରି ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି। ଦେଶବ୍ୟାପୀ ହୋଇଥିବା ଏହି…
ସ୍ମାର୍ଟ କ୍ଲାସରେ ସାଉଣ୍ଡ ଶୁଣିପାରୁନାହାନ୍ତି ଛାତ୍ରୀଛାତ୍ର
ଲାଠୋର,୨୩ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର,ମାଲପଡ଼ା ଏବଂ ବେନ୍ଦେର ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସ ରୁମରେ ସାଉଣ୍ଡ ସିଷ୍ଟମର ସୁବିଧା ଏଯାବତ୍ କରାଯାଇନାହିଁ। ଫଳରେ ଶିକ୍ଷା ଗ୍ରହଣ କଲା ବେଳେ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ…
କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ
ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମୁଁ କଂଗ୍ରେସ…
ସୁନ୍ଦରଗଡ଼ ଜିଲାରେ ୧୧୪ ଡେଙ୍ଗୁ ରୋଗୀ ଚିହ୍ନଟ
ସୁନ୍ଦରଗଡ଼, ୨୩।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଚିନ୍ତା ବଢାଇଛି ଡେଙ୍ଗୁ। ଜିଲାରେ ଗତ ୨୧ତାରିଖ ମଧ୍ୟରେ ମୋଟ ୧୧୪ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଡେଙ୍ଗୁରୋଗୀଙ୍କ ମଧ୍ୟରୁ ସର୍ବାଧିକ ୯୯ଜଣ ହେଉଛନ୍ତି ରାଉରକେଲା ସହରାଞ୍ଚଳର ବୋଲି ସ୍ବାସ୍ଥ୍ୟ ବିଭାଗ ରିପୋର୍ଟରୁ…
ଭାରତ-ପାକିସ୍ତାନ ସମ୍ପର୍କରେ କୌଣସି ଉନ୍ନତି ସମ୍ଭାବନା ନାହିଁ: ବିଲାଓ୍ବାଲା ଭୁଟ୍ଟୋ
ନ୍ୟୁୟର୍କ,୨୩।୯: ବନ୍ୟା ଯୋଗୁ ପାକିସ୍ତାନ ସ୍ଥିତି ସମ୍ପୂର୍ଣ୍ଣ ଖରାପ ହୋଇଯାଇଛି। ଦେଶ ଆର୍ଥିକ ଭାବେ ଦୁର୍ବଳ ମଧ୍ୟ ହୋଇପଡିଛି। କିନ୍ତୁ ପାକିସ୍ତାନର ନେତାମାନେ ନିଜ ଦେଶର ସ୍ଥିତି ପରଖିବା ପରିବର୍ତ୍ତେ କଶ୍ମୀରକୁ ସବୁଠାରୁ ବଡ ପ୍ରସଙ୍ଗ ଭାବରେ ଦେଖନ୍ତି। ବର୍ତ୍ତମାନ ପାକିସ୍ତାନର…
ଜୋତା କାରଖାନାରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, ୨୩।୯: ଦିଲ୍ଲୀସ୍ଥିତ ନରେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ଶୁକ୍ରବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି। ତେବେ ଏହି ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କୌଣସି…
ଡିଇଓଙ୍କ କାର୍ଯ୍ୟାଳୟରେ ଝାଡୁ ମାରିଲେ ଶିକ୍ଷକ
ନବରଙ୍ଗପୁର,୨୩।୯(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଭେଣ୍ଡିଆ ୟୁଜି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗଦିଶ ଗୌଡ଼ଙ୍କୁ ଏଡିଇଓ ରେଶମ ଲାଲ ନାୟକ ସ୍କୁଲରେ ୮ ତାରିଖ ଦିନ ଝାଡୁ କରିବାକୁ କହିବା ସହ ଏହାର ଭିଡିଓ ଉତ୍ତୋଳନ କରି ଭାଇରଲ କରିବାକୁ…
ନୂତନ ସ୍ବାସ୍ଥ୍ୟକେନ୍ଦ୍ର କୋଠା କାମ ନିମ୍ନମାନର ଅଭିଯୋଗ
ଟିକିରି,୨୩ା୯(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଠାରେ ନୂତନ ସାସ୍ଥ୍ୟକେନ୍ଦ୍ର ନିମନ୍ତେ କୋଠା ନିର୍ମାଣ କାମ ଚାଲିଛି। ହେଲେ ଏହି କାମ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। କୋଠାର ଫାଉଣ୍ଡେସନ ପଥର ବଦଳରେ ସିମେଣ୍ଟ ଇଟାରେ କରାଯାଇଛି। ପିଡବ୍ଲ୍ୟୁଡି ବିଭାଗ…
ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ
ଜଗତ୍ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ କ୍ଲବ ପକ୍ଷରୁ ପୂଜା କିପରି ଅଧିକ ଆକର୍ଷଣୀୟ ହୋଇପାରିବ, ସେନେଇ ତତ୍ପରତା ପ୍ରକାଶ…
ନିର୍ଯାତନା, ମୃତ୍ୟୁର ସାମ୍ନା କରୁଛନ୍ତି ପ୍ରବାସୀ ଶ୍ରମିକ
କେନ୍ଦ୍ରାପଡ଼ା ଅଫିସ, ୨୩ା୯: ଦାଦନ ଶ୍ରମିକ ଯନ୍ତ୍ରଣା କେନ୍ଦ୍ରାପଡ଼ା ଜିଲାରେ ବଢ଼ି ଚାଲିଛି। ଗୋଟିଏ ସପ୍ତାହ ମଧ୍ୟରେ ନଜରକୁ ଆସିଥିବା ଦୁଇଟି ଘଟଣା ଏବେ ପ୍ରବାସମାନଙ୍କ ଜୀବନ ସଂଘର୍ଷ କାହାଣୀକୁ ସ୍ଥାନୀୟ ଅଞ୍ଚଳରେ ଉଜାଗର କରିଛି। ମହାକାଳପଡ଼ା ବ୍ଲକ କୁମ୍ଭାରପଡ଼ା ଗ୍ରାମର…
Archives


