ଏକାକୀ ଜୀବନ ବିତାଉଥିଲେ ଦେଖାଦିଏ ଏହି ସମସ୍ୟା…
ସବୁବେଳେ ହସଖୁସିରେ ରହିବାକୁ କିଏ ବା ନ ଚାହେଁ? ହେଲେ ତାହା ଅନେକ ସମୟରେ ସମ୍ଭବ ହୋଇ ନ ଥାଏ। କେତେକ ଏକୁଟିଆ ଜୀବନ ବିତାଇବାକୁ ଭଲପାଆନ୍ତି। ହେଲେ ଏହା ଯଦି ଦୀର୍ଘ ବର୍ଷ ଧରି ଲାଗି ରହେ ତେବେ ତାହାର…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ପଡ଼ିଲା ମହଙ୍ଗା
ଫୁଲବାଣୀ,୨ା୧୧(ରାକେଶ କୁମାର ରାଉତ): ଜଣେ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିବା ମହଙ୍ଗା ପଡ଼ିଛି। ଜିଲାପାଳଙ୍କ ଦ୍ୱାରା ଗଠିତ ଟିମ୍ର ତଦନ୍ତ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ବିଭାଗୀୟ ନିର୍ଦ୍ଦେଶକ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଲେ…
ଚାଲିଥିଲା ସେକ୍ସ ରାକେଟ୍: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…
କାଶୀନଗର, ୨ା୧୧(ପି.ମୁରଲୀ): ଗଜପତି ଜିଲା କାଶୀନଗର ଥାନା ଅନ୍ତର୍ଗତ ଏକ କଲୋନୀ ନିକଟରେ ଥିବା ଏକ ଘରେ ସେକ୍ସ ରାକେଟ ଚାଲିଥିବା ସୂଚନା ପାଇ କାଶୀନଗର ପୋଲିସ ଚଢାଉ କରିଥିଲା। ଚଢାଉ ବେଳେ ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଧରି ପଚରାଉଚରା କରିଥିଲା।…
ଯୁବକଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା
ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଦିଗପହଣ୍ଡି ୩୨୬ ନମ୍ବର ଜାତୀୟ ରାଜପଥର ସନ୍ଥ ନିରଙ୍କାରି ସତସଙ୍ଗ ଭବନ ନିକଟରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମ…
ଭୋଜି କରିବା ହେଲା କାଳ: ଡ୍ୟାମରେ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବିଭାଗ
ବଲାଙ୍ଗୀର,୨।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋୟର ସୁକତେଲ ଡ଼୍ୟାମରେ ରବିବାର ଏକ ଅଘଟଣ ଘଟିଛି। ଯୁବକ ଜଣକ ଡ଼୍ୟାମରେ ଗାଧୋଇବା ବେଳେ ଭାସି ଯାଇ ନିଖୋଜ ଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ଡ଼୍ୟାମକୁ ଭୋଜି କରିବାକୁ ବର୍ତ୍ତମାନ…
କୁଲଦୀପ ଯାଦବଙ୍କୁ ଅଷ୍ଟ୍ରେଲିଆ T20 ସ୍କ୍ୱାଡ୍ରୁ ରିଲିଜ, ଏହି କାରଣରୁ ଫେରିଲେ ଭାରତ
ମୁମ୍ବାଇ,୨ା୧୧: ଭାରତୀୟ କ୍ରିକେଟ୍ ଦଳର ଚାଇନାମ୍ୟାନ୍ ସ୍ପିନର କୁଲଦୀପ ଯାଦବଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଚାଲିଥିବା T20 ସିରିଜ୍ର ବାକି ଦୁଇଟି ମ୍ୟାଚ୍ ପାଇଁ ଦଳରୁ ମୁକ୍ତ କରାଯାଇଛି। ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପାଇଁ ପ୍ରସ୍ତୁତି ନିମନ୍ତେ…
ନୂଆପଡ଼ା କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
ନୂଆପଡ଼ା,୨ା୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଆସନ୍ତା ନଭେମ୍ବର ୭ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ପକ୍ଷରୁ ଘୋଷଣା କରାଯାଇଛି ଯେ, ରେଡ୍ଡୀ ନୂଆପଡ଼ା ଅନ୍ତର୍ଗତ ସାଲେଭଟାରେ କଂଗ୍ରେସ…
ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ସହାୟତା
ଭୁବନେଶ୍ୱର,୨ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା କାସିବୁଗା ସହରରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେରେ ଦଳାଚକଟା ଘଟି ଓଡ଼ିଆ ଯୁବତୀ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡା ଥାନା ଅନ୍ତର୍ଗତ ଗୁଡ଼ିପଦର ଗ୍ରାମର ରାଙ୍ଗଲା ରୂପା(୧୯)ଙ୍କ ମୃତ୍ୟୁ ଘଟିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ନୂଆପଡ଼ା ନିର୍ବାଚନ: ଛତିଶଗଡ଼ି ଭାଷାରେ ଜମୁଛି ପ୍ରଚାର
ନୂଆପଡ଼ା,୨।୧୧ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନରେ ଛତିଶଗଡ଼ି ଢାଚାରେ ପ୍ରଚାର ବେଶ ଜମୁଛି। ଓଡ଼ିଶାର ନିର୍ବାଚନ ହେଉଥିଲେ ମଧ୍ୟ ଛତିଶଗଡ଼ି ଭାଷାଭାଷି ଅଞ୍ଚଳମାନଙ୍କରେ ହିନ୍ଦୀ ଭାଷାରେ ଲେଖାଥିବା ପୋଷ୍ଟର, ବ୍ୟାନର ଲଗାଯାଇ ପ୍ରଚାର କରାଯାଉଛି। ହେଲେ ଉପକୂଳିଆ ନେତା ମନ୍ତ୍ରୀଙ୍କୁ ଛତିଶଗଡି…
ବିବାହ କଲେ ହକି ଆଇକନ ରାଣୀ ରାମ୍ପାଲ: କାହାକୁ ଜାଣନ୍ତୁ…
ନୂଆଦିଲ୍ଲୀ, ୨ା୧୧: ଭାରତୀୟ ହକି ଆଇକନ ତଥା ପୂର୍ବତନ ଅଧିନାୟିକା ରାଣୀ ରାମ୍ପାଲଙ୍କ ବିବାହ ରବିବାର ସମ୍ପନ୍ନ ହୋଇଛି। ସେ ଜଣେ ଚାର୍ଟଡ ଆକାଉଣ୍ଟାଣ୍ଟ ପଙ୍କଜ ସରୋହାଙ୍କୁ ବିବାହ କରିଛନ୍ତି। ବିବାହ ଉତ୍ସବରେ ଉଭୟଙ୍କ ପରିବାର ଏବଂ ବନ୍ଧୁ ପରିଜନ ଉପସ୍ଥିତ…
ସଡ଼କ ଦୁର୍ଘଟଣାରେ ଆଖି ବୁଜିଲେ ଟିମ୍ ଇଣ୍ଡିଆର ଏହି ଯୁବ କ୍ରିକେଟର, ଖେଳଜଗତରେ ଶୋକର ଛାୟା
ମୁମ୍ବାଇ,୨।୧୧: ମୁମ୍ବାଇରୁ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ସଡ଼କ ଦୁର୍ଘଟଣାରେ ଜଣେ ପ୍ରତିଭାବାନ ଯୁବ କ୍ରିକେଟରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେଶ ବଣିକ(୩୦)। ସେ ଭାରତୀୟ ୧୯ ବର୍ଷରୁ କମ୍ ବିଶ୍ୱକପ୍ ଦଳର ପୂର୍ବତନ ସଦସ୍ୟ ତଥା ରଣଜୀ ଟ୍ରଫିରେ…
ସ୍କୁଲରେ ଚାଲୁଥିଲା ପାଠପଢା, ଏପଟେ ଏକୁଟିଆ ପାଇ ଛାତ୍ରୀଙ୍କୁ ଅସଦାଚରଣ କରୁଥିଲେ ଶିକ୍ଷକ, ଏବେ ଗଲେ ଜେଲ୍
ଗଞ୍ଜାମ,୨।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ସେହି ସ୍କୁଲର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ହୁମ୍ମା ଫାଣ୍ଡି ପୋଲିସ ଉକ୍ତ…
Archives


