Home Left

ଭାଙ୍ଗି ପଡ଼ିଛନ୍ତି ପାକିସ୍ତାନୀ ଖେଳାଳି; ଉପଅଧିନାୟକ ଭୋ-ଭୋ ହୋଇ କାନ୍ଦିବା ଭିଡିଓ ଭାଇରାଲ

ପର୍ଥ,୨୯।୧୦: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ ୨୦୨୨ରେ ଖରାପ ପ୍ରଦର୍ଶନକୁ ନେଇ ସମାଲୋଚିତ ହେଉଛି ପାକିସ୍ତାନ। ଭାରତ ପରେ ଜିମ୍ବାଓ୍ବେ ଭଳି ଦୁର୍ବଳ ଦଳ ବିପକ୍ଷରେ ମାତ୍ର ଗୋଟିଏ ରନ୍‌ରେ ପରାଜିତ ହେବାକୁ ପଡ଼ିଥିଲା। ଏହାକୁ ନେଇ ଦଳର ସମସ୍ତ ଖେଳାଳି…

ଜାତୀୟ ଅନୁସୂଚିତ ଜାତି କମିଶନର ତଥ୍ୟ ସଂଗ୍ରହକାରୀ କମିଟିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୨୯ା୧୦(ସ୍ବ.ପ୍ର.): ଜାତୀୟ ଅନୁସୂଚିତ ଜାତି କମିଶନର ୪ ଜଣିଆ ଏକ ତଥ୍ୟ ସଂଗ୍ରହକାରୀ ଦଳ କେନ୍ଦୁଝର ଗସ୍ତରେ ଆସି ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ପାରିପାର୍ଶ୍ୱିକ ଅଞ୍ଚଳ ଗସ୍ତ କରି ଶ୍ରମିକ ତଥା ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଛନ୍ତି। ଆଦିବାସୀ ଲୋକଙ୍କ…

ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରୁ ବାଦ୍‌ ପଡ଼ିବେ କେଏଲ୍‌ ରାହୁଲ? ବ୍ୟାଟିଂ କୋଚ୍‌ କହିଲେ…

ନୂଆଦିଲ୍ଲୀ,୨୯।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ। ପର୍ଥରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଅନେକ ଦୃଷ୍ଟିରୁ ଭାରତ ଲାଗି ଗୁରୁତ୍ୱପୂର୍ଣ୍ଣ। ହେଲେ ଦଳରେ କେ.ଏଲ୍‌. ରାହୁଲଙ୍କ ପ୍ରଦର୍ଶନକୁ ନେଇ ସେ ଏହି…

ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ହିଞ୍ଜିଳିକାଟୁ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଓ ହିଞ୍ଜିଳି ରାଜସ୍ବ ଗ୍ରାମରେ ଗତ କିଛି ଦିନ ଧରି ବାର୍‌ହା ଉପଦ୍ରବ ଯୋଗୁଁ ବହୁ ଚାଷୀ ଙ୍କ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ବାର୍‌ହା ପଲ ଧାନ ଫସଲ ସହ…

୩ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୨୯ା୧୦(ସ୍ବ.ପ୍ର.): ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ୩ଟି ବେଆଇନ ଭାବେ ଚାଲିଥିବା କ୍ଲିନିକ୍‌କୁ ଶନିବାର ସିଲ୍‌ କରାଯାଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ମୁତାବକ ସହରର ନଟରାଜ ଗାଇନୋଷ୍ଟିକ, ପ୍ରଧାନ ଡେଣ୍ଟାଲ କ୍ଲିନିକ୍‌ ଏବଂ ସାଇ ଡେଣ୍ଟାଲ କ୍ଲିନିକ୍‌କୁ…

ଲୋକେ ଚାହିଁଲେ ୨୦୨୪ରେ ମଣ୍ଡିରୁ ନିର୍ବାଚନ ଲଢ଼ିବି: କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୨୯।୧୦: ରାଜନୀତିରେ ପ୍ରବେଶ କରିବାକୁ ମୁଁ ପ୍ରସ୍ତୁତ। ଯଦି ହିମାଚଳବାସୀ ଚାହିଁବେ ଏବଂ ଭାଜପା ଟିକେଟ ଦେବ, ତେବେ ସେ ମଣ୍ଡିରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ। କିଛି ଏଭଳି କହି ଚର୍ଚ୍ଚାରେ ଅଛନ୍ତି କଙ୍ଗନା ରାଣାଓ୍ବତ। ଜାତୀୟ ଗଣମାଧ୍ୟମରେ ଏକ କାର୍ଯ୍ୟକ୍ରମରେ…

କ୍ୟାଟ୍ରିନାଙ୍କ ଲୁକ୍‌ ଦେଖି ପାକିସ୍ତାନୀ ପ୍ରଶଂସକ ଲେଖିଲେ ଏମିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଆଜିକାଲି ତାଙ୍କ ଅପ୍‌ଡେଟ୍‌ ହରର କମେଡି ଫିଲ୍ମ ‘ଫୋନ୍‌ ଭୂତ୍‌’କୁ ନେଇ ବହୁତ ବ୍ୟସ୍ତ ରହୁଛନ୍ତି। ତାଙ୍କର ଏହି ଫିଲ୍ମ ଆସନ୍ତା ନଭେମ୍ବର ୪ରେ ହଲ୍‌ରେ ରିଲିଜ ହେବାକୁ ଯାଉଛି। ଏଥିପାଇଁ କ୍ୟାଟ୍ରିନା ପ୍ରତି…

ବିପର୍ଯ୍ୟୟ ପରିଚାଳନାରେ ଭଲ ପ୍ରଦର୍ଶନ କରି ଦାରିଙ୍ଗବାଡ଼ି ବ୍ଲକ ସମ୍ମାନିତ

ଦିଗପହଣ୍ଡି,୨୯ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ଅଞ୍ଚଳରେ ବିପର୍ଯ୍ୟୟ ପରିଚାଳନାରେ ଭଲ ପ୍ରଦର୍ଶନ କରିଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ପୁରସ୍କୃତ କରାଯିବା ସହ ସମ୍ମାନ ଜଣକ ପ୍ରମାନପତ୍ର ମିଳିଛି। ଏହି ମାନପତ୍ରକୁ ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର…

ଗଞ୍ଜେଇ ଭର୍ତ୍ତି ଗାଡ଼ି ଜବତ: ୪ ଗିରଫ

ବ୍ରହ୍ମପୁର ଅଫିସ,୨୯ା୧୦: ଅବକାରୀ ଗୁଇନ୍ଦା ଟିମ୍‌ ଶନିବାର ଅପରାହ୍ନ ୩ଟା ସମୟରେ ସଦର ଥାନା ଅନ୍ତର୍ଗତ ବାଲିପଢ଼ା ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଗାଡ଼ି ଜବତ କରିଛି। ଚାଲାଣକାରୀ ସମେତ ୪ଜଣଙ୍କୁ ଅବକାରୀ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଗଜପତି…

ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୯।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ସୃଷ୍ଟି ହୋଇଛି ଫାଟ। ଏଠାରେ ଥିବା ୪ଟିରୁ ୩ଟି କଲମରେ ଫାଟ ଥିବା ନେଇ ଶ୍ରୀମନ୍ଦିର ବୈଶୟିକ କୋର କମିଟି ପକ୍ଷରୁ କୁହାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଜଗମୋହନରେ ପୂର୍ବରୁ ଫାଟ ସୃଷ୍ଟି ହୋଇଥିଲା।…

ଗୋଚର ଜମି ଜବରଦଖଲ, ପ୍ରତିବାଦରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୨୯ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ  ଗୋଚର ଜମିକୁ ଜବରଦଖଲ କରାଯାଇଛି। ଏଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଶନିବାର ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ଧାରଣା ଦିଆଯାଇଛି। ଓରତି ପଞ୍ଚାୟତର ୩ଟି ରାଜସ୍ବ ଗ୍ରାମର ଗ୍ରାମବାସୀ…

ଏହିଦିନ ମା’ ହେବାକୁ ଯାଉଛନ୍ତି ଆଲିଆ

ମୁମ୍ବାଇ; ବଲିଉଡ ବିୟୁଟି ଆଲିଆ ଭଟ୍ଟ ଏବେ ତାଙ୍କ ଜୀବନର ସବୁଠାରୁ ସୁନ୍ଦର ସମୟ ଅତିବାହିତ କରୁଛନ୍ତି । କାରଣ ଆଲିଆ ମାଆ ହେବାକୁ ଯାଉଛନ୍ତି । ଏହି ନୂଆ ଜର୍ଣ୍ଣିକୁ ନେଇ ଆଲିଆ ଓ ପତି ରଣବୀର କପୁର ବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri