Home Left

ରୋମାଞ୍ଚକର ମ୍ୟାଚ୍‌ରେ ବାଂଲାଦେଶ ୩ ରନ୍‌ରେ ଜିତିଲା…

ବ୍ରିସବେନ ,୩୦।୧୦ : ଟି-୨୦ ବିଶ୍ୱକପରେ ବାଂଲାଦେଶ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଇଥିବା ୨୮ ତମ ମ୍ୟାଚ୍‌ରେ ରୋମାଞ୍ଚକର ଭାବେ ବାଂଲାଦେଶ ୩ ରନ୍‌ରେ ଜିତିଛି। ଧାର୍ଯ୍ୟ ୨୦ ଓଭରରେ ୭ ଓ୍ବିକେଟ ହରାଇ ବାଂଲାଦେଶ ୧୫୦ ରନ୍‌ ସ୍କୋର କରିଥିଲା।…

ଏଏସ୍‌ଆଇ କାର୍ଯ୍ୟ ନେଇ ସେବାୟତ ଖପ୍ପା

ପୁରୀ ଅଫିସ,୩୦।୧୦: ଗତ କିଛିଦିନ ତଳେ ଶ୍ରୀମନ୍ଦିର ଭିତରୁ ପଥର ଖସିଥିଲା। ଏହି ଘଟଣା ବିଷୟରେ ସେବାୟତମାନେ ଏଏସ୍‌ଆଇକୁ ଜଣାଇଥିଲେ। ହେଲେ ଏଏସ୍‌ଆଇ ପକ୍ଷରୁ କୌଣସି ଅନୁଧ୍ୟାନ କରା ନ ଯିବାରୁ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି କି ଶ୍ରୀମନ୍ଦିର…

କେବଳ ପଞ୍ଜୀକୃତ ସଂସ୍ଥାଙ୍କୁ ମିଳିବ ବିଜ୍ଞାପନ ସୁବିଧା

ଭୁବନେଶ୍ୱର, ୩୦।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହରର ସ୍ବଚ୍ଛତା ଏବଂ ସୌନ୍ଦର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ବିଜ୍ଞାପନକୁ ବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି। ବିଜ୍ଞାପନ ପାଇଁ ଏକ ସମୀକ୍ଷା ଆଧାରିତ ପଦକ୍ଷେପ ନେଇଛନ୍ତି ବିଏମ୍‌ସି କର୍ତ୍ତୃପକ୍ଷ। ଏଣିକି ଯେକୌଣସି…

ଅଧାରେ ବସ୍ତିବାସିନ୍ଦାଙ୍କ ଥଇଥାନ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବସ୍ତି ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରର ସୌନ୍ଦର୍ଯ୍ୟ ଓ ସ୍ବଚ୍ଛତା ନଷ୍ଟ ହେଉଛି। ସହରର ସାମାଜିକ ସ୍ଥିତି ମଧ୍ୟ ବିଗୁଡୁଛି। ବସ୍ତିଗୁଡ଼ିକର ଉନ୍ନତୀକରଣ ସହ ସୁନ୍ଦର ତଥା ସ୍ମାର୍ଟ ଜୀବନଯାପନ ପାଇଁ ବସ୍ତିବାସିନ୍ଦାଙ୍କ ଥଇଥାନକୁ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ…

୨୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ପାଇଁ ରବିବାର ମତଦାନ ଅନୁଷ୍ଠିତ ହେବ। ସ୍ଥାନୀୟ ବିଜେବି ହାଇସ୍କୁଲରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ମତଦାନ ହେବ। ଅପରାହ୍ନ ୪ଟା ପରେ ଭୋଟ ଗଣତି କରାଯାଇ ଫଳାଫଳ…

୩୧ରୁ ନଭେମ୍ବର ୨ ଯାଏ ମେଘୁଆ ପାଗ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ…

ଜିମ୍ବାଓ୍ବେ ପାଇଁ ବିଜୟ ଲକ୍ଷ୍ୟ ୧୫୧…

ବ୍ରିସବେନ ,୩୦।୧୦ : ଟି-୨୦ ବିଶ୍ୱକପର ୨୮ ତମ ମ୍ୟାଚ ବାଂଲାଦେଶ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଛି। ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନ ଟସ ଜିତି ରବିବାର ବ୍ରିସବେନ ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଜିମ୍ବାଓ୍ବେ ଅଧିନାୟକ…

କାହା ପାଣ୍ଠିରେ ‘ଟ୍ରୁଥ୍‌ ସୋସିଆଲ’

ଓ୍ବାଶିଂଟନ୍‌: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ ମିଡିଆ ଜାଏଣ୍ଟ ଟୁଇଟରକୁ ଟକ୍କର ଦେବା ପାଇଁ ଏକ ନୂଆ ମିଡିଆ କମ୍ପାନୀ ଖୋଲିବା ପରଠୁ ଗୋଟିଏ ବିଷୟକୁ ନେଇ ପ୍ରଶ୍ନ ଉଠିଆସିଛି। ତାହା ହେଲା ତାଙ୍କ ଟ୍ରୁଥ୍‌ ସୋସିଆଲ୍‌କୁ ପାଣ୍ଠି…

ପ୍ରସ୍ତୁତ ହେବ ଚିଠା ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ ମୋଟର କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ବିଭିନ୍ନ ଘରୋଇ ଓ ଅଣସଂଗଠିତ ପରିବହନ ସଂସ୍ଥା ପ୍ରଭୃତିରେ କାମ କରୁଥିବା ଚାଳକ ଓ କର୍ମଚାରୀମାନଙ୍କର…

ଡମ୍ପିଂ ୟାର୍ଡ ଗାଡ଼ି ଧକ୍କାରେ ଜଣେ ମୃତ: ଚାପା ଉତ୍ତେଜନା

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗଠାରେ ଥିବା ଭୂଆସୁଣୀ ଡମ୍ପିଂ ୟାର୍ଡ ପାଖରେ ବିଏମ୍‌ସି ଅଳିଆ ଗାଡି ଧକ୍କାରେ ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବ୍ୟକ୍ତି ଜଣଙ୍କ ହେଲେ ରାମ ଘାଗରାଇ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖଦେଇଛି। ଖବରପାଇ ଘଟଣାସ୍ଥଳରେ…

ଆଜି ରାଜ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନବମ ଶ୍ରେଣୀ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଗୁରୁତର ଅଭିଯୋଗ ଉଠିଛି। ପରୀକ୍ଷାର କିଛିଘଣ୍ଟା ପୂର୍ବରୁ ପ୍ରଶ୍ନ ଓ ଉତ୍ତରର ଏକ ଭିଡିଓ ୟୁଟ୍ୟୁବ୍‌ ମାଧ୍ୟମରେ ଅପଲୋଡ୍‌ କରାଯାଇଥିବା ଦେଖିବାକୁ ମିଳିଛି। ଗତ ତିନିଦିନ ହେବ ନବମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri