Home Left

ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୬ ଅଟକ

ବରଗଡ଼ ଅଫିସ,୨୬ା୧୦: ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ବୁଧବାର ବରଗଡ଼ ଜିଲା ପାଇକମାଳ ଗସ୍ତରେ ଯାଇଥିବାବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ଘଟଣାରେ ୬ଜଣଙ୍କୁ ଅଟକ ରଖିଛି।…

ଆଇସିସି ଟି୨୦ ର଼୍ୟାଙ୍କିଂ: ଦୁଇ ମାସରେ ୨୬ ସ୍ଥାନରୁ ସିଧା ଟପ୍‌-୧୦ରେ କୋହଲିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୬।୧୦: ଆଇସିସି ପକ୍ଷରୁ ବୁଧବାର ନୂତନ ଟି୨୦ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ଏଥିରେ ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ୬ ସ୍ଥାନ ଉପରକୁ ଉଠି ୯ମ ସ୍ଥାନରେ ପହଞ୍ଚିଛନ୍ତି। ନିକଟରେ କୋହଲି ପାକିସ୍ତାନ ବିପକ୍ଷ ମୁକାବିଲାରେ ଅପରାଜିତ ୮୨ରନ୍‌ର…

ପୁଅଙ୍କ ମାଡ଼ରେ ବାପାଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଥାନା ଅଧୀନ ଫୁଲଝର ଗାଁରେ ଜଣେ ପୁଅଙ୍କ ମାଡ଼ରେ ବାପାଙ୍କର ମୃତ୍ୟୁ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ଗ୍ରାମର ବିଦେଶୀ ଦେହୁରୀ ମଦ୍ୟପାନ…

ସୁନକ ହେଲେ ପ୍ରଧାନମନ୍ତ୍ରୀ, ନେହେରାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ଲୋକେ…

ନୂଆଦିଲ୍ଲୀ,୨୬।୧୦: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଭାରତୀୟ ମୂଳ ବଂଶୋଦ୍ଭବ ଋଷି ସୁନକ। ଏହା ଏକ ଐତିହାସିକ ଘଟଣା ବୋଲି କୁହାଯାଉଛି। ତେବେ ଏହାକୁ ନେଇ ତାଙ୍କ ବଦଳରେ ଦ୍ରୁତ ବୋଲର ଆଶିଷ ନେହେରାଙ୍କୁ ଟୁଇଟ୍‌ରରେ ଲୋକେ ଶୁଭେଚ୍ଛା ଜଣାଉଥିବା ଚର୍ଚ୍ଚାର…

ଡକାୟତି ଯୋଜନା ବେଳେ ପୋଲିସର ଚଢ଼ାଉ: ୩ ଗିରଫ, ଖସିଗଲେ ୨

ବଡ଼ବିଲ,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ କାଶିଆ ଜଙ୍ଗଲରେ ଚଢ଼ାଉ କରି ଡକାୟତି ଯୋଜନା କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୨ ଅଭିଯୁକ୍ତ ପୋଲିସକୁ ଚକ୍‌ମା ଦେଇ ଖସିଯିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ୩ ଜଣଙ୍କ…

ବର୍ଷେ ଯାଏ ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ

କଟକ ଅଫିସ,୨୬।୧୦: ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ। ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ସାମିଲ ଥିବାରୁ ତାଙ୍କ ନିକଟକୁ ବର୍ଷେ ଲାଗି ତଡ଼ିପାର ନୋଟିସ ପଠାଇଛି କଟକ କମିଶନରେଟ ପୋଲିସ। ଏହା ଅନୁଯାୟୀ ଆଗାମୀ ଗୋଟିଏ ବର୍ଷ ପର୍ଯ୍ୟନ୍ତ ସକିଲ କମିଶନରେଟ ପୋଲିସ…

ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ର ଅବହେଳିତ, ବିକାଶ ଦାବି

କେନ୍ଦୁଝର,୨୬ା୧୦(ସ୍ବ.ପ୍ର.): ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ରକୁ ଅବହେଳା କରାଯାଉଥିବା ନେଇ ସ୍ଥାନୀୟ ଅଧିବାସୀମାନେ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ବଂଶପାଳ ବ୍ଲକ ଅନ୍ତର୍ଗତ ଡଙ୍ଗା ପାଣି, କଣ୍ଟା କୋଳି, ମେଦିନୀପୁର, ଭେଜିଡିହି ଗ୍ରାମର ଅଧିବାସୀମାନେ…

ଅଭିଷେକଙ୍କ ସହ ଫଟୋ ଶେୟାର କରି ଏମିତି ଲେଖିଲେ ଭଉଣୀ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ନିକଟରେ ସେମାନଙ୍କ ବଙ୍ଗଳାରେ ଏକ ଗ୍ରାଣ୍ଡ ଦିଓ୍ବାଲୀ ପାର୍ଟି କରିଥିବା ଦେଖିବାକୁ ମିଳିଥିଲା। ଏହି ପାର୍ଟିରେ ବଲିଉଡ୍‌ର ଅଧିକାଂଶ ସେଲିବ୍ରିଟି ସାମିଲ ହୋଇଥିଲେ। ଏବେ ଏହି ବଙ୍ଗଳାରୁ ପୁଣି ଏକ…

କେବେ ଦୁଇବେଳା ମ୍ୟାଗି ଖାଇ ରହୁଥିଲେ, ଏବେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ପାଣ୍ଡ୍ୟା ବ୍ରଦର୍ସ

ନୂଆଦିଲ୍ଲୀ,୨୬।୧୦: ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପାକିସ୍ତାନ ବିପକ୍ଷ ମୁକାବିଲାରେ ଅଲରାଉଣ୍ଡ ପ୍ରଦର୍ଶନ କରି ଭାରତକୁ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପ୍ରଥବେ ବୋଲିଂ ଆଉ ପରେ ବ୍ୟାଟିଂରେ ଚମକିଥିଲେ ସେ। ମ୍ୟାଚ୍‌ ଶେଷ ହେବା…

ଚାରି ବର୍ଷର ବ୍ରେକ୍‌, ଏବେ ପୁଣି ଫେରୁଛନ୍ତି ରତନ ରାଜପୁତ୍‌

ବମ୍ବେ: ଟେଲିଭିଜନଜଗତର ଜଣାଶୁଣା ଅଭିନେତ୍ରୀ ହେଉଛନ୍ତି ରତନ ରାଜପୁତ। ଦୀର୍ଘ ଚାରି ବର୍ଷରୁ ଅଧିକ ସମୟ ଧରି ସେ କୌଣସି ଶୋ’ରେ ନଜର ଆସିନାହାନ୍ତି। ପ୍ରଶଂସକମାନେ ତାଙ୍କ ଫେରିବା ବାଟକୁ ଚାହିଁ ରହିଥିବା ବେଳେ ଏବେ ସେ ଦିନ କେବେ ଆସିବ…

‘ମୁଁ ବାପା ହେବାକୁ ଯାଉଛି’

ମୁମ୍ବାଇ: ଆୟନ ମୁଖାର୍ଜୀଙ୍କ ସ୍ବପ୍ନର ପ୍ରୋଜେକ୍ଟ ‘ବ୍ରହ୍ମାସ୍ତ୍ର’ ବର୍ତ୍ତମାନ ମୁକ୍ତିଲାଭ କରିସାରିଛି। ଫିଲ୍ମକୁ ହିଟ୍‌ ମଧ୍ୟ ସାବ୍ୟସ୍ତ କରାଯାଇଛି। ଆୟନଙ୍କ ସହ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ‘ବ୍ରହ୍ମାସ୍ତ୍ର’ରେ ପାଞ୍ଚ ବର୍ଷରୁ ଅଧିକ ସମୟ କାଟିଛନ୍ତି। ରିଲିଜ ପୂର୍ବରୁ…

ସ୍ତ୍ରୀ ଚାରୁଙ୍କୁ ଡ୍ରାମାକୁଇନ୍‌ କହିଲେ ସୁସ୍ମିତାଙ୍କ ଭାଇ; ଛାଡପତ୍ର ନେଇ ଘୋଷଣା କରି ପୁଣି ଚମକାଇଲେ…

ବମ୍ବେ: କେବେ ଛାଡ଼ପତ୍ର ନେଇ ଘୋଷଣା ତ କେବେ ଏକାଠି ହେବା। ବିବାହ କରିବା ଦିନଠାରୁ ସନ୍ତାନ ଜନ୍ମ ପର୍ଯ୍ୟନ୍ତ, ନିଜ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ଏବଂ ଭାଉଜ। ପ୍ରଶଂସକମାନେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri