Home Left

ପିଏମ୍‌ଏଓ୍ବାଇ ଟଙ୍କା ନେଇ ପ୍ରେମିକ ସହ ୪ ମହିଳା ଫେରାର

ଲକ୍ଷ୍ନୌ, ୯।୨: ଉତ୍ତର ପ୍ରଦେଶରେ ୪ ବିବାହିତା ମହିଳା ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ଟଙ୍କା ନେଇ ନିଜ ନିଜ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଘଟଣାରେ ସମ୍ପୃକ୍ତ ମହିଳାମାନେ ଉତ୍ତରପ୍ରଦେଶର ବେଲହରା, ବାଙ୍କି, ଜେଦପୁର ଏବଂ ସିଦ୍ଧଉର ଜିଲାର ବୋଲି…

ଡାକ ଟିକଟରେ ଚାଲର୍‌ସଙ୍କ ମୁକୁଟ ବିହୀନ ଛବି

ଲଣ୍ଡନ, ୯।୨: ବ୍ରିଟେନ୍‌ ରୟାଲ୍‌ ମେଲ ପକ୍ଷରୁ ବୁଧବାର କିଙ୍ଗ ଚାଲର୍‌ସ ତୃତୀୟଙ୍କ ଡାକ ଟିକଟ ଉନ୍ମୋଚନ କରାଯାଇଛି। ଷ୍ଟାମ୍ପରେ ଚାଲର୍‌ସଙ୍କ ମୁକୁଟ ବିହୀନ ଛବି ଦେଖିବାକୁ ମିଳିଛି। ପୂର୍ବ ପ୍ରକାରେ କୁଇନ୍‌ ଏଲିଜାବେଥ୍‌ ଦ୍ୱିତୀୟଙ୍କ ମୁହଁ ବାମ ଆଡକୁ ଥିବାବେଳେ…

ଅବଧ ଆସାମ ଏକ୍ସପ୍ରେସର ଏସି ବଗିରେ ଧୂଆଁ, ଡେଇଁପଡି ଜୀବନ ବଞ୍ଚାଇଲେ ଯାତ୍ରୀ

ମୁଜାଫରପୁର,୯ ।୨: ବୁଧବାର ସନ୍ଧ୍ୟାରେ ଅବଧ ଆସାମ ଏକପ୍ରେସ ଏକ ଦୁର୍ଘଟଣାର ଶିକାର ହେବାକୁ ଯାଉଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛି । ଏହାର ବି-୨ ଏସି କୋଚ ହଠାତ୍ ଧୂଆଁରେ ଭରି ଯାଇଥିବା ବେଳେ ଯାତ୍ରୀମାନେ ହଡବଡେଇ ଯାଇଥିଲେ ।…

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନାଗପୁର,୯।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ଆଜିଠାରୁ ନାଗପୁରରେ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଭୟ ଦଳ ବିଜୟ…

‘ବସୁଧୈବ କୁଟୁମ୍ବକମ୍‌’ ନୀତି ଆପଣାଇଛି ଭାରତ: ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ, ୮।୨:ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। ଏ ନେଇ କେନ୍ଦ୍ର ସରକାର ‘ଅପରେଶନ୍‌ ଦୋସ୍ତ’ ଆରମ୍ଭ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ଟୁଇଟରରେ ଏକ ପୋଷ୍ଟ…

ଯୁଦ୍ଧରେ ଅମାନତ ପରାଜୟ ଭୋଗିବ ରୁଷିଆ: ଜେଲେନସ୍କି

ଲଣ୍ଡନ,୮।୨: ରୁଷିଆ ସହ ଯୁଦ୍ଧ ମଧ୍ୟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ଜେଲେନସ୍କି ବୁଧବାର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ପହଞ୍ଚି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ସାକ୍ଷାତ କରିବା ସହ ସମସ୍ତ ସାଂସଦଙ୍କୁ ସମ୍ବୋଧିତ କରିଥିଲେ। ଜେଲେନସ୍କି…

ଭାରତ-ଇସ୍ରାଏଲ ସମ୍ପର୍କ ହେବ ଆହୁରି ମଜଭୁତ

ନୂଆଦିଲ୍ଲୀ/ଜେରୁଜେଲମ,୮।୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଟୁଇଟ୍‌ ଯୋଗେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦୁଇ ଦେଶ ମଧ୍ୟରେ ଘନିଷ୍ଠ ସମ୍ପର୍କକୁ ମଜଭୁତ କରିବାର ଉପାୟ ବିଷୟରେ ଆଲୋଚନା…

ଖୁବ୍‌ଶୀଘ୍ର ଶିନ୍ଦେ ସରକାରଙ୍କ ହେବ ପତନ: ଆଦିତ୍ୟ ଠାକରେ

ମୁମ୍ବାଇ,୮।୨: ଶିବସେନା (ୟୁବିଟି) ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବୁଧବାର ଶିନ୍ଦେ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ରାଜ୍ୟ ସରକାର…

ଡ୍ୟୁଟି ସମୟରେ ସୋସିଆଲ ମିଡିଆ ବ୍ୟବହାର କରିବା ପୋଲିସକର୍ମୀଙ୍କୁ ମନା

ଲକ୍ଷ୍ନୌ,୮।୨: ବିଭିନ୍ନ ଦେଶରୁ ଅଧ୍ୟୟନ କରିବା ପରେ ଉତ୍ତରପ୍ରଦେଶର ପୋଲିସ ବିଭାଗରେ ସୋସିଆଲ ମିଡିଆ ନୀତି କାର୍ଯ୍ୟକାରୀ କରାଯାଇଛି। ଏଥିରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସରକାରୀ କାର୍ଯ୍ୟ କିମ୍ବା ଡ୍ୟୁଟି ସମୟରେ ସୋସିଆଲ ମିଡିଆର ବ୍ୟବହାର ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ…

ଫେବୃୟାରୀ ୧୪କୁ ‘କାଓ ହଗ୍‌ ଡେ’ ଭାବେ ପାଳନ କରିବାକୁ ଏଡବ୍ଲ୍ୟୁବିଆଇର ଅପିଲ୍‌

ନୂଆଦିଲ୍ଲୀ,୮।୨: ପ୍ରାଣୀ କଲ୍ୟାଣ ବୋର୍ଡ ଅଫ୍‌ ଇଣ୍ଡିଆ (ଏଡବ୍ଲ୍ୟୁବିଆଇ) ୧୪ ଫେବୃୟାରୀରେ ‘କାଓ ହଗ୍‌ ଡେ’ ପାଳନ କରିବାକୁ ଦେଶବାସୀଙ୍କୁ ଅପିଲ୍‌ କରିଛି। ଏହି ଦିନ ‘ଭାଲେଣ୍ଟାଇନ୍ସ ଡେ’ ସମଗ୍ର ବିଶ୍ୱରେ ପାଳନ କରାଯାଏ। ବୋର୍ଡ ମୁତାବକ, ‘କାଓ ହଗ୍‌ ଡେ’ର…

ଉଚ୍ଚ ରକ୍ତଚାପ ରୋଗୀ କଦାପି ଖାଆନ୍ତୁ ନାହିଁ ଏହି ୬ ଖାଦ୍ୟ

ଉଚ୍ଚ ରକ୍ତଚାପର ସ୍ଥାୟୀ ଉପଚାର କିଛି ନାହିଁ। ହେଲେ ଔଷଧ ଏବଂ ଖାଦ୍ୟପେୟରେ ସାବଧାନତା ଅବଲମ୍ବନ କଲେ ଏହାକୁ ନିୟନ୍ତ୍ରଣକୁ ଅଣାଯାଇପାରେ। ରକ୍ତଚାପ ୧୨୦/୮୦ ଥିଲେ ଏହାକୁ ସାଧାରଣ କୁହାଯାଏ । ମାତ୍ର ଏହା ବଢ଼ିଯାଇ ୧୩୦/୯୦ ହେଲେ ଏହା ଚିନ୍ତାଜନକ…

ନିଜ ଗୀତ ଶୁଣୁ ନ ଥିଲେ ସୁରସାମ୍ରାଜ୍ଞୀ

ବମ୍ବେ: ନାଁ କୋକିଳକଣ୍ଠୀ। ଗାଇଥିଲେ ତିନି ହଜାରରୁ ଅଧିକ ଗୀତ। ନାମରେ ଅଛି ଅନେକ ରେକର୍ଡ। ହେଲେ ନିଜେ ଗାଇଥିବା ଗୀତ ନିଜେ ଶୁଣୁ ନ ଥିଲେ ସେ। ଆମେ କହୁଛୁ ସୁରସାମ୍ରାଜ୍ଞୀ ଲତା ମଙ୍ଗେସରକଙ୍କ କଥା। ଅନେକଙ୍କୁ ଏହା ଆଶ୍ଚର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?