Home Left

ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ ସମ୍ପର୍କରେ ଆଲୋଚନା

ପଟ୍ଟାଙ୍ଗି,୫।୨(ଡି.ଏନ.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫେରି ଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଜିଲାରେ ରହି ବିଭିନ୍ନ ଅଞ୍ଚଳକୁ ଗସ୍ତ କରି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଦାରଖ…

୫-ଟି ସଚିବଙ୍କ ନାରାୟଣପାଟଣା, ଦେଓମାଳି ଗସ୍ତ

କୋରାପୁଟ/ନାରାୟଣପାଟଣା ୫।୨(ସ୍ବ.ପ୍ର./ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଜିଲା ଗସ୍ତ କରି ନାରାୟଣପାଟଣା ପାଇଁ ଶିକ୍ଷା,ସାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର ନେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ପରିପ୍ରେକ୍ଷୀରେ ଶନିବାର ଏକ ସ୍ବତନ୍ତ୍ର ବିମାନ ଯୋଗେ…

ରାଜ୍ୟ ସରକାରଙ୍କ ମାଗଣା ସିଭିଲ ସର୍ଭିସ କୋଚିଂ

ଭୁବନେଶ୍ୱର,୫।୨(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା(ପ୍ରିଲିମ/ମୁଖ୍ୟ) ପାଇଁ ରାଜ୍ୟ ସରକାର ମାଗଣା କୋଚିଂ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥର ୨୦୦ ସିଭିଲ ସର୍ଭିସ ଆଶାୟୀଙ୍କୁ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି।…

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଛି ୯୮୫ ରାସ୍ତା

ଭୁବନେଶ୍ୱର,୫।୨(ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ଏବଂ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ରାସ୍ତା ସଂଯୋଗୀକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପ୍ରଚଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ…

ବର୍ଷକ ମଧ୍ୟରେ କେନ୍ଦ୍ରାପଡ଼ାରେ ଶିଳ୍ପ ପ୍ରତିଷ୍ଠା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶକ୍ତି, ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଶନିବାର ଡୁବୁରୀ-ପାରାଦୀପ ଏକ୍ସପ୍ରେସ୍‌ ହାଇୱେ କଡ଼ରେ ଶିଳ୍ପ ପ୍ରତିଷ୍ଠା ଲାଗି ଜମି ଚିହ୍ନଟ ପାଇଁ ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନ ବୁଲି ଦେଖିଛନ୍ତି। ଶିଳ୍ପ…

ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧ ଜଣଙ୍କୁ…

ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍‌ କରିବା ଲାଗି ଆକ୍ସନ ମୁଡ୍‌ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ ଉପରେ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଉର୍ବଶୀ ଡୋଲକିଆ

ମୁମ୍ବାଇ: ଛୋଟ ପରଦାର ଫେମଶ ଅମିନେତ୍ରୀଙ୍କ କଥା ଯଦି ଆଲୋଚନା କରାଯାଏ ତେବେ ଉର୍ବଶୀ ଢୋଲକିଆଙ୍କ ନାମ ନିଶ୍ଚିତ ଭାବେ ଆସିବ । ଏବେ ଉର୍ବଶୀଙ୍କୁ ନେଇ ଏକ ବଡ ଖବର ଆସିଛି । ସୂଚନା ଅନୁଯାୟୀ, ମୁମ୍ବାଇରେ ଉର୍ବଶୀଙ୍କ କାର…

ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ନିର୍ବାଚନ ଲଢିବାର ସଙ୍କେତ ଦେଲେ ବାଇଡେନ, ଶୀଘ୍ର ହୋଇପାରେ ଅଫିସିୟାଲ ଘୋଷଣା

ୱାଶିଂଟନ,୫ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଡେମୋକ୍ରାଟିକ ପାର୍ଟିର ଏକ ବୈଠକରେ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ପ୍ରାର୍ଥୀ ହେବାର ସଙ୍କେତ ଦେଇଛନ୍ତି । ବୈଠକରେ ଡେମୋକ୍ରାଟିକ ପାର୍ଟିର ସଦସ୍ୟ ‘ଆଉ ଚାରି ବର୍ଷ’ ବୋଲି ସ୍ଲାଗାନ ଦେଇଥିଲେ । ହେଲେ…

ଛାତ୍ରୀ ବଳାତ୍କାର ଘଟଣା: ସ୍କୁଲ ମାଲିକଙ୍କ ସ୍ତ୍ରୀ ଗିରଫ, ମାଲିକଙ୍କ ଗିରଫ ଦାବି

କେନ୍ଦୁଝର,୪ା୨(ସ୍ବ.ପ୍ର.): ହରିଚନ୍ଦନପୁର ଥାନା ଭଗାମୁଣ୍ଡାରେ ଥିବା ଏକ ଘରୋଇ ସ୍କୁଲରେ ଛାତ୍ରୀଙ୍କ ପ୍ରତି ନିର୍ଯାତନା ହେଉଥିବା ନେଇ ଶନିବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ବିଦ୍ୟାଳୟର ହଷ୍ଟେଲରେ ରହଥିବା ଜଣେ ୬ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଘଟଣାରେ ୬୦ ବର୍ଷ…

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି…

ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?