Home Left

ଜାତୀୟ ସିନିୟର ଉସୁରେ ଅଂଶଗ୍ରହଣ କରିବ ଓଡ଼ିଶା

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଜମ୍ମୁ-କଶ୍ମୀରର ଶ୍ରୀନଗରସ୍ଥିତ ଏସ୍‌.କେ. ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଥିବା ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ ଓଡ଼ିଶା। ମଙ୍ଗଳବାର ୨୯ ଜଣିଆ ଓଡ଼ିଶା ଦଳ ଜମ୍ମୁ-କଶ୍ମୀର ଯାତ୍ରା କରିଛି। ୨୮ ଅକ୍ଟୋବରରୁ ନଭେମ୍ବର ୨ ପର୍ଯ୍ୟନ୍ତ ଏହି…

ଆଜି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍‌ମେର ଅର୍ଚ୍ଚନା ନାଗ ବୁଧବାର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେବେ। ଅକ୍ଷୟ ପରିଜାଙ୍କୁ ୩ କୋଟି ବ୍ଲାକ୍‌ମେଲିଂ ମାମଲାରେ ହାଜର ହେବେ ବୋଲି ଜଣାପଡିଛି। ବ୍ୟକ୍ତିଗତ ଭାବେ ହାଜର ହେବେ ବୋଲି ଅର୍ଚ୍ଚନାଙ୍କ ଓକିଲ ସୂଚନା ଦେଇଛନ୍ତି। ଅନ୍ୟପଟେ,…

ଅଷ୍ଟ୍ରେଲିଆର ସହଜ ବିଜୟ

ପର୍ଥ,୨୬।୧୦(ପି.ଟି.): ଟି୨୦ ବିଶ୍ୱକପ୍‌ ସୁପର-୧୨ରେ ପ୍ରଥମ ବିଜୟ ହାସଲ କରିଛି ଆୟୋଜକ ଅଷ୍ଟ୍ରେଲିଆ। ପର୍ଥରେ ଖେଳାଯାଇଥିବା ମ୍ୟାଚରେ ଲୋକାଲ ବୟ ମାର୍କସ୍‌ ଷ୍ଟୋଇନିସଙ୍କ ଧୂଆଁଧାର ଅଦ୍ଧଶତକ ବଳରେ ୭ ଉଇକେଟରେ ଜିତି ପ୍ରଥମ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ପ୍ରଥମେ ବ୍ୟାଟିଂ…

ସବୁଜିମା ହେଲା କୁର୍ଲାଡୁଙ୍ଗରୀ ଲଣ୍ଡା ପାହାଡ଼

ସୁନ୍ଦରଗଡ,୨୬।୧୦(ଡି.ଏନ.ଏ.): ପ୍ରକୃତିଦତ୍ତ ବହୁମୂଲ୍ୟ ସମ୍ବଳ ହେଉଛି ଆମର ଜଙ୍ଗଲ ସମ୍ପଦ। ଆଦିବାସୀମାନେ ମୁଖ୍ୟତଃ ଏହି ଜଙ୍ଗଲ ସମ୍ପଦ ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି ା ତେବେ ଜଗତୀକରଣ, ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଇତ୍ୟାଦି କାରଣ ଯୋଗୁ ଅଧିକାଂଶ ଜଙ୍ଗଲ…

ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ୨୨ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ସ୍ପେନ୍‌ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ମିନି ଟୁର୍ନାମେଣ୍ଟ ପାଇଁ ନିୟମିତ ଅଧିନାୟକ ମନ୍‌ପ୍ରୀତଙ୍କ ସ୍ଥାନରେ…

ଭୁବନେଶ୍ୱରରେ ସ୍ପେନ୍‌, ନ୍ୟୁଜିଲାଣ୍ଡ ହକି ଦଳ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ପହଞ୍ଚିଛନ୍ତି ସ୍ପେନ୍‌ ଓ ନ୍ୟୁଜିଲାଣ୍ଡ ହକି ଦଳ। ଉଭୟ ଦଳ ଭାରତ ସହିତ ଦୁଇଟି ଲେଖାଏ ମ୍ୟାଚ ଖେଳିବେ ଓ ପରସ୍ପର ସହିତ ମଧ୍ୟ ଦୁଇଟି ଲେଖାଏ…

