Home Left

କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍‌

କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ ଆସି ଜିଲାର ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ରାଜକନିକା ଆଦି ବ୍ଲକ ଅଞ୍ଚଳରେ…

ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ କରାଯିବା…

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ…

ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍‌ ସାର୍ଟିଫିକେଟ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍‌ ରେକର୍ଡ ସାର୍ଟିଫିକେଟ। ତାଙ୍କର ଅସାଧାରଣ ସ୍ମରଣଶକ୍ତି ପାଇଁ ଏହି ସାର୍ଟିଫିକେଟ ମିଳିଛି ବୋଲି ତାଙ୍କ ବାପା ଗଗନ…

ଉଗ୍ର ହେଉଛି ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ବୋର୍ଡ ଅଫ ମେମ୍ବର(ଲେବର ଟ୍ରଷ୍ଟି) ନିର୍ବାଚନ ଆଉ ଦୁଇ ଦିନ ବାକି ଥିବାବେଳେ ପ୍ରଚାର ଓ ଆରୋପ ପ୍ରତ୍ୟାରୋପ ଉଗ୍ର ହୋଇଛି। ଏହା ମଧ୍ୟରେ କେତେକ ରୋଚକ ଘଟଣା ଘଟିଛି। ରବିବାର ରାତି ୧୧ ଟାରେ ପାରାଦୀପ…

ହିମାଚଳ ପ୍ରଦେଶରେ ଭୂକମ୍ପ

ଶିମଲା,୨୬।୧୦: ହିମାଚଳ ପ୍ରଦେଶର ଧର୍ମଶାଳା ଅଞ୍ଚଳରେ ବୁଧବାର ୫,୪୦ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତିବ୍ରତା ୩.୫ ରେକର୍ଡ ହୋଇଥିବା ବେଳେ ଆକ୍ଷାଂଶ ୩୨.୯୯ ଏବଂ ଦ୍ରାଘିମା ୭୬.୨୮ ରହିଛି। ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ…

ନିଶା ପାଇଁ ହେଉଛି ହତ୍ୟା

ବ୍ରହ୍ମପୁର ଅଫିସ,୨୬।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଉଛି। ମଦ, ଗଞ୍ଜେଇ, ବ୍ରାଉନ୍‌ସୁଗାର ଭଳି ନିଶା କବଳରେ ପଡ଼ି ବହୁ ଲୋକ ବିପଥଗାମୀ ହେଉଛନ୍ତି। ପରିସ୍ଥିତି ଏମିତି ହେଉଛି, ନିଶାସକ୍ତମାନେ ନିଶା ସେବନ ପାଇଁ ହତ୍ୟା କରିବାକୁ…

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ବୁଗୁଡ଼ା ବୁଦ୍ଧଖୋଲ ରାସ୍ତାଠାରୁ ଆଦିପୁର ଗ୍ରାମକୁ ସଂଯୋଗ କରିବା ପାଇଁ…

ଗାଁରେ ହସ ଲିଭାଇଛି କିଡ୍‌ନୀ ରୋଗ

ଫୁଲବାଣୀ ଅଫିସ, ୨୬।୧୦: କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ରାଣୀପଥର ଗାଁରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ଆକ୍ରାନ୍ତ ହେଉଛନ୍ତି ପୁରୁଷ ା ଆଶା ଆଶଙ୍କାରେ ପ୍ରତି ମୁହୂର୍ତ୍ତ କଟୁଛି। ରାଣୀପଥର ଗାଁର ନୂଆସାହି, ବଙ୍ଗଳା ସାହି,…

୩୧ରେ ନବୀନ କରିବେ ପ୍ରଚାର

ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ସରଗରମ ରହିଛି। ଆସନ୍ତା ୩ ତାରିଖରେ ହେବାକୁ ଥିବା ମତଦାନ ନିମନ୍ତେ ନଭେମ୍ବର ୧ ତାରିଖ ସା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ। ୩୧ ତାରିଖରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…

ବିଜେଡି ମିଶ୍ରଣ ନାଁରେ ବିଭ୍ରାନ୍ତ କରୁଛି: ଭାଜପା

ଧାମନଗର,୨୬।୧୦ (ସ୍ବ.ପ୍ର./ଡି.ଏନ.ଏ.):  ଧାମନଗର ନିର୍ବାଚନମଣ୍ଡଳୀ ଭାଜପା କର୍ମୀଙ୍କ ଦଳ ଛାଡ଼ିବା ପ୍ରସଙ୍ଗ ତଥା ବିଜେଡିରେ ଭାଜପାର କର୍ମୀ, ସମର୍ଥକଙ୍କ ଯୋଗଦାନ ଘଟଣାକୁ ଖଣ୍ଡନ କରିଛି ଭାଜପା। ଭାଜପା ଧାମନଗର ବ୍ଲକ ଶହୀଦନଗରଠାରେ ସୋମବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏଭଳି…

ଧଉଳି ଶାନ୍ତିସ୍ତୂପରେ ଗଛକଟାକୁ ନେଇ ଅସନ୍ତୋଷ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,(ଡି.ଏନ୍‌.ଏ)୨୬ା୧୦: ରାଜଧାନୀରେ ଗଛକଟାକୁ ନେଇ ପୁଣି ବିବାଦ ଛିଡ଼ାହୋଇଛି। ପର୍ଯ୍ୟଟନସ୍ଥଳୀ ଶାନ୍ତିସ୍ତୂପ ଧଉଳି ଆସନ୍ତା ୨୮ତାରିଖରେ ଏହାର ସୁବର୍ଣ୍ଣ ଜୟନ୍ତ୍ରୀ ପାଳନ କରିବାକୁ ଯାଉଛି। ଦେଶ ବିଦେଶରୁ ବହୁ ବୌଦ୍ଧ ସାଧୁସନ୍ଥ ଏଥିରେ ଯୋଗଦେବାକୁ ଥିବାରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri