Home Left

ନାଲ୍‌କୋରେ ଯୋଗଦେଲେ ପଙ୍କଜ କୁମାର

ଭୁବନେଶ୍ୱର,୨।୨: ନବରତ୍ନ ଉଦ୍ୟୋଗ ନାଲ୍‌କୋର ନୂତନ ନିର୍ଦ୍ଦେଶକ (ଉତ୍ପାଦନ) ଭାବେ ପଙ୍କଜ କୁମାର ଶର୍ମା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶର୍ମା ଏନ୍‌ଏମ୍‌ଡିସିର ରାୟପୁରସ୍ଥିତ ବିଶ୍ୱ ଅନ୍ବେଷଣ କେନ୍ଦ୍ରଠାରେ ମୁଖ୍ୟ ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ। ଏପରିକି ସେ…

ଆସିବ ମାଇକେଲ୍‌ ଜ୍ୟାକ୍‌ସନଙ୍କ ବାୟୋପିକ୍‌

ନୂଆଦିଲ୍ଲୀ: ଦିବଂଗତ ଆମେରିକୀୟ ପପ୍‌ ସିଙ୍ଗର ଭାବେ ମାଇକେଲ୍‌ ଜ୍ୟାକ୍‌ସନ ବେଶ୍‌ ଖ୍ୟାତି ଅର୍ଜନ କରିଛନ୍ତି। ତେବେ ତାଙ୍କ ଜୀବନୀକୁ ନେଇ ଏକ ଚଳଚ୍ଚିତ୍ର ନିର୍ମାଣ ହେବାକୁ ନିଷ୍ପତ୍ତି ହୋଇଛି। ଏଥିରେ ତାଙ୍କ ପୁତୁରା ଜାଫର୍‌ ଜ୍ୟାକ୍‌ସନ ମୁଖ୍ୟ ଭୂମିକାରେ ଅଭିୟନ…

ଆର୍ଦ୍ରଭୂମିର ବିକାଶ ଜରୁରୀ

ବିଶ୍ୱ ଆର୍ଦ୍ରଭୂମି ଦିବସ ହେଉଛି ଏକ ପରିବେଶ ସମ୍ବନ୍ଧୀୟ ଉତ୍ସବ, ଯାହା ୧୯୭୧ ମସିହାରୁ ଆରମ୍ଭ ହୋଇଥିଲା। ସେତେବେଳେ ଅନେକ ପରିବେଶବିତ୍‌ ଆର୍ଦ୍ରଭୂମିର ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଏକତ୍ରିତ ହୋଇଥିଲେ, ଯାହା ଉଦ୍ଭିଦ, ପରିବେଶ ଏବଂ ଜଳ ମଧ୍ୟରେ ଥିବା ପ୍ରାଣୀଙ୍କ…

ବର୍ତ୍ତିଗଲେ ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏକମାତ୍ର ସ୍ନୋ ଗର୍ଲ ଭାବେ ବିଶେଷ ପରିଚିତ ରଞ୍ଜିତା ବେହେରା ଏକ ଭୟଙ୍କର ବିପଦରୁ ଅଳ୍ପକେ ରକ୍ଷା ପାଇଛନ୍ତି। ବୁଧବାର ଅପରାହ୍ନରେ ସେ ଜମ୍ମୁ-କଶ୍ମୀର ଗୁଲ୍‌ମାର୍ଗର ବରଫାବୃତ୍ତ ଆଫରଓ୍ବତ୍‌ ଅଞ୍ଚଳରେ ଥିବା ସ୍କି ଗଡ଼ାଣିରେ…

୫୦୦ ଝିଅଙ୍କ ମଧ୍ୟରେ ନିଜକୁ ଏକେଲା ଦେଖି ପରୀକ୍ଷା କେନ୍ଦ୍ରରେ ବେହୋସ ହେଲେ ଛାତ୍ର

ନାଳନ୍ଦା,୨ ।୨: ଇଣ୍ଟର ଏକଜାମ ସମୟରେ ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ପରୀକ୍ଷା ଦେବାକୁ ଆସିଥିବା ୫୦୦ ଛାତ୍ରୀଙ୍କ ମଧ୍ୟରେ ନିଜକୁ ଏକେଲା ଦେଖବା ପରେ ଜଣେ ଛାତ୍ର ବେହୋସ ହୋଇଯାଇଛନ୍ତି । ଏହି…

ଓଡ଼ିଶା ପ୍ରତିଯୋଗୀଙ୍କୁ ୧୫ ପଦକ

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଜୁଡୋ ଫେଡେରେଶନ ଅଫ୍‌ ଇଣ୍ଡିଆ ଓ ପଶ୍ଚିମବଙ୍ଗ ଜୁଡୋ ଆସୋସିଏଶନର ମିଳିତ ଆନୁକୂଲ୍ୟରେ କଲିକତାର ସାଇ ଆଇଟିସି ହଲ୍‌ରେ ଗତ ୨୭ରୁ ୩୧ ପର୍ଯ୍ୟନ୍ତ ପୂର୍ବାଞ୍ଚଳ ଖେଲୋ ଇଣ୍ଡିଆ ମହିଳା…

ଓଡ଼ିଶା ଆଥ୍‌ଲେଟିକ୍ସ ଦଳ ଘୋଷଣା

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ବିଭିନ୍ନ ସହରରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୫ମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ପ୍ରତିଯୋଗିତାର ଆଥ୍‌ଲେଟିକ୍ସ ଇଭେଣ୍ଟ ପାଇଁ ବୁଧବାର ଓଡ଼ିଶା ଆଥ୍‌ଲେଟିକ୍ସ ଦଳ ଘୋଷିତ ହୋଇଛି।…

କିଟ୍‌ରେ ଟେନିସ ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ରାଜ୍ୟରେ ଟେନିସକୁ କ୍ୟାରିୟର କରୁଥିବା କିମ୍ବା କରିବାକୁ ଚାହୁଁଥିବା ଖେଳାଳିଙ୍କ ପାଇଁ ଏକ ଭଲ ଖବର। ବୁଧବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଉଚ୍ଚ ମାନର ଟେନିସ ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି। ଏହାର ନାମ ରଖାଯାଇଛି…

କୃଷ୍ଣା ଅଭିଶେକଙ୍କ ପରେ ‘ଦ କପିଲ ଶର୍ମା’ ଶୋ’ ଛାଡିଲେ ଏହି କମେଡିଆନ

ମୁମ୍ବାଇ: ଟେଲିଭିଜନର ସୁପରହିଟ୍ ଶୋ’ ‘ଦ କପିଲ ଶର୍ମା’ ଶୋ’କୁ ନେଇ ଏକ ଚମକାଇବା ଭଳି ଖବର ଆସିଛି । କୃଷ୍ଣା ଅଭିଶେକଙ୍କ ପରେ ଏବେ ଆଉ ଜଣେ କମେଡିଆନ କପିଲ ଶର୍ମାଙ୍କ ଶୋ’ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି । କମେଡିଆନ…

ଅଦାନୀ ଗ୍ରୁପର ବଡ ନିଷ୍ପତ୍ତି, ୨୦ହଜାର କୋଟିର ଏଫପିଓ ରଦ୍ଦ, ଫେରିବ ନିବେଶକଙ୍କ ଅର୍ଥ

ନୂଆଦିଲ୍ଲୀ,୨ ।୨: ଅଦାନୀ ଗ୍ରୁପ ତା’ର ଏଫପିଓ ରଦ୍ଦ କରି ଦେଇଛି । ଅଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର ଚେୟାରମ୍ୟାନ ଗୌତମ ଅଦାନୀ କହିଛନ୍ତି, ମାର୍କେଟରେ ଉତ୍ଥାନ ପତନକୁ ଦେଖି କମ୍ପାନୀର ବୋର୍ଡ ଏଫପିଓକୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛି । ସେ…

ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାସନାଲ ଜାରି କଲା ରିପୋର୍ଟ, ଶାହବାଜ-ଇମ୍ରାନ ସରକାର ଆରମ୍ଭରୁ ଅଧିକ ଭ୍ରଷ୍ଟ

ଇସଲାମାବାଦ,୨ ।୨: ଜର୍ମାନୀର ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ(ଟିଆଇ) ସଂସ୍ଥା ବାର୍ଷିକ ରିପୋର୍ଟ ଜାରି କରିଛି । ଯେଉଁଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଓ ଇମ୍ରାନ ଖାଁଙ୍କ ଅନୁଗାମୀ ସରକାରଙ୍କ ଅନୁଯାୟୀ, ପାକିସ୍ତାନ ପୂର୍ବାପେକ୍ଷା ଅଧିକ ଭ୍ରଷ୍ଟ ବୋଲି କୁହାଯାଇଛି । ଟିଆଇ…

ରାଷ୍ଟ୍ରପତିଙ୍କ ଘରୁ ଖାଲି ହାତରେ ଫେରିଲା ଏଫବିଆଇ

ୱାଶିଂଟନ,୨ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଘରେ ଗୋପନୀୟ କାଗଜପତ୍ରକୁ ନେଇ ବୁଧବାର ସଂଘୀୟ ଯାଞ୍ଚ ବ୍ୟୁରୋ(ଏଫବିଆଇ) ବୁଧବାର ପୁଣିଥରେ ଯାଞ୍ଚ କରିଥିଲେ । ହେଲେ ଏଥର ଏଫବିଆଇକୁ ବାଇଡେନଙ୍କ ଘରୁ ଖାଲି ହାତରେ ଫେରିବାକୁ ପଡିଥିଲା । ରାଷ୍ଟ୍ରପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?