ଆଖି ଭିତରୁ ଡୋଳା ବାହାର କରି ରେକର୍ଡ

ବ୍ରାସିଲିଆ: ପ୍ରତ୍ୟେକ ଲୋକଙ୍କ ପାଖରେ କିଛି ନା କିଛି ଅନ୍ତର୍ନିହିତ ଗୁଣ ରହିଛି। ଅନେକ ଲୋକ ବିସ୍ମୟ କଲାଭଳି ପ୍ରତିଭା ପ୍ରଦର୍ଶନ କରି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ମଧ୍ୟ ହାତେଇଛନ୍ତି। ସେହିପରି ବ୍ରାଜିଲ୍‌ର ସିଡନି ଡେ କାର୍‌ଭାଲହୋ ମେସ୍‌କ୍ୱିଟା ନିଜ ଆଖି…

ଅନେକ ଭୁଲ୍‌ ନିଷ୍ପତ୍ତି ନେଇଛନ୍ତି ରାଧିକା

ମୁମ୍ବାଇ: କ୍ୟାରିୟର୍‌ରେ ବହୁ ଭୁଲ୍‌ ନିଷ୍ପତ୍ତି ନେଇଥିବା କହିଛନ୍ତି ବଲିଉଡ୍‌ ଅଭିନେତ୍ରୀ ରାଧିକା ଆପ୍‌ତେ। ୨୦୧୦ରେ ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଲ ବର୍ମାଙ୍କ ଚଳଚ୍ଚିତ୍ର ‘ରକ୍ତ ଚରିତ୍ର’ରେ କାମ କରିବା ତାଙ୍କ ଜୀବନର ବଡ଼ ଭୁଲ ବୋଲି ଏକ ସାକ୍ଷାତ୍‌କାରରେ ସେ…

ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି

ମାଲକାନଗିରି,୨୬।୧୦(ଡି.ଏନ.ଏ.):  ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ…

ବିଶ୍ୱର ସବୁଠୁ ଅପରିଚ୍ଛନ୍ନ ବ୍ୟକ୍ତିଙ୍କ ବିୟୋଗ

ତେହେରାନ୍‌: ସୁସ୍ଥ ଶରୀର ପାଇଁ ସବୁବେଳେ ପରିଷ୍କାର ପରିଚ୍ଛନ୍ନ ରହିବା ନିହାତି ଦରକାର। ଏଥିଲାଗି ନିୟମିତ ଗାଧୋଇବା ଜରୁରୀ। କିନ୍ତୁ ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ଗାଧୋଇବାକୁ ଭଲ ପାଆନ୍ତି ନାହିଁ। ଇରାନ୍‌ର ଆମୋଉ ହାଜି, ଯେ ବିଶ୍ୱର…

ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା

ବିଷମକଟକ,୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଝିଗିଡି ସଦର ପଞ୍ଚାୟତର କୈଳାସ…

ଶିବ ନାଦାରଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୀୟ ସାମାଜିକ ଅନୁଷ୍ଠାନ ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍‌ ପାର୍ଟନରଶିପ୍‌ ଫୋରମ୍‌ (ୟୁଏସ୍‌ଆଇଏସ୍‌ପିଏଫ୍‌) ପକ୍ଷରୁ ଏଚ୍‌ସିଏଲ୍‌ ଏବଂ ଶିବ ନାଦାର ଫାଉଣ୍ଡେଶନର ପ୍ରତିଷ୍ଠାତା ଶିବ ନାଦାରଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ୟୁଏସ୍‌ଆଇଏସ୍‌ପିଏଫ୍‌ ହେଉଛି ଏକ ବାଇଲାଟେରାଲ୍‌ ଅଣ-ଲାଭଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri