ଚାଷୀଙ୍କ ଚିନ୍ତା ବିଳମ୍ବିତ ଧାନ ସଂଗ୍ରହ
ବରଗଡ଼ ଅଫିସ୍,୨୯।୧୦: ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଆରମ୍ଭ ହୋଇଛି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳର ଚାଷୀମାନେ ଧାନ ଅମଳରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଅମଳ ଧାନ କେଉଁଠି…
ଆଚରଣବିଧି ଉଲ୍ଲଂଘନ ହେଲେ କାର୍ଯ୍ୟାନୁଷ୍ଠାନ ନିଅ
ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ ଭୋଟରଙ୍କୁ ଲାଞ୍ଚ ଦେବା, ଧମକ ଦେବା, ଟଙ୍କା ବାଣ୍ଟିବା, ପ୍ରଲୋଭନ ଦେଖାଇବା ଭଳି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନଜନିତ ଅପରାଧର ସତ୍ୟତା ଥିଲେ ସେଥିପାଇଁ ଉଦ୍ଦିଷ୍ଟ ବିଭିନ୍ନ ଧାରା ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ…
ଓଡ଼ିଶାରେ ମାଓବାଦୀ ହିଂସା କମିଛି
ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ହରିୟାଣାର ସୂରଯକୁଣ୍ଡଠାରେ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆନୁକୂଲ୍ୟରେ ସମସ୍ତ ରାଜ୍ୟ ଗୃହମନ୍ତ୍ରୀଙ୍କୁ ନେଇ ଚିନ୍ତନ ଶିବିର ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ସଂହତି ଦୃଢ଼ୀଭୂତ କରିବାରେ ଓଡ଼ିଶାର ଅବଦାନ…
ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରାଣ୍ଟାଇନ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକାଲ କେସ୍ ରହିଛନ୍ତି । ସେହିପରି…
ପ୍ରଚାର ମଇଦାନକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ
ଧାମନଗର,୨୯ା୧୦ (ଡି.ଏନ୍.ଏ/ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଧାମନଗର ବ୍ଲକର ବିଭିନ୍ନ ପଞ୍ଚାୟତ ଓ ଏନ୍ଏସି ଅଞ୍ଚଳରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ରୋଡ୍ଶୋ’…
ସେଲ୍ ଓ ଏଏଆଇ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ
ରାଉରକେଲା ଅଫିସ,୨୯।୧୦: ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍ (ସେଲ୍) ଓ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (ଏଏଆଇ) ମଧ୍ୟରେ ଶୁକ୍ରବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଫଳରେ ରାଉରକେଲାରେ ବିମାନ ସେବା ଆରମ୍ଭର ପଥ ପରିଷ୍କାର ହୋଇଛି। ସେଲ୍ର କାର୍ମିକ…
ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ମିଥ୍ୟା ଅଡିଓ ଭାଇରାଲ କରୁଛି ବିଜେଡି: ଭାଜପା
ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ଲାଗି ବିଜେଡି ସରକାରୀ କଳ ଓ ପ୍ରଶାସନକୁ ପ୍ରଚାର କାର୍ଯ୍ୟରେ ଲଗାଇଛି। ଶେଷରେ ବିଜେଡି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏହି ଉପନିର୍ବାଚନକୁ ଟାଣିବା ସହ ମିଥ୍ୟା ଅଡିଓ, ଭିଡିଓର ଷଡ଼ଯନ୍ତ୍ର ରଚନାକରି ସବୁ ଅପରାଧର ସୀମା…
ଆସନ୍ତା ୩୧ରୁ ଜୟପୁରକୁ ଉଡ଼ିବ ବିମାନ
ଜୟପୁର,୨୯।୧୦(ସ୍ବ.ପ୍ର): ଆସନ୍ତା ୩୧ ତାରିଖରୁ କୋରାପୁଟ ଜିଲା ଜୟପୁରକୁ ଉଡ଼ିବ ବିମାନ। ଏ ନେଇ ଇଣ୍ଡିଆ ୱାନ୍ ଏୟାର ବିମାନ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦେଇଛି । ଯାତ୍ରୀମାନେ indiaoneair.com ୱେବସାଇଟରେ ୯୯୯ ଟଙ୍କାରେ ଟିକେଟ ବୁକିଂ କରିବାର ସୁବିଧା…
ଠକେଇ ଅଭିଯୋଗରେ ପରିବାରର ୩ ଗିରଫ
ଅନୁଗୋଳ ଅଫିସ, ୨୯ା୧୦: ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ବ୍ୟାଙ୍କରୁ ଘର ପାଇଁ ୧୦ ଲକ୍ଷ ଟଙ୍କା ଋଣ ନେଇ ଠକେଇ କରିଥିବା ଅଭିଯୋଗରେ ଗୋଟିଏ ପରିବାରର ୩ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ତାଳଚେର…
ଦୂରେଇ ଦେଉଛି ଦର
ବଇଣ୍ଡା,୨୯ା୧୦ (ପରିକ୍ଷିତ ସାହୁ): ଗରିବ ବୋଲି କିଲୋପିଛା ୧ ଟଙ୍କାରେ ଚାଉଳ ଦେଉଛନ୍ତି ସରକାର। ହେଲେ ସେହି ଗରିବଙ୍କୁ ଯୋଗାଉଥିବା କିରୋସିନର ମୂଲ୍ୟ ରଖିଛନ୍ତି ଲିଟର ପ୍ରତି ୮୪ ଟଙ୍କା। ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ମିଳୁଥିବା ଏହି ଜାଳେଣିର ଏପରି…
ବଦଳିନି ଆଦିବାସୀ ଅଧ୍ୟୁଷିତ ସାନ୍ତାଳପଡ଼ାର ଚିତ୍ର
ମହାକାଳପଡ଼ା,୨୯ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆର ସାନ୍ତାଳପଡ଼ା ଗାଁ ସମୁଦ୍ର ଆଁରେ ରହିଛି। ଅବହେଳିତ ସାନ୍ତାଳପଡ଼ାରେ ୧୯୯୯ ମହାବାତ୍ୟା ତାଣ୍ଡବ ରଚିଥିଲା। ସମୁଦ୍ର ଜୁଆରରେ ୧୫ରୁ ଅଧିକ ଲୋକଙ୍କ ଜୀବନ ସମୁଦ୍ର ଗର୍ଭରେ…
ହାରିବା ଭୟ ଘାରିଲାଣି: ବିଜେଡି
ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ରାଜ୍ୟ ଭାଜପା ନେତାଙ୍କ ମୁଣ୍ଡ ଆଉ କାମ କରୁନାହିଁ। ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ହେଉଛନ୍ତି। ଜଣେ ମହିଳାଙ୍କ ମୁହଁ ଢାଙ୍କି ଟଙ୍କା ବଣ୍ଟା…
Archives


