Home Left

ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ଦରମା ବାଟମାରଣା

ଡେରାବିଶ ୨୮ା୧୦(ସ୍ବ.ପ୍ର.): ନିଯୁକ୍ତି ଦେଇଥିବା ଆଉଟସୋର୍ସିଂ ଠିକା ସଂସ୍ଥା ଦ୍ୱାରା ହରିଦାସପୁର-ପାରାଦୀପ ରେଳ ଲାଇନରେ କାର୍ଯ୍ୟରତ ଠିକା ଶ୍ରମକଙ୍କ ଦରମା ବାଟମାରଣା ଓ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଛି। ଡେରାବିଶ ଅଞ୍ଚଳର କେତେଜଣ ଯୁବକ ଏଥିରେ ନିୟୋଜିତ ହୋଇଥିବାବେଳେ…

୯୦୦ ଟନ ସ୍କ୍ରାପ୍‌ ନଷ୍ଟକଲା ପାରାଦୀପ ବନ୍ଦର

ପାରାଦୀପ,୨୮ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ସ୍ବଚ୍ଛତା ଅଭିଯାନ ୨-୦ ଆରମ୍ଭ ହୋଇଛି। କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶ ମତେ ଏହି ଅଭିଯାନ ସମଗ୍ର ଦେଶରେ ଥିବା ମେଜର ପୋର୍ଟଗୁଡ଼ିକରେ ଆରମ୍ଭ ହୋଇଛି। ଏଥିରେ…

ବିଦେଶରେ ଚାକିରି ଦେବାକୁ କହି ଏଜେଣ୍ଟ ଠକି ନେଲେ ଟଙ୍କା

ଆଳି,୨୮ା୧୦(ଡି.ଏନ.ଏ.): ବିଦେଶରେ ଚାକିରି କରାଇ ଦେବାକୁ କହି ୩୦ରୁ ଊର୍ଦ୍ଧ୍ୱ ଯୁବକଙ୍କ ନିକଟରୁ ୩୦ ଲକ୍ଷରୁ ଅଧିକ ଟଙ୍କା ନେଇ ଏଜେଣ୍ଟ ଫେରାର ହୋଇଯିବା ପରେ ଯୁବକମାନେ ଆଳି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଠକେଇରେ ଶିକାର ହୋଇଥିବା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ…

ଆସନ୍ତା ୩୧ରୁ ଓଡ଼ିଶାରେ ଭାରତ ଯୋଡୋ ଯାତ୍ରା ଆରମ୍ଭ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଆସନ୍ତା ୩୧ରୁ କଂଗେସ ଓଡ଼ିଶାରେ ଭାରତ ଯୋଡୋ ଯାତ୍ରା ଆରମ୍ଭ କରିବ। ଏନେଇ ଖବରଦାତା ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଯାତ୍ରା ଆଇଜି ପାର୍କରୁ ନଖରାର ଲୋକେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଚାଲିବ। ଧାମନଗର ଉପନିର୍ବାଚନ ପାଇଁ ୨…

ଫିଲ୍ମ ‘ଯଶୋଦା’ ଟ୍ରେଲର୍‌ ରିଲିଜ୍‌

ସାଉଥ ଫିଲ୍ମ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ତାଙ୍କର ଅପକମିଙ୍ଗ୍‌ ଫିଲ୍ମ ‘ଯଶୋଦା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଏହି ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଯାଇଛି। ଟ୍ରେଲର୍‌କୁ ଦେଖିବା ପରେ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ତେବେ ଟ୍ରେଲର୍‌ରେ ସାମନ୍ଥାକୁ ଜଣେ…

ହଜିଗଲାଣି ମୁକ୍ତା ଯୋଜନାର ପ୍ରକଳ୍ପ

ପଟ୍ଟାମୁଣ୍ଡାଇ,୨୮ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କରୋନା ସମୟରେ ଲୋକଙ୍କ ସହ ଶ୍ରମିକ ଶ୍ରେଣୀର ଲୋକେ ବେଶୀ ପ୍ରଭାବିତ ହୋଇଥିଲେ। ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରକୁ ବାହୁଡି ଥିଲେ। ଏଠାରେ ମଧ୍ୟ କାମ ନ ମିଳିବାରୁ ଲୋକେ…

ଜୁନ୍‌ରୁ ମିଳୁନି ଗହମ, ରାଶନ ହିତାଧିକାରୀ ହତାଶ

କେନ୍ଦ୍ରାପଡ଼ା ଅଫିସ, ୨୮ା୧୦: ପରିବର୍ତ୍ତିତ ଖାଦ୍ୟ ସାରଣୀରେ ଅଟା ଏବେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଧନୀଠାରୁ ଗରିବ ପର୍ଯ୍ୟନ୍ତ ସମସ୍ତେ ଏବେ ଗହମ ଉପରେ ନିର୍ଭର କରୁଛନ୍ତି। ଏହା ଛଡା ଡାଇବେଟିସ ରୋଗୀଙ୍କ ନିତ୍ୟ ଆହାରରେ ରୁଟି ପ୍ରମୁଖ ଅଙ୍ଗ…

ଆମେରିକାରେ ସଡ଼କ ଦୁର୍ଘଟଣା: ୩ ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ୫ ଗୁରୁତର

ନ୍ୟୁୟର୍କ,୨୮।୧୦: ଆମେରିକାର ପଶ୍ଚିମ ମାସାଚ୍ୟୁସେଟ୍ସରେ ଗୁରୁବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଗୁରୁବାର ସକାଳେ ଛାତ୍ରମାନେ ଏକ କାରରେ ଯାଉଥିବା…

ବର୍ଷା ଯୋଗୁ ଆଫଗାନିସ୍ତାନ-ଆୟାର୍ଲାଣ୍ଡ ମ୍ୟାଚ୍‌ ବାତିଲ୍‌

ମେଲବୋର୍ନ,୨୮।୧୦: ମେଲବୋର୍ନରେ ଲଗାତାର ବର୍ଷା ହେତୁ ଆଫଗାନିସ୍ତାନ ଏବଂ ଆୟାର୍ଲାଣ୍ଡ ମଧ୍ୟରେ ମ୍ୟାଚ ବାତିଲ୍‌ ହୋଇଯାଇଛି। ଏହି ମ୍ୟାଚରେ ଏତେ ଜୋର ବର୍ଷା ହୋଇଥିଲା ଯେ ଟସ ମଧ୍ୟ ନ ଥିଲା। ଉଭୟ ଦଳକୁ ଗୋଟିଏ ଲେଖାଏ ପଏଣ୍ଟ ଦିଆଯାଇଛି। ସୁପର-୧୨ରେ…

ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା

ଚଣ୍ଡିଖୋଲ,୨୮ା୧୦ (ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ଶିଶୁ ଓ ମହିଳାଙ୍କ ପୁଷ୍ଟି ସାଧନ ଏବଂ ବିକାଶ କ୍ଷେତ୍ରରେ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରୁଛି। ତେବେ ଯାଜପୁର ଜିଲା ବଡ଼ଚଣା ବ୍ଲକଟି ଏକ ବୃହତ ବ୍ଲକ ହୋଇଥିବାରୁ ଏଠାରେ…

ଦେଶରେ ୨,୨୦୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୨୦୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୨ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଚାଷୀଙ୍କ ଅଜାଣତରେ ଉଠିଛି କାଳିଆ, ପିଏମ୍‌ କିଷାନ ଅର୍ଥ

ନବରଙ୍ଗପୁର/କୋଡିଙ୍ଗା, ୨୮।୧୦(ବି.ପ୍ର./ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନା ରହିଛି। ଏହାର ତଦାରଖ କରିବା ପାଇଁ ପଞ୍ଚାୟତରୁ ଜିଲା ଓ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନେକ ପଦାଧିକାରୀ ଓ ସଚିବ ଅଛନ୍ତି। ଅନ୍ୟପକ୍ଷେ କେନ୍ଦ୍ର ଓ ରାଜ୍ୟର ଶାସକ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri