Home Left

‘ମୁଁ ଜଣେ ଉପଯୁକ୍ତ ସ୍ବାମୀ ନୁହେଁ’

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ ବଲିଉଡ୍‌ର ସୁପରହିଟ୍‌ ଯୋଡ଼ି ଭାବେ ପରିଚିତ। ଅନେକ ଦର୍ଶକ ତାଙ୍କ ଯୋଡିକୁ ପସନ୍ଦ କରିଥାନ୍ତି। ତେବେ ନିକଟରେ ଭିକି ଏକ ସାକ୍ଷାତ୍‌କାରରେ କହିଛନ୍ତି, ସେ କ୍ୟାଟ୍ରିନାଙ୍କ ପାଇଁ ଉପଯୁକ୍ତ ସ୍ବାମୀ ନୁହନ୍ତି। କିନ୍ତୁ…

ପ୍ରତିରୋଧକ ବ୍ୟବସ୍ଥାକୁ ଗୁରୁତ୍ୱ

ଦିନକୁଦିନ ସମଗ୍ର ବିଶ୍ୱରେ କର୍କଟ ରୋଗୀଙ୍କ ସଂଖ୍ୟା ସହ ଏହି ରୋଗଜନିତ ମୃତ୍ୟୁହାର ବୃଦ୍ଧି ପାଉଛି। ଗ୍ଲୋବୋକାନ ଆକଳନ ଅନୁଯାୟୀ, ୨୦୪୦ ମସିହା ସୁଦ୍ଧା ବିଶ୍ୱବ୍ୟାପୀ କର୍କଟ ରୋଗୀଙ୍କ ସଂଖ୍ୟା ୨୮.୯ ମିଲିଅନ୍‌ ହେବ ବୋଲି ଆଶା କରାଯାଉଛି, ଯାହା ୨୦୨୦…

‘ଶିକ୍ଷକଙ୍କୁ ଗୁରୁତ୍ୱ ଦେଲେ ଶିକ୍ଷାର ମାନ ବଢ଼ିବ’

ଭୁବନ, ୪।୨(ଡି.ଏନ.ଏ.): କାରିଗର ମାଟି ପିଣ୍ଡୁଳାକୁ ଜୀବନ୍ତ ରୂପ ଦେଇଥାଏ। ଠିକ୍‌ ସେହିପରି ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ିଥାଆନ୍ତି। ତେଣୁ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଅଭିଭାବକ, ଶିକ୍ଷାର୍ଥୀ ଉପଯୁକ୍ତ ସମ୍ମାନ ଏବଂ ଗୁରୁତ୍ୱ ଦେଲେ ଶିକ୍ଷାର ମାନ ବଢ଼ିବ ବୋଲି କହିଛନ୍ତି ଭୁବନ ବ୍ଲକ…

ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଇ ଦିଆଯାଉଥିଲା। ଏହାକୁ କେନ୍ଦ୍ର ସରକାର ବନ୍ଦ କରିବା ଦ୍ୱାରା ଗରିବ ଏବଂ…

କୃଷକ ବୈଜ୍ଞାନିକ ସମନ୍ବୟ ରହିଲେ କୃଷି ଉତ୍ପାଦନ ବଢ଼ିବ

ଭଞ୍ଜନଗର,୪।୨(ଡି.ଏନ.ଏ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ୩୧ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଜ୍ଞାନିକମାନଙ୍କ ବିନା ପରାମର୍ଶରେ ଜମିରେ ଆବଶ୍ୟକଠାରୁ ଅଧିକ ରାସାୟନିକ ସାର ପ୍ରୟୋଗ କରାଯାଉଛି। ଏହାଦ୍ୱାରା ଧିରେଧିରେ ଜମିର ଉର୍ବରତା କମିଯାଉଛି । ତେଣୁ…

ଦୁର୍ଘଟଣାରେ ଚାଲିଗଲା ସିପାହୀଙ୍କ ଜୀବନ

ଗଞ୍ଜାମ,୪।୨(ଡି.ଏନ.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଁ ଗାଁ ଛକ ନିକଟସ୍ଥ ୧୬ନମ୍ବର ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଛତ୍ରପୁର ଓଏସ୍‌ଏପି ଅଷ୍ଟମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ହେଲେ ଛତ୍ରପୁର ଥାନା…

ମାସ ଶେଷ ସୁଦ୍ଧା କାର୍ଯ୍ୟ ନ ସରିଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୩ା୨(ଡି.ଏନ.ଏ): ଗଞ୍ଜାମ ଜିଲାର କବିସୂର୍ଯ୍ୟନଗର, ବୁଗୁଡା, ସୋରଡ଼ା ଓ ପୁରୁଷୋତ୍ତମପୁର ସହରାଞ୍ଚଳରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଖୋଲାଯିବ। ଏନେଇ ୭ ଦିନ ମଧ୍ୟରେ ଜାଗା ଚିହ୍ନଟ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ…

ବ୍ରହ୍ମପୁରରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

ବ୍ରହ୍ମପୁର ଅଫିସ,୪ା୨ବ୍ରହ୍ମପୁର ଜିଲା କୋର୍ଟ ପରିସରରେ ଶୁକ୍ରବାର ଆଭାସୀ ଉଚ୍ଚ ନ୍ୟାୟାଳୟ (ଭର୍ଚ୍ଚୁଆଲ ହାଇକୋର୍ଟ) ଖୋଲିଛି । ପ୍ରଧାନ ବିଚାରପତି ଡ. ଡି.ୱାଇ. ଚନ୍ଦ୍ରଚୁଡ଼ ଆଭାସୀ ମାଧ୍ୟମରେ ଏହି କୋର୍ଟକୁ ଉଦଘାଟନ କରିଛନ୍ତି। ଓଡିଶାର ୧୦ଟି ଜିଲାରେ ଉଚ୍ଚ ନ୍ୟାୟାଳୟର ଏଭଳି…

ବାଇକ୍‌ ଦୁର୍ଘଟଣା: ଶଳା ମୃତ, ଭିଣେଇ ଗୁରୁତର

ମୋହନା,୪।୨(ଡି.ଏନ.ଏ.): ଗଜପତି ଜିଲା ମୋହନା ଥାନା ମଧୁରଆମ୍ବ ଗାଁ ନିକଟରେ ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା ବାଇକ୍‌ l ଏହି ଦୁର୍ଘଟଣାରେ ଶଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଭିଣେଇ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ଶିକୁଳିପଦର ପଞ୍ଚାୟତ…

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୪।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି…

ରବିଙ୍କୁ ମଞ୍ଚରୁ ତଳକୁ ଓହ୍ଲାଇଦେଲେ

ଜୟପୁର,୪।୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ ତମ ପ୍ଲାଟିନମ ଜୁବିଲି ଉତ୍ସବରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତେବେ ଉତ୍ସବରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ମଞ୍ଚରେ…

ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ତାରା

ଜୟପୁର,୪।୨(ନି.ପ୍ର.): କଂଗ୍ରେସର ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରେ ସରକାର ବିରୋଧୀ ହୋ ହଲ୍ଲା ପାଇଁ ବେଶ ଜଣାଶୁଣା। ତେବେ ଶୁକ୍ରବାର ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ଲାଟିନମ ଜୁବିଲି ସମାରୋହରେ ତାରାଙ୍କର ଭିନ୍ନ ରୂପ ଦେଖିବାକୁ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?