ସୂର୍ଯ୍ୟମନ୍ଦିର ବୁଲିଲେ ୭ ଦେଶର ରାଷ୍ଟ୍ରଦୂତ
କୋଣାର୍କ,୨୮।୧୦(ଡି.ଏନ୍.ଏ.):ବିଶ୍ୱ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟମନ୍ଦିର, ଆନ୍ତର୍ଜାତିକ ବ୍ୟାଖ୍ୟାନ କେନ୍ଦ୍ରକୁ ଗୁରୁବାର ଆସୋସିଏଶନ ଅଫ୍ ସାଉଥ ଇଷ୍ଟ ଏସିଆନ ନେଶନର ସଦସ୍ୟ ମଣ୍ତଳୀ ବୁଲି ଦେଖିଛନ୍ତି। ଏହି ଓଡ଼ିଶା ଭ୍ରମଣରେ ସାମିଲ ହୋଇଥିଲେ ଭିଏତନାମ, ମ୍ୟାନମାର, ଥାଇଲାଣ୍ତ, ଲାଓପିଡିଆର, ମାଲେସିଆ, ଇଣ୍ତୋନେସିଆ, ବୋର୍ନିଓର…
ଶାନ୍ତି ପଦଯାତ୍ରାରେ ବିଶ୍ୱଶାନ୍ତିର ବାର୍ତ୍ତା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ):ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ବିଶ୍ୱର ବିଭିନ୍ନ ଦେଶରୁ ବୌଦ୍ଧ ସନ୍ନ୍ୟାସୀଙ୍କ ସମାଗମ ହୋଇଛି। ଗୁରୁବାର ଏହି ବୌଦ୍ଧ ସନ୍ନ୍ୟାସୀମାନେ ଶାନ୍ତି ପଦଯାତ୍ରା ମାଧ୍ୟମରେ ଭୁବନେଶ୍ୱରରୁ ବିଶ୍ୱଶାନ୍ତିର ବାର୍ତ୍ତା ଦେଇଛନ୍ତି। ସକାଳ ପ୍ରାୟ ୯ଟାରେ…
ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୮ା୧୦: ଗତ ମଙ୍ଗଳବାର ସୂର୍ଯ୍ୟୋପରାଗ ସମୟରେ ହେତୁବାଦୀମାନେ ଆମିଷ ଖାଦ୍ୟ ଗ୍ରହଣ କରିଥିଲେ। ହେତୁବାଦୀମାନଙ୍କର ଏହି କାର୍ଯ୍ୟକଳାପକୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ସମାଲୋଚନା କରିଛନ୍ତି। ଜଗଦ୍ଗୁରୁ କହିଛନ୍ତି, ଶାସ୍ତ୍ର ସମ୍ପର୍କରେ ଜ୍ଞାନ ନ ଥିବା ଲୋକେ ଏଭଳି କରିଛନ୍ତି।…
ବିନୋଦ କୁମାରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
କଟକ ଅଫିସ,୨୮ା୧୦:ଓଡ଼ିଶା ରୁରାଲ ହାଉସିଂ ଡେଭ୍ଲପମେଣ୍ଟ କର୍ପୋରେଶନ (ଓଆର୍ଏଚ୍ଡିସି) ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ଗୁରୁବାର ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରଦାନ କରିଥିବା ଦଣ୍ଡାଦେଶ ବିରୋଧରେ ବିନୋଦ କୁମାରଙ୍କ ପକ୍ଷରୁ…
୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍ସିୟସକୁ ଖସି ଆସିଛି। ଆଉ ୩ ଦିନ ପାରଦ ଆହୁରି…
ଗୁଣି ସନ୍ଦେହରେ ମହିଳାଙ୍କୁ ହତ୍ୟା
କବିସୂର୍ଯ୍ୟନଗର, ୨୮ା୧୦(ଡି.ଏନ.ଏ.): ଅନ୍ଧବିଶ୍ୱାସକୁ ନେଇ ଅଶାନ୍ତ ହୋଇଉଠିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତର ମଧୁରଝୋଳ ଗଁା। ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ମିଳିତ ଭାବେ ୩ ପରିବାରର ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ…
ଶୁଷ୍କ ହେଉଛି ସର୍ବବୃହତ୍ ଡ୍ୟାମ୍
ନୂଆଦିଲ୍ଲୀ, ୨୮ା୧୦:ଚଳିତ ବର୍ଷ କାଲିଫର୍ନିଆଠାରୁ ଆରମ୍ଭ କରି ଜର୍ମାନୀ ଓ ଚାଇନା ପର୍ଯ୍ୟନ୍ତ ଜଳବାୟୁ ପରିବର୍ତ୍ତନଜନିତ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି। ଆମେରିକା ସମେତ ଚାଇନାରେ ବର୍ଷା ଅଭାବରୁ ଭୟଙ୍କର ମରୁଡ଼ି ଦେଖାଦେଇଛି। ଏଥିଯୋଗୁ ସ୍ବଚ୍ଛଶକ୍ତିର ଉତ୍ସ କୁହାଯାଉଥିବା ଡ୍ୟାମ୍ଗୁଡ଼ିକ ଶୁଖିବାରେ…
ବଦଳିଲା ନିଷ୍ପତ୍ତି, ୨୫ରୁ ଧାନକିଣା
ବରଗଡ଼ ଅଫିସ୍,୨୭।୧୦: ବରଗଡ଼ ଜିଲାରେ ଆସନ୍ତା ଡିସେମ୍ବର ୧ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପୂର୍ବରୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୨୧ ତାରିଖ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ…
ଟୁଇଟର କିଣିବା ପଛର କାରଣ କହିଲେ ମସ୍କ
ଓ୍ବାଶିଂଟନ୍, ୨୭ା୧୦: ଟେସ୍ଲା ସିଇଓ ଏଲନ ମସ୍କ ମାଇକ୍ରୋବ୍ଲଗିଂ ପ୍ଲାଟ୍ଫର୍ମ ଟୁଇଟର କିଣିଥିବା ସ୍ପଷ୍ଟ କରିଛନ୍ତି। ଗୁରୁବାର ସେ ଏକ ଟୁଇଟ କରି ସୋସିଆଲ ମିଡିଆ ଜାଏଣ୍ଟକୁ କିଣିବା ପଛର କାରଣ ମଧ୍ୟ ବର୍ଣ୍ଣନା କରିଛନ୍ତି। ଅଧିକ ଅର୍ଥ ପାଇଁ ନୁହେଁ…
୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ
ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର କେ. ମାଳିଗୁଡା…
ଗୃହକାର୍ଯ୍ୟ କଲେ ମହିଳାଙ୍କୁ ଚାକରାଣୀ ବୋଲି କରାଯିବନି ବିବେଚନା: ହାଇକୋର୍ଟ
ମୁମ୍ବାଇ,୨୭।୧୦: ଜଣେ ବିବାହିତା ମହିଳା ନିଜ ପରିବାର ପାଇଁ ଘରକାମ କରିବାକୁ ଚାକରାଣୀର କାର୍ଯ୍ୟ ବୋଲି ବିବେଚନା କରାଯାଇପାରିବ ନାହିଁ ଏବଂ ଏହାକୁ ନିଷ୍ଠୁରତା କୁହାଯାଇପାରିବ ନାହଁ ବୋଲି ବମ୍ବେ ହାଇକୋର୍ଟଙ୍କ ଔରଙ୍ଗାବାଦ ବେଞ୍ଚ୍ କହିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ବାମୀ…
ଭିଜିଲାନ୍ସ ଜାଲରେ କିରାଣି, ଡାଟାଏଣ୍ଟ୍ରି ଅପରେଟର
ବ୍ରହ୍ମପୁର ଅଫିସ,୨୭ା୧୦: ଔଷଧ ଦୋକାନ ସ୍ଥାନାନ୍ତର ପାଇଁ ବ୍ରହ୍ମପୁରରେ ଥିବା ଗଞ୍ଜାମ ରେଞ୍ଜ-୧ ଡ୍ରଗ୍ସ ଇନ୍ସପେକ୍ଟରଙ୍କ କାର୍ଯ୍ୟାଳୟ କନିଷ୍ଠ କିରାଣି ଓ ଡାଟା ଏଣ୍ଟ୍ରି ଅପରେଟର ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେମାନେ…
Archives


