Home Left

ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ ସହ…

ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ

ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟକୁ…

ମାଈ ହାତୀର ମୃତଦେହ ଠାବ

ବଇଣ୍ଡା/ ମାଧପୁର, ୨୯ା୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ବାମୁର ରେଞ୍ଜ ଶାନ୍ତିପୁର ଜଙ୍ଗଲରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ବନ ବିଭାଗ ଠାବ କରିଛି। ମୃତ ହାତୀର ବୟସ ୩୦ ବର୍ଷ ହେବ ବୋଲି ବିଭାଗ ଆକଳନ…

ଅଙ୍ଗନୱାଡି କେନ୍ଦ୍ରରେ ଉତ୍ତେଜନା

ରୂପସା,୨୯।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଜାମୁନିଆ ଅଙ୍ଗନୱାଡିି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ସକାଳେ ଏହି କେନ୍ଦ୍ରର ତାଲା ଖୋଲି ପିଲାଙ୍କ ଖାଦ୍ୟ ସାମଗ୍ରୀ, କାଠ ପଟା ଆଦି ଚୋରି କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୯ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ…

ମଧୁରଝୋଳ ଗାଁ ଶୂନ୍‌ଶାନ

କବିସୂର୍ଯ୍ୟନଗର,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତ ମଧୁରଝୋଳ ଗ୍ରାମରେ ଗୁଣିଗାରେଡିକୁ କେନ୍ଦ୍ରକରି ଗତ ବୁଧବାର ଜଣେ ମହିଳାଙ୍କୁ ହତ୍ୟା ସହ ୩ ପରିବାରକୁ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ପୋଲିସ ଗୁରୁବାର ୩୩ ଜଣଙ୍କୁ ଗିରଫ କରଛି। ଏବେ…

କ୍ରିପ୍ଟୋ କାରବାରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ କଳାଧନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଜନତାଙ୍କ ଟଙ୍କାରେ ବିଳାସମୟ ଜୀବନ ବିତାଉଛନ୍ତି। ଇତିମଧ୍ୟରେ ଅନେକ ଦୁର୍ନୀତିଗ୍ରସ୍ତ ବାବୁ ଭିଜିଲାନ୍ସ ଜାଲରେ ପଡିବା ପରେ ସେମାନଙ୍କ କଳାଟଙ୍କାର…

ଓସିଏ ସଭାପତି ଦାୟିତ୍ୱ ନେଲେ ପ୍ରଣବ

କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓସିଏର ୧୧ତମ ସଭାପତି ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ। ସେହିପରି ସଞ୍ଜୟ…

ଏକନାଥ ଶିନ୍ଦେଙ୍କର ଉଦ୍ଧବ ଠାକରେଙ୍କ ଉପରେ ଆଉ ଏକ ‘ବାଉଂସର’, ମହା ବିକାଶ ଅଘାଡିର ୨୫ ନେତାଙ୍କ ହଟିଲା ସୁରକ୍ଷା

ମୁମ୍ବାଇ,୨୯ ।୧୦: କିଛି ଦିନର ନିରବତା ପରେ ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ହାଇ ଡ୍ରାମା ହେବାର ଅନୁମାନ କରାଯାଉଛି । ମହାରାଷ୍ଟ୍ର ସରକାର ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଥିବା ଶିବସେନା, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ଓ କଂଗ୍ରେସର ମହାବିକାଶ ଅଘାଡି(ଏନବିଏ) ମେଣ୍ଟର…

ଟୁଇଟରରୁ ପରାଗ, ବିଜୟା ବିଦା

ନ୍ୟୁୟର୍କ,୨୯ା୧୦(ପି.ଟି.): ପକ୍ଷୀ ମୁକ୍ତହେଲା ବୋଲି ୪୪ ବିଲିୟନ ଡଲାରରେ ଟୁଇଟର କିଣିବା ପରେ ଟେସ୍‌ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଏଲନ୍‌ ମସ୍କ ଟୁଇଟ୍‌ କରିଛନ୍ତି। ସୋସିଆଲ ନେଟ୍‌ଓ୍ବର୍କିଂ ସାଇଟ୍‌କୁ ଅଧିଗ୍ରହଣ କରିବା ପରେ ୫୧ ବର୍ଷୀୟ ମସ୍କ ଏହାର ସିଇଓ…

ଏକକାଳୀନ ୧୫ ମହାପୁରୁଷଙ୍କ ଚିତ୍ର ଆଙ୍କିଲେ ଯୁବତୀ

ଲକ୍ଷ୍ନୌ, ୨୯।୧୦: କଳା ଈଶ୍ୱରଙ୍କ ପ୍ରଦତ୍ତ ଏଭଳି ଏକ ଉପହାର, ଯାହାର କୌଣସି ତୁଳନା ନାହିଁ। କେତେଜଣ ବ୍ୟକ୍ତି ନିଜ ଅନନ୍ୟ ପ୍ରତିଭା ମାଧ୍ୟମରେ ଲୋକଙ୍କ ପ୍ରିୟଭାଜନ ହୋଇଥାନ୍ତି ତ ଆଉ କେହି ବହୁ ସମ୍ମାନ ହାତେଇଥାନ୍ତି। ଉତ୍ତର ପ୍ରଦେଶ ବୁଡାନରେ…

ବାତ୍ୟା ଦୋହଲାଉଛି ଆର୍ଥିକ ମେରୁଦଣ୍ଡ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟକୁ ବାତ୍ୟା ଭୟ ଘେରି ରହିଛି। ଏଥିଯୋଗୁ ଦୋହଲିଯାଉଛି ଲୋଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ମାଡ଼ରୁ ଅଣ୍ଟା ସଳଖିବାକୁ ଅନେକବର୍ଷ ଲାଗିଯାଉଛି। ଗୋଟିଏ ବାତ୍ୟାଜନିତ କ୍ଷତ ଭରି ନ ଥିବା ବେଳେ ପୁଣି ଆଉ ଏକ ସାମୁଦ୍ରିକ ଝଡ଼ ଅଧାଗଢ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri