Home Left

ସ୍ଥାୟିତ୍ୱ ନେଇ ସନ୍ଦେହ

ଛେଣ୍ଡିପଦା,୩୦।୧୦ (ଡି.ଏନ.ଏ.): ଅନୁଗୋଳ ଜିଲାରେ ପର୍ଯ୍ୟଟନକୁ ନୂଆ ଦିଶା ଦେବାକୁ କିଛିବର୍ଷ ହେଲା ଉଦ୍ୟମ ହେଉଛି। ଏଥିପାଇଁ ସହର ଓ ଗ୍ରାମାଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀଗୁଡ଼ିକର ଉନ୍ନତୀକରଣ କରାଯାଉଛି। ଏପରି କି ଦେବଦେବୀ ପୀଠ ଓ ଏହା ନିକଟରେ ଥିବା ପର୍ଯ୍ୟଟନ ସ୍ଥାନଗୁଡ଼ିକୁ ଅଧିକ…

ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି

ଛତ୍ରପୁର,୩୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଶନିବାର ପାଳିତ ହୋଇଯାଇଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡା ମୁଖ୍ୟ ଅତିଥି ଭାବ ଯୋଗ…

ଧାମନଗର-ଯାଜପୁର ସୀମା ସିଲ୍‌ କରାଯାଉ

ଭଦ୍ରକ ଅଫିସ/ଧାମନଗର,୩୦।୧୦(ଡି.ଏନ.ଏ.): ଧାମନଗର ଉପନିର୍ବାଚନରେ ବିଜେଡି ବୁଥ୍‌ ରିଗିଂ କରିବା ଆଶଙ୍କା ନେଇ ଏହି ନିର୍ବାଚନମଣ୍ଡଳୀ ସଂଲଗ୍ନ ଯାଜପୁର ସୀମାକୁ ସିଲ୍‌ କରାଯିବାକୁ ଭାଜପା ଶନିବାର ନିର୍ବାଚନ କମିଶନ ଏବଂ ଜିଲାପାଳଙ୍କ ନିକଟରେ ଦାବି କରିଛି। ଭାଜପା ରାଜ୍ୟ ମୁଖପାତ୍ର ମନୋଜ…

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ଦାୟୀ। ହେଲେ ତାଙ୍କୁ ମନ୍ତ୍ରିପଦରୁ ଏଯାବତ୍‌ ବହିଷ୍କାର କରାଯାଉନି କି ଗିରଫ କରାଯାଉନି। ତେଣୁ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ପରିଚାଳିତ ଏସଆଇଟି ଏହି…

ଅନନ୍ୟାଙ୍କ ମୋଟ ସମ୍ପତ୍ତି ମୂଲ୍ୟ କେତେ ଜାଣନ୍ତି

‘ଷ୍ଟୁଡେଣ୍ଟ ଅଫ ଦି ଇୟର ୨’ ରୁ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବା ଅନନ୍ୟା ପାଣ୍ଡେ ଖୁବ କମ ସମୟ ମଧ୍ୟରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଅନନ୍ୟା ଆଜି ୨୪ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କ ପିତା ଚଙ୍କି…

ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା କର୍ଲାମୁଣ୍ଡା ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି। ତେବେ ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରର ତାଲା…

୩୧ରୁ ଜୟପୁରରୁ ନିୟମିତ ଉଡ଼ିବ ବିମାନ

ଜୟପୁର,୩୦।୧୦ (ନି.ପ୍ର.):  କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ଆସନ୍ତା ୩୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଏନେଇ ଗତ ୨୦ରେ ବିମାନବନ୍ଦରକୁ ଲାଇସେନ୍ସ ମିଳିଥିବା…

ସ୍ଥିତି ଅନୁଧ୍ୟାନ କଲା ସ୍ବତନ୍ତ୍ର ବୈଷୟିକ ଟିମ୍‌

ପୁରୀ ଅଫିସ,୩୦।୧୦:  ଦୀର୍ଘଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟକୁ ନେଇ ବିବାଦ ଉଠିଛି। ଗତ କିଛିମାସ ତଳେ ଶ୍ରୀମନ୍ଦିର ରତ୍ନବେଦିରୁ ଚୂନ ଖସିଥିବା ବେଳେ ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରର ଜଗମୋହନରୁ ପଥର ଖସିବା ସହ ନାଟମଣ୍ଡପରେ ଫାଟ…

ଆଜି ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ମୋଟ ୨ଟି ମ୍ୟାଚ ଖେଳି ଉଭୟ ମ୍ୟାଚ୍‌ ଜିତିଛି। ବର୍ତ୍ତମାନ ଦଳ ପରବର୍ତ୍ତୀ ମ୍ୟାଚ ଆଜି ପର୍ଥରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ଉଭୟ ଦଳ ମଧ୍ୟରେ ଏହି ମ୍ୟାଚ ବହୁତ…

ରାସ୍ତାରେ ଯୁବକଙ୍କୁ ଆଣ୍ଠେଇ ମାଡ଼

ଫୁଲନଖରା, ୩୦।୧୦(ଡି.ଏନ୍‌.ଏ.): କଟକରେ ପୁଣି ତାଲିବାନୀ ଶାସନର ପୁନରାବୃତ୍ତି ଦେଖିବାକୁ ମିଳିଛି। ଗତ କିଛି ଦିନ ପୂର୍ବରୁ ଜଣେ ଯୁବକଙ୍କୁ ଏକ ସ୍କୁଟି ପଛରେ ରଶି ବାନ୍ଧି ଘୋଷାଡ଼ି ନେବାର ଦୃଶ୍ୟ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ପୁଣି…

ଲକ୍ଷେ ଥର ରାମ ରାମ ଲେଖି ଯୁବତୀ ଆଙ୍କିଲେ ରାମ, ଲକ୍ଷ୍ମଣ, ସୀତାଙ୍କ ଚିତ୍ର, ଭିଡିଓ ଦେଖିଲେ…

ଆପଣ ନିଶ୍ଚିତ ପ୍ରକାରର କଳା ଏବଂ ଭକ୍ତି ଦେଖିଥିବେ। କିନ୍ତୁ ଏମିତି ଜଣେ ଯୁବତୀ ଯିଏ କି ଭଗବାନ ରାମଙ୍କୁ ଭକ୍ତି କରି ପ୍ରଭୁଙ୍କ ନାମକୁ ଲକ୍ଷେ ଥର ଲେଖି ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ  ଭିଡିଓ ଭାଇରାଲ…

ଜେଲ ଗଲେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନୀହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଏନେଇ ଭିଜିଲାନ୍ସ ଏକ ମାମଲା (ନଂ.୩୫/୨୨) ରୁଜୁ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri