Home Left

ସିବିଏସ୍‌ଇ ସ୍କୁଲରେ ସିସିଟିଭି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ସିସିଟିଭି କ୍ୟାମେରା ସଂଯୋଗକୁ ବାଧ୍ୟତାମୂଳକ କରିଛି। ବୋର୍ଡ ପକ୍ଷରୁ ଏହାର ଆଫିଲିଏଶନ୍‌ ବାଇଲଜ୍‌-୨୦୧୮ରେ ଥିବା ଚାପ୍ଟର ୪ (ଫିଜିକାଲ ଇନ୍‌ଫ୍ରାଷ୍ଟ୍ରକ୍ଚର)ରେ ସଂଶୋଧନ ଅଣାଯାଇଛି।...

୧୦୦ କୋଟି କ୍ଲବ୍‌ରେ ‘ସୈୟାରା’

ମୁମ୍ବାଇ: ମୋହିତ ସୁରୀଙ୍କ ନିର୍ଦ୍ଦେଶିତ ‘ସୈୟାରା’ ଫିଲ୍ମ ନବାଗତ ଅହାନ ପାଣ୍ଡେ ଏବଂ ଅଭିନେତ୍ରୀ ଅନୀତ ପଡ୍ଡା ଲଭ୍‌ କେମେଷ୍ଟ୍ରିକୁ ଦର୍ଶକ ଖୁବ୍‌ ପସନ୍ଦ କରୁଛନ୍ତି। ରିଲିଜ୍‌ର ପ୍ରଥମ ୩ ଦିନରେ ‘ସୈୟାରା’ ଫିଲ୍ମ ୧୦୦ କୋଟି କ୍ଲବ୍‌ରେ ପହଞ୍ଚିଛି।...

ଧନକର: ଇସ୍ତଫା ନା ବିଦା

ନୂଆଦିଲ୍ଲୀ,୨୨ା୭: ବରିଷ୍ଠ ନେତାମାନଙ୍କ ସ୍ବାଭାବିକ ଅବସର ବୟସ ୭୫ ବର୍ଷ ହେବା ଉଚିତ ବୋଲି ଜୁଲାଇ ୯ରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ କହିଥିଲେ। ମହାରାଷ୍ଟ୍ରର ନାଗପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତକରି ସେ ଦେଇଥିବା ଏହି...

ୟୁଏଇରେ ସ୍ତ୍ରୀଙ୍କୁ ହତ୍ୟାକଲେ ଭାରତୀୟ

ଶାରଜା, ୨୨ା୭: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଜଣେ ଭାରତୀୟ ମହିଳାଙ୍କର ମୃତ୍ୟୁ ହୋଇଯାଇଛି। ମୃତ ମହିଳା ହେଉଛନ୍ତି କେରଳର ଅତୁଲ୍ୟା ଶେଖର। ରବିବାର ଶାରଜାସ୍ଥିତ ନିଜ ଆପାର୍ଟମେଣ୍ଟରୁ ତାଙ୍କ ମୃତଦେହ ଜବତ ହୋଇଛି। ଅତୁଲ୍ୟାଙ୍କ ଗଳା ଚିପି ସ୍ବାମୀ...

ଗୋଟିଏ ଦିନ ପୂର୍ବରୁ ଥିଲେ ନିଖୋଜ, ଆଜି ପୋଖରୀରୁ ମିଳିଳା ମୃତଦେହ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡ଼ି ଗ୍ରାମର ଯଶବନ୍ତ ନାୟକଙ୍କ (୫୦) ମୃତଦେହ ମଙ୍ଗଳବାର ସକାଳ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି। ସୋମବାର ସେ ନିଖୋଜ ରହିଥିବା ବେଳେ ତାଙ୍କ ପୋଷାକ, ଚପଲ...

ହୃଦଘାତରେ ଯବାନଙ୍କ ପରଲୋକ: ନକ୍ସଲ ବିରୋଧୀ ଶିବିରରେ ଥିଲେ କାର୍ଯ୍ୟରତ

ଭଞ୍ଜନଗର,୨୨।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡା ଅଷ୍ଟମ ସ୍ବତନ୍ତ୍ର ଭାରତୀୟ ସଂରକ୍ଷିତ ବାହିନୀର ବରିଷ୍ଠ ହାବିଲଦାର ସଞ୍ଜୟ କିଷାନ (୪୦)ଙ୍କ ହୃଦଘାତରେ ପରଲୋକ ହୋଇଛି। ଏ ହାକୁ ନେଇ ଯବାନମାନଙ୍କ ମଧ୍ୟରେ ଶୋକରଛାୟା ଖେଳିଯାଇଛି। ତନରଡା ବାଟାଲିୟନ କାର୍ଯ୍ୟାଳୟ...

ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ରହସ୍ୟ ଖୋଲିବ ୭ ସାଇକେଲ୍‌!

ବାଲେଶ୍ୱର,୨୨ା୭(ବାଞ୍ଛାନିଧି ଦେ):କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଡିିଏସ୍‌ପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳି ରାଉତ ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପହଞ୍ଚତ୍ ୨ଘଣ୍ଟା ଧରି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରିଥିଲେ। ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର...

ମେରିଲରେ ୨୦୦ ମିଲିୟନ ଡଲାର ବିନିଯୋଗ କରିବ ADIA: ଭାରତୀୟ ମେଡଟେକ୍ କମ୍ପାନୀକୁ ବିଶ୍ବସ୍ତରୀୟ ସମର୍ଥନ

ନୂଆଦିଲ୍ଲୀ,୨୨।୭: ଆବୁଧାବି ନିବେଶ ପ୍ରାଧିକରଣ (ଏଡିଆଇଏ)ର ଏକ ସମ୍ପୂର୍ଣ୍ଣ ମାଲିକାନାଧୀନ ସହାୟକ କମ୍ପାନୀ ଭାରତର ଅଗ୍ରଣୀ ମେଡିକାଲ ଉପକରଣ କମ୍ପାନୀ ମାଇକ୍ରୋ ଲାଇଫ ସାଇନ୍ସେସ୍ ପ୍ରାଇଭେଟ୍ ଲିମିଟେଡ୍ (ମେରିଲ୍)ରେ ୨୦୦ ମିଲିୟନ ଆମେରିକୀୟ ଡଲାର ବିନିଯୋଗ କରିବାକୁ ଚୁକ୍ତି କରିଛି।...

କଛାରପଡ଼ାରେ ପାନୀୟଜଳ ସମସ୍ୟା: ନାଳ ଚୁଆ ଉପରେ ଭରସା

ନୂଆପଡ଼ା,୨୨ା୭(ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀକରି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଉକ୍ତ ଯୋଜନା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ସ୍ବାଧୀନତାର ଦୀର୍ଘବର୍ଷ...

ବସୁଧା ପ୍ରକଳ୍ପ ଅଚଳ, ଝରଣା ପାଣି ପିଉଛନ୍ତି ଲୋକେ

ଥୁଆମୂଳ ରାମପୁର, ୨୨ା୭ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁରୁଣାଗୁମାରେ ବସୁଧା ଯୋଜନାରେ ନିର୍ମାଣ ହୋଇଥିବା ପାନୀୟଜଳ ପ୍ରକଳ୍ପ ଅଚଳ ଯୋଗୁ ଲୋକେ ଝରଣା ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ସୂଚନାକ୍ରମେ ପୁରୁଣାଗୁମାରେ...

୨୧୭୧ ବୋତଲ କଫ୍‌ସିରପ୍‌ ଜବତ: ଦମ୍ପତିଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୨୨ା୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାରକୁ ନେଇ ଜନଅସନ୍ତୋଷ ଲାଗିରହିଛି। ଅନ୍ୟପଟେ ଏହାକୁ ନେଇ ଲୋକେ ବିଷୋଦ୍‌ଗାର କରିବା ପରେ ପୋଲିସ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରିଛି। ସୋମବାର ସକାଳେ ସ୍ଥାନୀୟ ଟାଉନ ଥାନା ପୋଲିସ ବରଗଡ଼ ସହରସ୍ଥିତ ବିଶିପଡ଼ା...

ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ବିଧାନସଭାରେ ସ୍ଥାପନ ଦାବି:ବାଚସ୍ପତିଙ୍କୁ ଭେଟି ଜଣାଇଲା ଘୁମୁସର ଉନ୍ନୟନ ମଞ୍ଚ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ଓଡ଼ିଶା ବିଧାନସଭା ପରିସରରେ ସ୍ଥାପନ ପାଇଁ ଦାବି ଯୋର ଧରିଛି। ଘୁମୁସର ଉନ୍ନୟନ ମଞ୍ଚ ଓ ଘୁମୁସର ବିକାଶ ପରିଷଦ ଭଞ୍ଜନଗର କର୍ମକର୍ତ୍ତାମାନେ ସୋମବାର ବାଚସ୍ପତି ସୁରମା ପାଢ଼ୀଙ୍କୁ ତାଙ୍କ ସରକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri