ଋତୁସ୍ରାବ ବ୍ୟତିକ୍ରମର କାରଣ କୋଭିଡ୍ ‘ଷ୍ଟ୍ରେସ୍’
ନ୍ୟୁୟର୍କ: କୋଭିଡ୍ ମହାମାରୀ କାରଣରୁ ବ୍ୟକ୍ତି ବିଶେଷଙ୍କ ଜବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଯାଉଛି। ମହିଳା, ପୁରୁଷ, ଶିଶୁ, ଯୁବକ, କିଶୋର ଏବଂ ବୃଦ୍ଧ ପ୍ରତ୍ୟେକ ବୟସ୍କ ବର୍ଗଙ୍କ କ୍ଷେତ୍ରରେ ପୂର୍ବ ଅପେକ୍ଷା ମାନସିକ ଚାପ ବୃଦ୍ଧି ଘଟିଥିବା ପିଟର୍ସବର୍ଗ ୟୁନିଭର୍ସିଟି ପକ୍ଷରୁ…
ବନ୍ଧନ ବ୍ୟାଙ୍କର ୨ୟ ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୩୧।୧୦: ବନ୍ଧନ ବ୍ୟାଙ୍କ୍ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବ୍ୟାଙ୍କ୍ର ମୋଟ କାରବାର (ଜମା ଓ ଅଗ୍ରୀମ) ୨୦୨୨ ସେପ୍ଟେମ୍ବର ୩୦ ସୁଦ୍ଧା ବର୍ଷକୁ ବର୍ଷ ଭିତରେ ୧୯.୫%…
ଜିଓର ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ ସେବା
ନୂଆଦିଲ୍ଲୀ,୩୧।୧୦: ଦେଶର ପ୍ରମୁଖ ଟେଲିକମ୍ ସଂସ୍ଥା ରିଲାଏନ୍ସ ଜିଓ ପକ୍ଷରୁ ଏକ ଅତ୍ୟାଧୁନିକ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ଆମ୍ବୁଲାନ୍ସରେ ଅନେକ ବୈଶିଷ୍ଟ୍ୟ ରହିଛି। ଏପରିକି ଡାକ୍ତରଖାନାରେ ରୋଗୀ ପହଞ୍ଚିବା ପୂର୍ବରୁ ରୋଗୀ ସମ୍ପର୍କିତ…
ଆଜିଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାରଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଉଛି। ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଲୋକସେବା ଭବନରେ ସୋମବାର ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବେ। ସମ୍ମାନିତ ଅତିଥି ଭାବ ମୁଖ୍ୟ…
ମୋରବି କେବଲ ବ୍ରିଜ ଦୁର୍ଘଟଣାରେ ୧୪୦ରୁ ଅଧିକ ମୃତ, ରାତିସାରା ପିଏମଓ ସହ ସମ୍ପର୍କରେ ଥିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ
ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି । ଏବେବି କେତେଲୋକ ନିଖୋଜ ଅଛନ୍ତି ଏବଂ ସେମାନଙ୍କୁ ଖୋଜା ଚାଲିଛି…
ଜୁପିଟର ଡିଗ୍ରୀ କଲେଜର ସଫଳତା
ଭୁବନେଶ୍ୱର: ୩୧।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଟାନ ଜୁପିଟର ଡିଗ୍ରୀ କଲେଜ ଚଳିତ ବର୍ଷର ସ୍ନାତକ ଫଳାଫଳରେ ସଫଳତା ଅର୍ଜନ କରିଛି। ଏପରିକି ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶିତ +୩ ପରୀକ୍ଷା ଫଳର ମେଧା ତାଲିକାରେ କଲେଜର ଛାତ୍ରୀଛାତ୍ରୀ ପ୍ରଥମ…
‘କାର୍ଯ୍ୟ କ୍ଷେତ୍ରରେ ଶୂନ କ୍ଷତି’କୁ ପ୍ରଶଂସା
ଭୁବନେଶ୍ୱର,୩୧।୧୦: ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡର ଗଂଜାମ ଜିଲ୍ଲା ଗୋପାଳପୁରସ୍ଥିତ ଫେରୋ ଆଲଏଜ୍ ପ୍ଲାଂଟ୍ ଓ ଗୋପାଳପୁର ଶିଳ୍ପ ପାର୍କରେ ଥିବା ଟାଟା ଷ୍ଟିଲ୍ ସ୍ପେସିଆଲ୍ ଇକୋନମିକ୍ ଜୋନ୍ ଲିମିଟେଡ୍ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ…
ପିଜି ସିଟ୍ ପୂରଣ ପାଇଁ ୧ରୁ ଆବେଦନ
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ପିଜି ସିଟ୍ରେ ନାମଲେଖା ପାଇଁ ପୁଣିଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା…
ରାହୁଲ ଗାନ୍ଧୀଙ୍କ ଭାବନା ସାଇବାବାଙ୍କ ସହ ସମାନ, ତାଙ୍କୁ ଆଶୀର୍ବାଦ ମିଳିବ: ରବର୍ଟ ଭଦ୍ରା
ଅହମଦନଗର,୩୧ ।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ୱାମି ତଥା ବିଜନେସମ୍ୟାନ ରବର୍ଟ ଭଦ୍ରା ରବିବାର ଏକ ବଡ ବୟାନ ଦେଇଛନ୍ତି । ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ତୁଳନା ସାଇବାବାଙ୍କ ସହ କରିଛନ୍ତି । ଏହାସହ ଭାରତ…
ବିବାଦରେ କାଡ୍ବରି ଚକୋଲେଟ୍
ନୂଆଦିଲ୍ଲୀ, ୩୧ା୧୦: ଲୋକପ୍ରିୟ କାଡବରି ଚକୋଲେଟ୍ ବିରୋଧରେ ସୋସିଆଲ ମିଡିଆରେ ବଏକଟ୍ ଟ୍ରେଣ୍ଡ ଆରମ୍ଭ ହୋଇଛି। ଏହି ଚକୋଲେଟ୍ରେ ଗୋମାଂସରୁ ବାହାରୁଥିବା ଜିଲେଟିନ୍ ବ୍ୟବହାର କରାଯାଉଥିବା ଅଭିଯୋଗ ଆସିଛି। ଏହାଦ୍ୱାରା ହିନ୍ଦୁମାନଙ୍କ ଧର୍ମୀୟ ଭାବନା ଆଘାତ ହେଉଥିବା ସୋସିଆଲ ମିଡିଆରେ ୟୁଜର୍ସମାନେ…
ମୋରବି ଦୁର୍ଘଟଣାର ଯାଞ୍ଚ ପାଇଁ ଏସଆଇଟି ଟିମ ଗଠିତ, ନିଖୋଜ ଲୋକଙ୍କ ପାଇଁ ହେଲପ ଲାଇନ ନମ୍ବର ଜାରି
ମୋରବି,୩୧ ।୧୦: ଗୁଜରାଟର ମୋରବିରେ ମଚ୍ଛୁ ନଦୀ ଉପରେ ଥିବା ପୋଲ ଭୁଷୁଡିବା ଘଟଣାର ଯାଞ୍ଚ ପାଇଁ ଏସଆଇଟି ଟିମ ଗଠନ କରାଯାଇଛି । ଏହି ମାମଲାର ସମସ୍ତ ଦିଗକୁ ନେଇ ଯାଞ୍ଚ କରାଯିବ । ଏପଟେ ପ୍ରଶାସନ ପକ୍ଷରୁ ନିଖୋଜ…
ପୁଟିନ୍ଙ୍କୁ ରାଷ୍ଟ୍ରପତି ପଦରୁ ହଟାଇବାକୁ ଯୋଜନା କରୁଛି ୟୁକ୍ରେନ୍
ମସ୍କୋ/କିଭ୍, ୩୦ା୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ପଦରୁ ହଟାଇବା ପାଇଁ ରୁଷିଆ ଅଧିକାରୀଙ୍କ ସହ ଆଲୋଚନା ଚାଲିଥିବା ୟୁକ୍ରେନ୍ ପ୍ରତିରକ୍ଷା ଗୋଇନ୍ଦା ମୁଖ୍ୟ କିରିଲୋ ବୁଦାନୋଭ୍ ଦାବି କରିଛନ୍ତି। ରୁଷିଆ ଅଧିକାରୀମାନେ ଏ ନେଇ ସକ୍ରିୟ ଅଛନ୍ତି ବୋଲି ଏକ…
Archives


