Home Left

‘ଭାରତ ହେବ ନିର୍ମାଣ ହବ୍‌’

ସମରକନ୍ଦ,୧୭।୯: କୋଭିଡ୍‌-୧୯ ମହାମାରୀ ଓ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ବୈଶ୍ୱିକ ଯୋଗାଣଶୃଙ୍ଖଳ ବାଧାପ୍ରାପ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ଭାରତକୁ ଏକ ମାନୁଫାକ୍ଚରିଂ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନର ସମରକନ୍ଦରେ ଆୟୋଜିତ ସାଂଘାଇ ସହଯୋଗ ସଙ୍ଗଠନ…

ନରେନ୍ଦ୍ର ଗିରିଙ୍କ କୋଠରୀରୁ ମିଳିଲା ୩ କୋଟି ଟଙ୍କା, ୫୦ କିଲୋ ସୁନା

ପ୍ରୟାଗରାଜ,୧୭।୯: ଅଖିଳ ଭାରତୀୟ ଆଖଡ଼ା ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ବନ୍ଦ ଥିବା ପ୍ରକୋଷ୍ଠରୁ ନଗଦ ୩ କୋଟି ଟଙ୍କା, ୫୦ କିଲୋଗ୍ରାମ ସୁନା, ଜମିଜମା କାଗଜପତ୍ର ମିଳିଛି। ଗତବର୍ଷ ସେପ୍ଟେମ୍ବର ୨୦ରେ ମହନ୍ତଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ…

ଏସ୍‌ସିଓ ନୂଆ କ୍ଷମତାକେନ୍ଦ୍ର

ସମରକନ୍ଦ,୧୭।୯: ସୋଭିଏଟ୍‌ ସଂଘର ପୂର୍ବତନ ସଦସ୍ୟ ଉଜ୍‌ବେକିସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ଏହାକୁ ନୂଆ କ୍ଷମତାକେନ୍ଦ୍ର କହି ପ୍ରଶଂସା କରିଛନ୍ତି। ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ପରଠାରୁ…

ଦାଦନ ଖଟିବାକୁ ଯାଇ ବିଦେଶରେ ଶ୍ରମିକ ମୃତ

ମହାକାଳପଡା, ୧୭ା୯(ଡି.ଏନ.ଏ.): ଅଭାବୀ ପରିବାର ମୁହଁରେ ଦାନା ଗଣ୍ଡେ ଦେବା ପାଇଁ ଦାଦନ ଖଟିବାକୁ ପୁଅ ଶ୍ରୀଲଙ୍କା ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କୁମାରପଡ଼ା ଗଁାର…

ଘେରିବନ୍ଧରୁ ୫୦ ଫୁଟର ପଥର ପ୍ୟାକିଂ ଖସିଲା

ରାଜନଗର, ୧୭ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗରର ଅନ୍ୟତମ ପ୍ରମୁଖ ଲୁଣା ଘେରିବନ୍ଧ ରଙ୍ଗଣୀ ସର୍କିଟ୍‌ ପ୍ରତି ବିପଦ ସୃଷ୍ଟି ହୋଇଛି। ରଙ୍ଗଣୀ ସର୍କିଟ୍‌ର ପ୍ରଭାତି ନିକଟରେ ରିଟର୍ନିଂ ୱାଲ ଭାଙ୍ଗି ପଥର ପ୍ୟାକିଂ ଧସି ପଡ଼ିଛି। ପ୍ରାୟ ୫୦ ଫୁଟ ଲମ୍ବର…

ୟୁପି: ପ୍ରବଳ ବର୍ଷାରେ ୨୨ ମୃତ

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶରେ ଗୁରୁବାର ରାତିଠାରୁ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ସ୍ଥାନରେ କାନ୍ଥ ପଡ଼ି ମୋଟ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଲକ୍ଷ୍ନୌର ଦିଲକୁଶ ଅଞ୍ଚଳରେ ଏକ ନିର୍ମାଣାଧୀନ ପାଚେରି ଶୁକ୍ରବାର ସକାଳେ ଭୁଶୁଡ଼ି ପଡ଼ିବାରୁ ୩ ଶିଶୁଙ୍କ ସମେତ…

