ବ୍ୟାପୁଛି କିଡ୍ନୀ ରୋଗ: ରକ୍ତ ସଂଗ୍ରହ କଲା ସ୍ବାସ୍ଥ୍ୟବିଭାଗ
ବଇଣ୍ଡା,୨୮।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା ଓ ବାସୁଦେବପୁର ଗ୍ରାମରେ କିଡନୀ ରୋଗ ବ୍ୟାପୁଥିବାବେଳେ ଗୁରୁବାର ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଉଭୟ ଗ୍ରାମକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛି। ଗତ ୨ ବର୍ଷ ହେବ ଏହି…
ଦେଶ ପାଇଁ ସବୁ ରାଜ୍ୟ ଏକାଠି କରନ୍ତୁ କାମ: ମୋଦି
ଚଣ୍ଡିଗଡ,୨୮।୧୦: ହରିୟାଣାର ସୁରଜକୁଣ୍ଡ ଠାରେ ଦୁଇ ଦିନିଆ ଚିନ୍ତନ ଶିବିରର ଆଜି ଶେଷ ଦିନ। ପ୍ରଥମ ଦିନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣ ସହିତ ଏହି ଚିନ୍ତନ ଶିବିର ଆରମ୍ଭ କରିଥିଲେ। ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ…
ଜିଲାରେ ୧୪୦ ଡେଙ୍ଗୁ ରୋଗୀ ଚିହ୍ନଟ
ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ଡେଙ୍ଗୁ ତା’ର କାୟା ବିସ୍ତାର କରିବାରେ ଲାଗିଛି। ପୁଣିଥରେ ୫ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ଡେଙ୍ଗୁ ଆକ୍ରାନ୍ତଙ୍କ ମଧ୍ୟରେ ଦିଗପହଣ୍ଡି ବ୍ଲକର ୩ଜଣ ରହିଥିବା ବେଳେ ଜଣେ ଶେରଗଡ ବ୍ଲକର…
ଜବରଦଖଲକାରୀଙ୍କ କବ୍ଜାରେ ସରକାରୀ ଜମି
ଗୋପାଳପୁର,୨୮ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କନିଷି ହାଟସ୍ଥିତ ତୁଳୁ ରୋଡ୍ରେ ଜବରଦଖଲ କରି ରହିଥିବା ବ୍ୟକ୍ତିଙ୍କୁ କନିଷି ତହସିଲ ପକ୍ଷରୁ ଉଚ୍ଛେଦ ନେଇ ନୋଟିସ ଜାରି କରାଯାଇଛି। କନିଷି ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ମୂଲ୍ୟବାନ ସରକାରୀ ଜମିକୁ…
ଏଏପି ଜିତିଲେ ୫ ବର୍ଷରେ ସ୍ବଚ୍ଛ ଦିଲ୍ଲୀ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୮୧୦ : ଆଗାମୀ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍ସିଡି) ନିର୍ବାଚନ ଆବର୍ଜନା ପ୍ରସଙ୍ଗକୁ ନେଇ ଲଢ଼ାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍୍ରିଓ୍ବାଲ ସୂଚନା ଦେଇଛନ୍ତି। ଆମ୍ ଆଦ୍ମୀ ପାର୍ଟି (ଏଏପି) ଯଦି ନିର୍ବାଚନ ଜିତେ, ତେବେ ୫ ବର୍ଷରେ ଦିଲ୍ଲୀକୁ ସ୍ବଚ୍ଛ…
ନନ୍ଦନକାନନରେ ହାତୀ ପ୍ରେମା ଅସୁସ୍ଥ , ଚାଲିଛି ଚିକିତ୍ସା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ହାତୀ ପ୍ରେମା ଅସୁସ୍ଥ ହୋଇପଡିଛି। ଏବେ ତାର ଚିକିତ୍ସା ଚାଲିଛି। ବାର୍ଦ୍ଧକ୍ୟ ଜନିତ କାରଣ ଯୋଗୁ ହାତୀଟି ଅସୁସ୍ଥ ହୋଇପଡିଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ତେବେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ପାଇଁ ହାତୀ ଖୁଆଡ଼…
ନିଖୋଜ ଅଛନ୍ତି କି ଏମ୍ପି ଶତ୍ରୁଘ୍ନ ସିହ୍ନା: ଲାଗିଲା ପୋଷ୍ଟର
କୋଲକତା,୨୮।୧୦: ପଶ୍ଚିମବଙ୍ଗର ଆସାନସୋଲ ଲୋକ ସଭା ଆସନରୁ ତୃଣମୂଳ କଂଗ୍ରେସ (ଟିଏମସି) ଏମ୍ପି ଥିବା ଶତୃଙ୍ନ ସିହ୍ନା ‘ନିଖୋଜ’ ପୋଷ୍ଟରକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ନିଖୋଜ ଥିବା ପୋଷ୍ଟର ଆସନସୋଲରେ ଲାଗିଛି। ବିହାର ବାବୁ ନାମରେ ଜଣାଶୁଣା ଶତୃଘ୍ନ…
ପାକିସ୍ତାନ କ୍ରିକେଟ୍ ଦଳକୁ ଟ୍ରୋଲ୍ କଲେ ଜିମ୍ବାଓ୍ବେ ରାଷ୍ଟ୍ରପତି
ପର୍ଥ,୨୮।୧୦: ଟି-୨୦ ବିଶ୍ୱକପ ୨୦୨୨ର ବହୁତ ରୋମାଞ୍ଚକର ମ୍ୟାଚରେ ଜିମ୍ବାୱେ ପାକିସ୍ତାନକୁ ୧ ରନ୍ରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ ଜିମ୍ବାୱେର ରାଷ୍ଟ୍ରପତି ଏମର୍ସନ ଡାମ୍ବୁଜୋ ମନ୍ନାଗୱା ଏକ ଟୁଇଟ କରି ତାଙ୍କ…
ଆଜି ରାଜ୍ୟରୁ ୪୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୭ ଜଣ ଚିହ୍ନଟ ହୋଇଥିବା…
୮ ଶ୍ରେଣୀକୁ ୩ କ୍ଲାସ ରୁମ୍, ୪ ଶିକ୍ଷକ
ଦାରିଙ୍ଗବାଡି,୨୮ା୧୦(ଡି.ଏନ.ଏ.): ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ଏକମାତ୍ର ସେବାଶ୍ରମ ନାହିଁ ନାହିଁରେ ଚାଲିଛି। ଉକ୍ତ ସେବାଶ୍ରମରେ ୧୩୦ ଛାତ୍ରୀ ଏବଂ ୪୦ ଛାତ୍ର ଛାତ୍ରାବାସରେ ରହି ଶିକ୍ଷା ପ୍ରାପ୍ତ କରୁଥିବା ବେଳେ ପ୍ରାୟ ଶହେ ପାଖାପାଖି ଦିବାଧ୍ୟାୟୀ ଛାତ୍ରୀଛାତ୍ର ପଞ୍ଚାୟତର…
ରାଣୀପଥରରେ ମେଡିକାଲ ଟିମ୍ର ଯାଞ୍ଚ
ଫୁଲବାଣୀ ଅଫିସ, ୨୮ା୧୦: କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ରାଣୀପଥର ଗାଁରେ ଗ୍ରାମରେ କିଡ୍ନୀ ରୋଗୀ ସଂଖ୍ୟା ବଢ଼ିବା ଘଟଣାରେ ଜିଲା ପ୍ରଶାସନର ଚେତା ପଶିଛି। ଗୁରୁବାର ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଗ୍ରାମକୁ ଯାଇ…
ବାଲି ଖାଦାନ ବନ୍ଦ, ନିର୍ମାଣ କାର୍ଯ୍ୟ ମନ୍ଥର
ବୈଶିଙ୍ଗା,୨୮ା୧୦(ଡି.ଏନ.ଏ.): ପରିଚାଳନାଗତ ତ୍ରୁଟିରୁ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଓ ବେତନଟୀ ଅଞ୍ଚଳରେ ବାଲି ଖାଦାନ ବନ୍ଦ ରହିଛି। ଫଳରେ ବିଭିନ୍ନ ପଞ୍ଚାୟତରେ ଉନ୍ନତିିମୂଳକ କାର୍ଯ୍ୟ ଠପ୍ ହୋଇଯାଇଛି। ଶତାଧିକ ପ୍ରଧାନମନ୍ତ୍ରୀ ଆବାସ, କଙ୍କ୍ରିଟ ରାସ୍ତା, ସରକାରୀ କୋଠାବାଡ଼ି ସମେତ ଘର ନିର୍ମାଣ…
Archives


