Home Left

ଗୋଠ ପୂଜା ପରେ ଅଣ୍ଡା ଉପରେ ଚାଲିଲେ ଗୋରୁ

କେନ୍ଦୁଝର/ପାଟଣା,୨୬।୧୦(ସ୍ବ.ପ୍ର.):  କାଳୀପୂଜା ବା ଦୀପାବଳିକୁ ଅନେକେ ବାଣ ଫୁଟାଇ, ବିଭିନ୍ନ ପ୍ରକାର ଆଲୋକରେ ସଜାଇ ପାଳନ କରିଥାନ୍ତି। କୁଡୁମୀ ତଥା ଅନ୍ୟ କେତେକ ଆଦିବାସୀ ସମ୍ପ୍ରଦାୟର ଲୋକମାନେ ଏହାକୁ ଧୁମ୍‌ଧାମ୍‌ରେ କୃଷିଭିତ୍ତିକ ବାନ୍ଦନା ପରବ ଭାବେ ପାଳନ କରିଛନ୍ତି। ଏହାକୁ ମଧ୍ୟ…

ମାର୍ଗାଓରେ ଆଜି ସେମିଫାଇନାଲ ମୁକାବିଲା

ମାର୍ଗାଓ,୨୬ା୧୦: ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଶେଷ ପର୍ଯ୍ୟାୟରେ ଉପନୀତ। ସ୍ଥାନୀୟ ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହେବ ସେମିଫାଇନାଲ ମ୍ୟାଚ। ପ୍ରଥମ ସେମିରେ କଲମ୍ବିଆକୁ ଭେଟିବ ନାଇଜେରିଆ। ଦକ୍ଷିଣ ଆମେରିକା ଓ ଆଫ୍ରିକାର…

ୱାନ୍‌ମ୍ୟାନ୍‌ ଗ୍ୟାଙ୍ଗ୍‌ ‘ସଞ୍ଜୟ’ ପୁଣି ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ଏକା ଚୋରି କରି ‘ୱାନ୍‌ମ୍ୟାନ୍‌ ଗ୍ୟାଙ୍ଗ’ ବନିଥିବା ପେସାଦାର ଚୋର ପୁଣି କମିଶନରେଟ ପୋଲିସ ହାତରେ ଧରାପଡ଼ିଛନ୍ତି। ଚୋରି ଉଦ୍ୟମ ବେଳେ ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସର ମିଳିତ ଟିମ୍‌ ତାଙ୍କୁ…

ଫଲ୍‌ସ ଫ୍ଲାଗ୍‌ ଆଟାକ୍‌ ଯୋଜନା କରୁଛି ରୁଷିଆ: ଜେଲେନ୍‌ସ୍କି

ମସ୍କୋ/କିଭ୍‌, ୨୬ା୧୦: ୟୁକ୍ରେନ୍‌ ଉପରେ ରୁଷିଆ ୮ମାସ ଧରି ଆକ୍ରମଣ ଜାରି ରଖିଥିବା ବେଳେ କିଭ୍‌ ରେଡିଓଆକ୍ଟିଭ୍‌ ବିକିରଣ ପାଇଁ ‘ଡାର୍ଟି ବମ୍ବ’ ବ୍ୟବହାର କରିପାରେ ବୋଲି ମସ୍କୋ ଅଭିଯୋଗ ଆଣିଛି। ଏହି ପ୍ରସଙ୍ଗକୁ ରୁଷିଆ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ…

ଓଭରବ୍ରିଜ୍‌କୁ ବିପଦ ଗଛ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନର ଉନ୍ନତୀକରଣ ପାଇଁ ବଡ଼ ବଡ଼ ଗଛ କାଟି ପଦା କରିଦିଆଯାଉଛି। ହେଲେ ଯେଉଁ ସ୍ଥାନରେ ଗଛ ନ ଉଠିବା କଥା ସେଠାରେ ଉଠୁଥିଲେ ସୁଦ୍ଧା ଏହା ଉପରେ କାହାର ନଜର ପଡ଼ୁନାହିଁ। ଓଭରବ୍ରିଜ୍‌ର କାନ୍ଥରେ…

ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ରାସ୍ତାରେ ଫାଟ

ନିମାପଡ଼ା,୨୬।୧୦(ଡି.ଏନ୍‌.ଏ.): ନିର୍ମାଣ କାର୍ଯ୍ୟ ମାତ୍ର ୧ ମାସ ନ ପୂରୁଣୁ ରାସ୍ତା ଫାଟି ଦୁଇ ଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ନିମ୍ନମାନର ଏବଂ ଏଥିରେ ବ୍ୟାପକ ଅନିୟମିତତା କରାଯାଇଥିବା ନେଇ ନିମାପଡ଼ା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକ…

ପୂର୍ବ ଶତ୍ରୁତାକୁ ନେଇ ଗୁଳି, ବୋମାମାଡ଼

ପିପିଲି,୨୬।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ ଜିଲା ପିପିଲି ଅଞ୍ଚଳରେ ସୋମବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ଓ ବୋମାମାଡ଼ ହୋଇଛି। ପ୍ରଥମେ ପିପିଲି ଏନ୍‌ଏସି ଅଞ୍ଚଳରେ ଗୁଳିକାଣ୍ଡ ଘଟିଥିବାବେଳେ ଏଥିରେ ସ୍ଥାନୀୟ ଉଜାଣିପଡା ଗ୍ରାମର ସନାତନ ପ୍ରଧାନ ଓରଫ ସାନୁ ଗୁରୁତର…

ଅରୁଣାଚଳ ପ୍ରଦେଶରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୭ଶହ ଦୋକାନ

ଗୁଆହାଟୀ, ୨୬ା୧୦: ଅରୁଣାଚଳ ପ୍ରଦେଶର ଇଟାନଗର ନିକଟ ନହରଲାଗୁନ୍‌ ମାର୍କେଟରେ ମଙ୍ଗଳବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ଶହରୁ ଊର୍ଦ୍ଧ୍ୱ ଦୋକାନ ଜଳିଯାଇଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଅଗ୍ନିକାଣ୍ଡର…

ମାଓବାଦୀ-ଯବାନ ଗୁଳି ବିନିମୟ

ନୂଆପଡ଼ା ଅଫିସ,୨୬।୧୦: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ଉଭୟଙ୍କ ମଧ୍ୟରେ ୨ ଥର ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସ୍ଥାନୀୟ ଅଞ୍ଚଳରେ…

ମୃତ ଗାଈକୁ ଘୋଷାଡ଼ିଲା ଏନ୍‌ଏଚ୍‌ଏଆଇ ଗାଡ଼ି

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ହିନ୍ଦୁ ଧର୍ମରେ ଗୋମାତାଙ୍କୁ ପୂଜା କରାଯାଉଥିବା ବେଳେ ଏକ ମୃତ ଗାଈକୁ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ି ନିଆଯିବା ଦୃଶ୍ୟ ଆଘାତ ଦେଇଛି। ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ଏପରି ଦୃଶ୍ୟ ଦେଖାଯାଇଛି। ଏହାର ଭିଡିଓ ପାଇବା…

ପ୍ରାର୍ଥୀଙ୍କୁ ଭୋଟର ତାଲିକା ଯୋଗାଣ: କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତ୍ୟେକ ପ୍ରାର୍ଥୀଙ୍କୁ ନିର୍ବାଚନ କମିଶନ ଭୋଟର ତାଲିକାର ଦୁଇଟି କପି ଯୋଗାଇବା ବ୍ୟବସ୍ଥା ଭୋଟର ପଞ୍ଜିକରଣ ନିୟମାବଳୀ, ୧୯୬୦ରେ ରହିଛି। ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିବା ବେଳେ ଏହା ଉପରେ କେନ୍ଦ୍ର ଓ ଅନ୍ୟ ପକ୍ଷଙ୍କୁ…

ଜଣେ ଫାର୍ମାସିଷ୍ଟ, ଏକାଧିକ ଦୋକାନ

ଯାଜପୁର ଅଫିସ,୨୬ା୧୦: ଡ୍ରଗ୍ସ ଏବଂ କସ୍‌ମେଟିକ୍ସ ଆକ୍ଟ-୧୯୪୦ର ଧାରା ୬୫(୨), ୬୩(୩)(୧) ଏବଂ ୬୫(୯)(ଏ)ର ଉଲ୍ଲଂଘନ କରି କେତେଜଣ ଖୁଚୁରା ଏବଂ ହୋଲ୍‌ସେଲର ଔଷଧ ବିକ୍ରି କରୁଛନ୍ତି। ଏଥିରେ ସମ୍ପୃକ୍ତ ଡ୍ରଗ୍ସ ଇନ୍ସପେକ୍ଟରମାନେ ଜାଣିଶୁଣି ହାତବାନ୍ଧି ବସିଛନ୍ତି। ଏପରି କି ଫାର୍ମାସିଷ୍ଟମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri