ହଠାତ୍ ଉପରାଷ୍ଟ୍ରପତି ପଦରୁ କାହିଁକି ଇସ୍ତଫା ଦେଲେ ଧନଖର, ରାଷ୍ଟ୍ରପତିଙ୍କୁ ଜଣାଇଲେ କାରଣ…
ନୂଆଦିଲ୍ଲୀ,୨୧।୭:ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ଧନଖର । ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା ଇସ୍ତଫାପତ୍ରରେ ସେ ପ୍ରଧାନମନ୍ତ୍ରୀ, ମନ୍ତ୍ରୀ ପରିଷଦ ଏବଂ...
“ଏବେ ସ୍ୱାସ୍ଥ୍ୟ ସର୍ବୋପରି, ବିଶ୍ୱାସ ଏବଂ ସ୍ନେହ ଜୀବନବ୍ୟାପୀ ମନେ ରହିବ…” ରାଷ୍ଟ୍ରପତି ମୁର୍ମୁଙ୍କୁ ଇସ୍ତଫାପତ୍ର ପତ୍ର ଦେଇ ଲେଖିଲେ ଭାବପ୍ରବଣ ଚିଠି
ନୂଆଦିଲ୍ଲୀ,୨୧।୭: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବୋଧିତ ଏକ ଚିଠିରେ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୬୭(a) ଅଧୀନରେ ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ଏହି...
ଇସ୍ତଫା ଦେବା ପୂର୍ବରୁ ମୌସୁମୀ ଅଧିବେଶନରେ ସାଂସଦମାନଙ୍କୁ ଏହି ନିବେଦନ କରିଥିଲେ ଧନଖର
ନୂଆଦିଲ୍ଲୀ,୨୧।୭:ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖର। ତେବେ ସୋମବାରଠାରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ...
୨୫ ବର୍ଷରେ ଇନ୍ଦ୍ରାବତୀ ପ୍ରକଳ୍ପ: ଜିଲାର ୧.୧୮ଲକ୍ଷ ହେକ୍ଟର ଜମିକୁ ଜଳସେଚନ
ଭବାନୀପାଟଣା,୨୧ା୭ (ଉତ୍ତମ କୁମାର ଦାଶ): ଇନ୍ଦ୍ରାବତୀ ପ୍ରକଳ୍ପ ପାଇଁ ରାଜ୍ୟରେ କଳାହାଣ୍ଡି ଜିଲା ଏକ ସ୍ବତନ୍ତ୍ର ପରିଚୟ ପାଇଛି। ଏହି ପ୍ରକଳ୍ପ ଏବେ ୨୫ ବର୍ଷ ପୂରଣ କରିସାରିଛି। ଇନ୍ଦ୍ରାବତୀର ଜଳସେଚନକୁ ପାଥେୟ କରି ଏବେ ଜିଲାର ୧.୧୮ଲକ୍ଷ ହେକ୍ଟର...
ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…
ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ...
ଶ୍ରାବଣରେ ଶୁଖିଲା ଚାଷଜମି ଅଟକିଛି ଧାନରୁଆ, ବିହୁଡା
ରିଷିଡ଼ା,୨୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ଖରିଫରେ ବର୍ଷାଭାବ ଚାଷୀଙ୍କ ମୁଣ୍ଡବ୍ୟଥାର କାରଣ ସାଜିଛି। ଶ୍ରାବଣ ମାସରେ ଚାଷ ଜମିରେ ପାଣି ନାହିଁ। ଫଳରେ ଧାନରୁଆ ଓ ବିହୁଡା କାର୍ଯ୍ୟ ଅଟକି ରହିଛି। ରିଷିଡ଼ା ଗ୍ରାମର ପ୍ରମୋଦ...
ଦୁଇଟି ମାମଲାରେ ୩ ଗିରଫ: ବାପ ପୁଅ ସାମିଲ
ରିଷିଡା,୨୧।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ତି ଅଧିକାରୀ ଦୁଇଟି ପୃଥକପୃଥକ ମାମଲାରେ ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୋଲିସ ସୂତ୍ରରୁ ପ୍ରକାଶ...
ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର
ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ...
ସିମନବାଡ଼ିରେ ବ୍ୟକ୍ତି ନିଖୋଜ, ପୋଖରୀ ମୁଣ୍ଡରେ ରହିଛି ପୋଷାକ, ଚପଲ
ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ...
ଭରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ନାଁରେ ରହିଛି ସଙ୍ଗୀନ ଅଭିଯୋଗ : ବଦଳି ପାଇଁ ଶିକ୍ଷା କମିଟିର …
କେସିଙ୍ଗା,୨୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନ ବାଲସି ପଞ୍ଚାୟତର କୋକୋଡ଼ମାଲ ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ବଦଳି ପାଇଁ ଶିକ୍ଷା କମିଟି ଦାବି କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକିଛି...
ଉର୍ଫି ଜାଭେଦଙ୍କ ଫୁଲିଗଲା ମୁହଁ, ଭିଡିଓ ସେୟାର କରି କହିଲେ କାରଣ
ମୁମ୍ବାଇ: ସୋସିଆଲ ମିଡିଆ ଷ୍ଟାର ଉର୍ଫି ଜାଭେଦ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି, କିନ୍ତୁ ଏଥର ତାଙ୍କର ବୋଲ୍ଡ ଫ୍ୟାଶନ ପାଇଁ ନୁହେଁ। ୯ ବର୍ଷ ପୂର୍ବେ କରାଯାଇଥିବା ଲିପ୍ ଫିଲର ହଟାଇବା ପରେ ତାଙ୍କର ଫୁଲା ମୁହଁର ଏକ ଭିଡିଓ...
କଛାରପଡ଼ାରେ ପାନୀୟଜଳ ସମସ୍ୟା ନାଳ ଚୂଆ ଉପରେ ଭରସା
ନୂଆପଡ଼ା,୨୧ା୭ (ମକାରୁ ବେମାଲ): କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଏହି ଯୋଜନା ସମ୍ପୂର୍ଣ୍ଣ ଫେଲ...
Archives


