Home Left

ଡାକ୍ତର ବେଶରେ ଏମ୍‌କେସିଜିରେ ଦଲାଲ୍‌

ବ୍ରହ୍ମପୁର ଅଫିସ,୨୯ା୧୦: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୋଗୀଙ୍କ ଜୀବନ ରେଖା କୁହାଯାଉଥିବା ଏମକେସିଜି ବଡ଼ ଡାକ୍ତରଖାନାରୁ ଶୁକ୍ରବାର ପୁଣି ଜଣେ ଦଲାଲ୍‌ ଧରାପଡ଼ିଛନ୍ତି। ନିଜକୁ ଡାକ୍ତର ପରିଚୟ ଦେଇ ଅସ୍ଥିଶଲ୍ୟ ବିଭାଗରେ ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସହିତ ଯୁକ୍ତିତର୍କ କରୁଥିବା…

ବିଏମ୍‌ସିରେ ମିଶିବ ସହରତଳି ୪ ଗାଁ

ବ୍ରହ୍ମପୁର ଅଫିସ,୨୯।୧୦: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ରେ ସହର ଉପକଣ୍ଠସ୍ଥ ୪ଟି ଗ୍ରାମ ମିଶ୍ରଣ ନେଇ ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ. ୧୭୯୭୪ରେ ସୂଚନା ଦିଆଯାଇଛି। ଫଳରେ ବିଏମସିରେ ସହର ଉପକଣ୍ଠସ୍ଥ ଗ୍ରାମଗୁଡିକ…

ସଜେଇ ହେଉଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୨୯ା୧୦(ଡିଏନଏ): ଶୀତ ଋତୁରେ ପର୍ଯ୍ୟଟନ କଥା କହିଲେ ସାଧାରଣଃ କନ୍ଧମାଳ ଜିଲା କଥା ମନକୁ ଆସିଥାଏ। ସହରର ବ୍ୟସ୍ତ ବହୁଳ ଜୀବନ ଭିତରୁ ବାହାରି ଶାନ୍ତ, ସବୁଜ, ଜଙ୍ଗଲ ପାହାଡ ଘେରା ପରିବେଶ ଶୀତ ସାଙ୍ଗକୁ ପ୍ରାକୃତିକ ସୋନ୍ଦର୍ଯ୍ୟ ଉପଭୋଗ କରିବାକୁ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ, ଚପଲ ଫିଙ୍ଗିଲେ ମହିଳା

ଭଦ୍ରକ ଅଫିସ, ୨୯ା୧୦: ଭଦ୍ରକ କାଳୀପୂଜା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟକୁ ବିରୋଧ କରି ଜଣେ ମହିଳା ଚପଲ ଫିଙ୍ଗିଛନ୍ତି। ଗୁରୁବାର ରାତିରେ ଏଭଳି ଘଟଣା ଘଟିଥିବା ବେଳେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏକ ଯାତ୍ରା ମଞ୍ଚରେ…

ଯାତାୟାତରେ ଭରା ନାଳ ସାଜିଛି କଣ୍ଟା

ଆର.ଉଦୟଗିରି,୨୯ା୧୦(ଡି.ଏନ.ଏ.): ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଗ୍ରାମାଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଯୋଜନା ମାଳ ମାଳ। ହେଲେ ସରକାରଙ୍କ ପ୍ରକୃତ ବିକାଶ ଲୋକଙ୍କ ପାଖରେ ପହଞ୍ଚି ପାରୁନି। କାଗଜ କଲମରେ ସୀମିତ ରହିଛି ବିକାଶ। ଭଲ ରାସ୍ତା ଓ ନାଳ…

ହାତୀ ଉପଦ୍ରବ ଥମୁନି, ବନବିଭାଗ ଅସହାୟ

ଭଞ୍ଜନଗର,୨୯ା୧୦(ଡି.ଏନ.ଏ.): ଭଞ୍ଜନଗର ଉତ୍ତା ଓ ଦକ୍ଷିଣ ବନଖଣ୍ଡର ହାତୀ କରିଡ଼ରଗୁଡ଼ିକ ବିଭିନ୍ନ କାରଣ ଯୋଗୁ ନଷ୍ଟ ହେବାକୁ ବସିଛି। ଏହି କାରଣରୁ ହତୀପଲ ଜଙ୍ଗଲରୁ ବାହାରି ନିକଟବର୍ତ୍ତୀ ଅଞ୍ଚଳରେ ଫସଲ କ୍ଷତି କରୁଛନ୍ତି। ବିଶେଷକରି ଜମିରେ ପଶି ଧାନ ଫସଲ ନଷ୍ଟ…

ଚାଷୀଙ୍କ ଚିନ୍ତା ବିଳମ୍ବିତ ଧାନ ସଂଗ୍ରହ

ବରଗଡ଼ ଅଫିସ୍‌,୨୯।୧୦: ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଆରମ୍ଭ ହୋଇଛି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳର ଚାଷୀମାନେ ଧାନ ଅମଳରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଅମଳ ଧାନ କେଉଁଠି…

ଆଚରଣବିଧି ଉଲ୍ଲଂଘନ ହେଲେ କାର୍ଯ୍ୟାନୁଷ୍ଠାନ ନିଅ

ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ ଭୋଟରଙ୍କୁ ଲାଞ୍ଚ ଦେବା, ଧମକ ଦେବା, ଟଙ୍କା ବାଣ୍ଟିବା, ପ୍ରଲୋଭନ ଦେଖାଇବା ଭଳି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନଜନିତ ଅପରାଧର ସତ୍ୟତା ଥିଲେ ସେଥିପାଇଁ ଉଦ୍ଦିଷ୍ଟ ବିଭିନ୍ନ ଧାରା ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ…

ଓଡ଼ିଶାରେ ମାଓବାଦୀ ହିଂସା କମିଛି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ହରିୟାଣାର ସୂରଯକୁଣ୍ଡଠାରେ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆନୁକୂଲ୍ୟରେ ସମସ୍ତ ରାଜ୍ୟ ଗୃହମନ୍ତ୍ରୀଙ୍କୁ ନେଇ ଚିନ୍ତନ ଶିବିର ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ସଂହତି ଦୃଢ଼ୀଭୂତ କରିବାରେ ଓଡ଼ିଶାର ଅବଦାନ…

ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରାଣ୍ଟାଇନ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକାଲ କେସ୍‌ ରହିଛନ୍ତି । ସେହିପରି…

ପ୍ରଚାର ମଇଦାନକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ

ଧାମନଗର,୨୯ା୧୦ (ଡି.ଏନ୍‌.ଏ/ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଧାମନଗର ବ୍ଲକର ବିଭିନ୍ନ ପଞ୍ଚାୟତ ଓ ଏନ୍‌ଏସି ଅଞ୍ଚଳରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ରୋଡ୍‌ଶୋ’…

ସେଲ୍‌ ଓ ଏଏଆଇ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

ରାଉରକେଲା ଅଫିସ,୨୯।୧୦: ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ଓ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) ମଧ୍ୟରେ ଶୁକ୍ରବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଫଳରେ ରାଉରକେଲାରେ ବିମାନ ସେବା ଆରମ୍ଭର ପଥ ପରିଷ୍କାର ହୋଇଛି। ସେଲ୍‌ର କାର୍ମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri