ମନଦୀପଙ୍କ ଡବଲରେ ଜିତିଲା ଭାରତ
ଭୁବନେଶ୍ୱର, ୨୯ା୧୦(ସ୍ପୋଟର୍ସବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ପ୍ରୋ ହକି ଲିଗର ଉଦ୍ଘାଟନୀ ମୁକାବିଲାରେ ବିଜୟୀ ହୋଇଛି ଭାରତ। ଅନ୍ତିମ କ୍ୱାର୍ଟରରେ ଷ୍ଟ୍ରାଇକର ମନଦୀପ୍ ସିଂଙ୍କ ଡବଲ ଗୋଲ ବଳରେ ଭାରତ ୪-୩ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଭାରତ ୩-୨ରେ…
ମହିଳାଙ୍କୁ ଜାଳି ହତ୍ୟା ଉଦ୍ୟମ ଅଭିଯୋଗ
ପଦ୍ମପୁର,୨୯। ୧୦(ଡି.ଏନ୍.ଏ.): ରାୟଗଡ଼ା ଜିଲା ପଦ୍ମପୁର ଗିରିଧାରୀ ସାହିରେ ଶୁକ୍ରବାର ଜଣେ ମହିଳାଙ୍କୁ ଘରୁ ଅଧା ପୋଡ଼ିଯାଇଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେ ହେଲେ ସାହିର ରାମଚନ୍ଦ୍ର ପାଢ଼ୀଙ୍କ ସ୍ତ୍ରୀ ରଶ୍ମିତା। ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ତାଙ୍କ…
ଭାରତ-ଅଷ୍ଟ୍ରେଲିଆ ଫାଇନାଲ
ଜୋହର (ମାଲେସିଆ),୨୯ା୧୦ (ପି.ଟି.): ସୁଲ୍ତାନ ଅଫ୍ ଜୋହର କପ୍ ହକି ଟୁର୍ନାମେଣ୍ଟର ଫାଇନାଲ ଶନିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ରାଉଣ୍ଡ ରବିନ ଲିଗ୍ ପର୍ଯ୍ୟାୟ ଶେଷ ପରେ ଟେବୁଲରେ ଅଷ୍ଟ୍ରେଲିଆ ପ୍ରଥମ ଏବଂ ଭାରତ ଦ୍ୱିତୀୟ ସ୍ଥାନରେ ରହି…
ଏ ବର୍ଷ ନୁହେଁ, ଆସନ୍ତା ବର୍ଷ ରିଲିଜ୍ ହେବ କ୍ୟାଟ୍ରିନାଙ୍କ ଫିଲ୍ମ
ମୁମାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କ୍ୟାଟ୍ରିନା କୈଫ ପ୍ରାୟତଃ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ବର୍ତ୍ତମାନ ତାଙ୍କର ଅପକମିଙ୍ଗ୍ ଫିଲ୍ମ ‘ ଫୋନ ଭୂତ’କୁ ନେଇ ବ୍ୟସ୍ତ ଅଛନ୍ତି। ଏହାରି ମଧ୍ୟରେ ତାଙ୍କର ଆଉ ଏକ ଫିଲ୍ମ…
‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’
ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ମନ୍ତ୍ରୀଙ୍କୁ ପ୍ରଥମେ ଏସ୍ଏସ୍ ଇଣ୍ଟରନ୍ୟାଶନାଲ ହୋଟେଲ ନିକଟରେ ସମସ୍ତ ବିଜେଡି ନେତା…
ହଲ୍ ଛାତରେ ନାଚିଲେ କ୍ରିତି
ମୁମ୍ବାଇ: ନିଜର ଅପ୍କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍ରେ ଏବେ ବ୍ୟସ୍ତ ବଲିଉଡ୍ ଅଭିନେତ୍ରୀ କ୍ରିତି ସାନନ୍। ଶୁକ୍ରବାର ଫିଲ୍ମର ପ୍ରମୋଶନ୍ କରିବା ସମୟରେ କ୍ରିତି ମୁମ୍ବାଇର ଗେଟି ଗାଲାକ୍ସି ଥିଏଟର ଛାତ ଉପରେ ନାଚୁଥିବାର ଦେଖିବାକୁ ମିଳିଛି। ତେବେ ଖାଲି କ୍ରିତି…
ଅକାମୀ ହୋଇଯିବ ଇନ୍ସାଇଟ୍ ଲ୍ୟାଣ୍ଡର
ଓ୍ବାଶିଂଟନ୍: ମଙ୍ଗଳ ଗ୍ରହର ଆଭ୍ୟନ୍ତରୀଣ ସ୍ଥିତି ବିଷୟରେ ଜାଣିବା ପାଇଁ ନାସା ୨୦୧୮ରେ ଇନ୍ସାଇଟ୍ (ଇଣ୍ଟେରିଅର୍ ଏକ୍ସପ୍ଲୋରେଶନ୍ ୟୁଜିଙ୍ଗ୍ ସେସ୍ମିକ୍ ଇନ୍ଭେଷ୍ଟିଗେଶନ୍ସ, ଜିଓଡେସି ଆଣ୍ଡ ହିଟ୍ ଟ୍ରାନ୍ସପୋର୍ଟ) ଲ୍ୟାଣ୍ଡରକୁ ମଙ୍ଗଳ ଭୂପୃଷ୍ଠରେ ଅବତରଣ କରାଯାଇଥିଲା। ପାଖାପାଖି ୪ ବର୍ଷ ପରେ ଏହି…
ମିସ୍ ୟୁନିଭର୍ସ ଅର୍ଗାନାଇଜେଶନର ନୂଆ ମାଲିକାଣୀ ଆନେ
ବ୍ୟାଙ୍କକ୍: ଥାଇଲାଣ୍ଡର ଟ୍ରାନ୍ସଜେଣ୍ଡର ମହିଳା ବ୍ୟବସାୟୀ ଆନେ ଜାକାପୋଙ୍ଗ ଜାକ୍ରାଜୁଟାଟିପ୍ ୨୦ ନିୟୁତ ଡଲାର ମୂଲ୍ୟରେ ମିସ୍ ୟୁନିଭର୍ସ ଅର୍ଗାନାଇଜେଶନ୍ କିଣି ଇତିହାସ ସୃଷ୍ଟି କରିଛନ୍ତି। ମିସ୍ ୟୁନିଭର୍ସିଟିର ପ୍ରତିଯୋଗିତାର ୭୧ ବର୍ଷ ମଧ୍ୟରେ ପ୍ରଥମ କରି ଜଣେ ମହିଳା ଏହି…
ଡଙ୍ଗରିଆଙ୍କ ବାନ୍ଧକଳା କପଡ଼ାଗୁନ୍ଦାର ପୁନରୁଦ୍ଧାର ପ୍ରୟାସ
ରାୟଗଡ଼ା ଅଫିସ,୨୯ା୧୦: ନିୟମଗିରି ପାଦଦେଶରେ ଅବସ୍ଥିତ ଆଦିମ ଜନଜାତି ଡଙ୍ଗରିଆ କନ୍ଧଙ୍କ ହାତ ତିଆରି ସାଲ୍(କପଡ଼ାଗୁନ୍ଦା) ଧୀରେ ଧୀରେ ଲୋକ ପାଇବାକୁ ବସିଥିବାବେଳେ ଏହାର ପୁନରୁଦ୍ଧାର ପଇଁ ପ୍ରୟାସ ଆରମ୍ଭ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଏହାର ଚାହିଦାକୁ ବୃଦ୍ଧି…
‘ବିଶ୍ୱାସ ସ୍ବରୂପମ୍’ର ଅନାବରଣ ଆଜି
ଜୟପୁର: ରାଜସ୍ଥାନର ନାଥଦ୍ୱାରା ସହରରେ ତିଆରି ହୋଇଥିବା ୩୬୯ ଫୁଟ ଶିବ ମୂର୍ତ୍ତିର ଅନାବରଣ ଶନିବାର କରାଯିବ। ଏହି ମୂର୍ତ୍ତିର ନାମ ‘ବିଶ୍ୱାସ ସ୍ବରୂପମ୍’ ରଖାଯାଇଛି। ସନ୍ଥ ମୋରାରି ବପୁ ଏହି ମୂର୍ତ୍ତିର ଅନାବରଣ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ମୁଖ୍ୟମନ୍ତ୍ରୀ ଅଶୋକ…
ଆପୋସ ବୁଝାମଣାରେ ହେବ କାରବାର
କଟକ,୨୯ା୧୦(ନି.ପ୍ର.): ଦୀର୍ଘଦିନ ଧରି କୁକୁଡ଼ା ଚାଷ କରୁଥିବା ଚାଷୀ ଓ ଚାଷୀଙ୍କୁ କୁକୁଡା ଛୁୂଆ, ଦାନା ଓ ଔଷଧ ଆଦି ଯୋଗାଉଥିବା କମ୍ପାନୀମାନଙ୍କ ମଧ୍ୟରେ ଲାଭାଂଶକୁ ନେଇ ଉପୁଜିଥିବା ବିବାଦର ସମାଧାନ ପାଇଁ ଶୁକ୍ରବାର ସ୍ଥାନୀୟ ବାଦାମବାଡିସ୍ଥିତ ବିସାଲ ଇନ୍ ହୋଟେଲରେ…
ଇଏସ୍ଆଇସି ସହ ବେଦାନ୍ତ ଲାଞ୍ଜିଗଡ଼ର ଏମ୍ଓୟୁ
ଭୁବନେଶ୍ୱର,୨୯ା୧୦: ବେଦାନ୍ତ ଆଲୁମିନିୟମର ଲାଞ୍ଜିଗଡ଼ ୟୁନିଟ୍ ସହ କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍ଆଇସି) ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ଏହି ସହଭାଗିତାର ଏକ ଅଂଶ ଭାବେ ଲାଞ୍ଜିଗଡ଼ଠାରେ ଥିବା ବେଦାନ୍ତ ଡାକ୍ତରଖାନା ବର୍ତ୍ତମାନ ଇଏସ୍ଆଇସିର ଏକ…
Archives