ଜୈବିକ କୃଷି ପ୍ରତି ବଢୁନି ଆଗ୍ରହ

କେନ୍ଦ୍ରାପଡ଼ା ଅଫିସ, ୧୭ା୯: କେନ୍ଦ୍ରାପଡ଼ା ଜିଲାର ଧାନ ଚାଷ ପରେ ସର୍ବାଧିକ କ୍ଷେତରେ ତୈଳବୀଜ ଚାଷ ହେଉଥିଲା। ବାଦାମ, ଶୋରିଷ, ସୂର୍ଯ୍ୟମୁଖୀ, ରାଶି, ଜଡା ଆଦି ଚାଷରେ ଏହି ଅଞ୍ଚଳର କୃଷକ ପରିବାର ରୋଜଗାରର ପନ୍ଥା ବାହାର କରୁଥିଲେ। ଉପଯୁକ୍ତ ଜଳବାୟୁ,…

ସହକାରୀ ଦେବୋତ୍ତର ଆୟୁକ୍ତଙ୍କ ରେକର୍ଡପତ୍ର ଯାଞ୍ଚ

ରଘୁନାଥପୁର,୧୬।୯(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠକୁ ଶୁକ୍ରବାର ସହକାରୀ ଦେବୋତ୍ତର ଆୟୁକ୍ତ କଟକ, ସଞ୍ଜୟ କୁମାର ଶୁଭବ୍ରତ ଆଚାର୍ଯ୍ୟ ପରିଦର୍ଶନରେ ଆସିଥିଲେ। ଦାୟିତ୍ୱରେ ରହିବା ପରେ ଏହି ପୀଠକୁ ତାଙ୍କ ପ୍ରଥମ ଗସ୍ତ ଥିଲା। ଏହି…

ଏ ବର୍ଷ ବି ହେଲାନି ପାରାଦୀପ ପ୍ରସିଦ୍ଧ ବିଶ୍ୱକର୍ମା ପୂଜା

ପାରାଦୀପ,୧୭ା୯(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଚଳିତ ବର୍ଷ ବନ୍ଦ ରହିଲା। ୧୯୬୮ରୁ ପାଳିତ ହୋଇଆସୁଥିବା ଏହି ପୂଜା କନ୍ୟା ସଂକ୍ରାନ୍ତି ଠାରୁ ଆରମ୍ଭ ହୋଇଥାଏ। ଏନେଇ ପାରାଦୀପ ବନ୍ଦର ନଗରୀ ସପ୍ତାହବ୍ୟାପି ଉତ୍ସବ ମୁଖର ହୋଇଉଠେ।…

ବାଲିଗୁଡ଼ାରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ

ଖୋର୍ଦ୍ଧା ଅଫିସ,୧୭ା୯: ବ୍ରାଉନ୍‌ସୁଗାର ପରେ ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି। ବ୍ରାଉନ୍‌ସୁଗାର କାରବାର ଉପରେ ଏସ୍‌ଟିଏଫ୍‌ ପକ୍ଷରୁ ବାରମ୍ବାର ଚଢ଼ାଉ ଯୋଗୁ ମାଫିଆମାନଙ୍କ ନଜର ଏବେ ଗଞ୍ଜେଇ ଉପରେ ରହିଛି। କନ୍ଧମାଳରୁ ଭୁବନେଶ୍ୱରକୁ ଜାତୀୟ ରାଜପଥ ଦେଇ ଗଞ୍ଜେଇ ଚୋରାଚାଲାଣ ଚାଲିଛି।…

ଆକର୍ଷଣ ସାଜିବ ରୁଷିଆର ଷ୍ଟେଟ୍‌ ହର୍‌ମିଟେଜ୍‌ ସଂଗ୍ରହାଳୟ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ହାତରେ ଆଉ ମାତ୍ର କେଇଟା ଦିନ। ମା’ଙ୍କୁ ସାଦରରେ ଆବାହନ କରିବା ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଅନ୍ୟମାନଙ୍କଠାରୁ କିଛି ନିଆରା କରି ଦେଖାଇବା ପାଇଁ ସମସ୍ତ…

ଭଙ୍ଗାହେଲା ମଟନ ହୋଟେଲ

ଭୁବନେଶ୍ୱର, ୧୭।୯ (ବ୍ୟୁରୋ): ନିୟମ ଉଲ୍ଲଂଘନ କରି ବ୍ୟବସାୟ କରିବା ଓ ପରେ ବିଏମ୍‌ସି ନିର୍ଦ୍ଦେଶକୁ ଅବମାନନା କରିବା ଶେଷରେ ମହଙ୍ଗା ପଡିଛି। ଦୂରଦର୍ଶନ କେନ୍ଦ୍ର ନିକଟରେ ଥିବା ଭୁବନେଶ୍ୱରର ପ୍ରସିଦ୍ଧ କିଶୋର ଭାଇନା ହୋଟେଲକୁ ବିଏମ୍‌ସି ଓ ବିଡିଏ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri