ରୋମାଞ୍ଚ ଭରିଲା ‘ସୂର୍ଯ୍ୟକିରଣ’
ପୁରୀ ଅଫିସ, ୧୯ା୯:ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରବିବାର ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ଆକାଶରେ ବାୟୁସେନାର ୯ଟି ହକ୍ ବିମାନ ବିଭିନ୍ନ ପ୍ରକାର ଦୁଃସାହସିକ କଳା…
ବ୍ୟବସ୍ଥାରେ ଉନ୍ନତି ଆଣିବ ନୂତନ ଜଳନୀତି
ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସମ୍ପର୍କିତ ଆନ୍ତଃବିଭାଗୀୟ ବୈଠକ ରବିବାର ରାଜ୍ୟ ଜଳସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ମୁଖ୍ୟଯନ୍ତ୍ରୀ ଆଗାମୀ ଦିନରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରସ୍ତାବିତ ନୂତନ…
ତୈଳ ଉତ୍ତୋଳନ ପାଇଁ ପୋଖରୀ ଖନନ
ଗୋପ,୧୯ା୯(ଡି.ଏନ୍.ଏ.):ପୁରୀ ଜିଲା ଗୋପ ବ୍ଲକର ଦୁଇଟି ପଞ୍ଚାୟତରେ ପେଟ୍ରୋଲ, ଡିଜେଲ ଉତ୍ତୋଳନକୁ ନେଇ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ପ୍ରଥମ ପର୍ଯାୟ କାର୍ଯ୍ୟ ଆରମ୍ଭ ହୋଇଛି। ଗୋପ ପଞ୍ଚାୟତର କୁଶୁପୁରୁ ନିକଟରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ଚାଷୀଙ୍କଠାରୁ ଅଧିଗ୍ରହଣ ହୋଇଥିବା…
ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସ୍ବିଟି କାମ ଶେଷ କର: ପାଣ୍ଡିଆନ
ଭୁବନେଶ୍ବର,୧୯ା୯(ବ୍ୟୁରୋ):ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଇଣ୍ଟର ଷ୍ଟେଟ୍ ବସ୍ ଟର୍ମିନାଲ ରାଜ୍ୟର ସବୁଠାରୁ ବ୍ୟସ୍ତ ବସ୍ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ୍ ଚଳାଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ୫-ଟି…
୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ
କେନ୍ଦୁଝର,୧୯ା୯(ସ୍ବ.ପ୍ର./ଡି.ଏନ୍.ଏ.):ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଥିଲେ ମଧ୍ୟ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ୨୪ ଘଣ୍ଟା ମଧ୍ୟରେ ୪ ନବଜାତ ଶିଶୁଙ୍କ…
ଗିରଫ ହେଲେ କର୍ନାଟକ କଂଗ୍ରେସ ନେତା
ଧରଓ୍ବାଡ଼,୧୮।୯: ସେଲୁନ୍ର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ କର୍ନାଟକର କଂଗ୍ରେସ ନେତା ମନୋଜ କାର୍ଜାଗୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ସେଲୁନ୍ରେ ମହିଳା ଜଣକ ବିଉଟିସିଆନ୍ ଭାବେ କାର୍ଯ୍ୟ କରୁଥିଲେ। ହେଲେ ଶନିବାର ମନୋଜ ସେଲୁନ୍କୁ ଆସି…
ପୋଲିସ ଏସ୍ଆଇଙ୍କ ଘରୁ ଲୁଟ୍: ଚୋରଙ୍କୁ ଗିରଫ ଦାବିରେ ପୋଲିସ ଗାଡ଼ି ଅଟକାଇଲେ ଗ୍ରାମବାସୀ
କେସିଙ୍ଗା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବୋରିଆ ପଞ୍ଚାୟତ ଖଜୁରପଡ଼ା ଗାଁରେ ଏକ ଡକାୟତି ହୋଇଛି। ଜଣେ ମହିଳା ଡକାୟତ ଘରେ ପଶି ମହିଳାଙ୍କ ଗଳାରେ ଛୁରି ଲଗାଇ ରବିବାର ଦିନଦ୍ୱିପ୍ରହରେ ଲୁଟ୍ କରିଛନ୍ତି। ଏ ନେଇ କେସିଙ୍ଗା ଥାନାରେ ଏକ…
ଧର୍ମାନ୍ତରୀକରଣ ନିରୋଧୀ ଆଇନ: ପ୍ରଥମ ଦୋଷୀଙ୍କୁ ୫ ବର୍ଷ ଜେଲ
ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିରାକରଣ ଆଇନ-୨୦୨୧ରେ ପ୍ରଥମ ଥର ପାଇଁଜଣେ ୨୬ ବର୍ଷୀୟ କାଠମିସ୍ତ୍ରୀଙ୍କୁ ଦୋଷୀସାବ୍ୟସ୍ତ କରାଯାଇଛି। ଆମ୍ରୋହା ଅଦାଲତ ଶନିବାର ତାଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୨୧ ଡିସେମ୍ବରରେ ଏହି ନୂଆ…
ଭାରତୀୟ ଦଳରେ ଶାମିଙ୍କ ସ୍ଥାନରେ ଉମେଶ
ନୂଆଦିଲ୍ଲୀ, ୧୮ା୯:ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଲାଗି ଭାରତୀୟ କ୍ରିକେଟ ଦଳରେ ଭେଟେରାନ ସିମର ମହମ୍ମଦ ଶାମିଙ୍କ ସ୍ଥାନରେ ଉମେଶ ଯାଦବଙ୍କୁ ସାମିଲ କରାଯାଇଛି। କୋଭିଡ ଟେଷ୍ଟରେ ପଜିଟିଭ ଆସିବାରୁ ଶାମି ମଙ୍ଗଳବାର ଆରମ୍ଭ ହେବାକୁଥିବା…
ରାଜପଥରେ ସିରିଜ୍ ଦୁର୍ଘଟଣା
କୋକସରା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ବ୍ଲକ କାଉଡୋଲା ଛକ ନିକଟରେ ରବିବାର ସାରେ ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଦମକଳ କର୍ମଚାରୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ…
ଆଲିଆଙ୍କୁ ଇର୍ଷା କରୁଛନ୍ତି ଲୋକେ
ବଲିଉଡର ପାଓ୍ବାରଫୁଲ କପଲ୍ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ସଫଳତାକୁ ନେଇ ବେଶ୍ ଖୁସି ଅଛନ୍ତି। ଗର୍ଭବତୀ ଥିବା ସତ୍ତ୍ୱେ ଆଲିଆ ଫିଲ୍ମକୁ ଜୋରଦାର ପ୍ରମୋଶନ କରିଥିଲେ। ଶେଷରେ ତାଙ୍କ ପରିଶ୍ରମ ସାର୍ଥକ ହୋଇଛି। ଫିଲ୍ମଟି ବକ୍ସ…
ଜାପାନ ଛୁଇଁଲା ‘ନାନ୍ମାଡୋଲ’: ପବନର ବେଗ ଘଣ୍ଟାପ୍ରତି ରହିପାରେ ୨୩୪ କି.ମି.
ଟୋକିଓ,୧୮ା୯: ଦକ୍ଷିଣପଶ୍ଚିମ ଜାପାନରେ ଶକ୍ତିଶାଳୀ ଝଡ଼ ନାନ୍ମାଡୋଲ ରବିବାର ରାତିରେ ଲ୍ୟାଣ୍ଡ୍ଫଲ୍ କରିଛି। କାଗୋଶିମା ସହରରେ ବାତ୍ୟାର ଆଖି ଥିବାଯୋଗୁ ସେଠାରେ ବ୍ୟାପକ କ୍ଷୟକ୍ଷତି ହେବା ନେଇ ଜାପାନ ପାଣିପାଗ ଏଜେନ୍ସି (ଜେଏମ୍ଏ) ଆକଳନ କରିଛି। ତୀବ୍ରଗତିରେ ପବନ, ଭୀଷଣ ବର୍ଷା…
Archives


