Home Left

ଚର୍ଚ୍ଚାରେ ରାହୁଲ-ଆଥିଆଙ୍କ ଲାଟେଷ୍ଟ୍‌ ଫଟୋଶୁଟ୍‌

ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ନିକଟରେ କ୍ରିକେଟର କେ.ଏଲ ରାହୁଲଙ୍କୁ ବିବାହ କରିଛନ୍ତି। ଆଜିକାଲି ଏହି ଦମ୍ପତି ପରସ୍ପର ସହ ସମୟ ବିତାଉଛନ୍ତି। ଉଭୟ ପ୍ରଥମଥର ଭୋଗ୍ୟୁ ପତ୍ରିକା ପାଇଁ ଫଟୋଶୁଟ କରିଛନ୍ତି। ରାହୁଲ ଏବଂ ଆଥିଆ ବିବାହ ପୂର୍ବରୁ ଭୋଗ୍ୟୁ…

ଭାରତୀୟ ବାୟୁସେନା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶଲ ଏ. ପି. ସିଂ

ନୂଆଦିଲ୍ଲୀ,୧।୨: ଭାରତୀୟ ବାୟୁସେନାର ନୂତନ ଉପାଧ୍ୟକ୍ଷ ଭାବେ ଏୟାର ମାର୍ଶଲ ଏ.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି। ସେ ଏୟାର ମାର୍ଶଲ ସନ୍ଦୀପ ସିଂଙ୍କ ସ୍ଥାନ ନେଇଛନ୍ତି। ଜାନୁୟାରୀ ୩୧ରେ ସନ୍ଦୀପ ଅବସର ନେଇଥିଲେ। ବାୟୁସେନା ଉପାଧ୍ୟକ୍ଷ ହେବା ପୂର୍ବରୁ ଏୟାର ମାର୍ଶଲ…

କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପାଇଁ ୩୩୯୭.୩୨ କୋଟି ଟଙ୍କା ବଜେଟ ଉପସ୍ଥାପନ…

ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଅପେକ୍ଷା କରିବା ଘଟଣା: ରିପୋର୍ଟ ମାଗିଲେ ସିଡିଏମ୍‌ଓ

କେନ୍ଦୁଝର,୧ା୨(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣ ବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ଭ୍ୟାନ୍‌ରେ ୧୨ ଘଣ୍ଟା ଅପେକ୍ଷା କରିବା ନେଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କିଶୋର କୁମାର…

ଫେବୃଆରୀ ୬ରେ ଏମ୍‌ସିଡି ନିର୍ବାଚନ

ନୂଆଦିଲ୍ଲୀ,୧।୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ମେୟର ନିର୍ବାଚନ ପାଇଁ ବୁଧବାର ନୂଆ ତାରିଖ ଘୋଷଣା ହୋଇଛି। ଫେବୃଆରୀ ୬ରେ ଏମସିଡି ମେୟର, ଡେପୁଟି ମେୟର ଏବଂ ୬ଟି ଷ୍ଟାଣ୍ଡିଂ କମିଟି ସଦସ୍ୟ ନିର୍ବାଚନ ହେବ। ମେୟର ନିର୍ବାଚନ ପାଇଁ ଦିଲ୍ଲୀର ଏଲଜି…

ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢିପାରନ୍ତି ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି

ଓ୍ବାଶିଂଟନ୍‌,୧।୨: ଭାରତୀୟ ବଂଶୋଦ୍ଭବ ନିକ୍କି ହେଲି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି। ସେ ଫେବୃଆରୀରେ ରିପବ୍ଲିକାନ ପାର୍ଟିରୁ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିପାରନ୍ତି। ୨୦୨୪ରେ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।…

ଟୁଇଟରରେ କଙ୍ଗନା-ଉର୍ଫି ମୁହାଁମୁହିଁ

ମୁମ୍ବାଇ: କଙ୍ଗନା ରାଣାଓ୍ବତ ଇତିମଧ୍ୟରେ ଟୁଇଟରକୁ ଫେରିଛନ୍ତି। ସେ ପ୍ରତିଦିନ କିଛି ନା କିଛି ଫଟୋ ପୋଷ୍ଟ କରୁଛନ୍ତି। ଏବେ ତାଙ୍କର ଏକ ଟୁଇଟ୍‌ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏହି ଟୁଇଟରରେ ସେ ପଠାନ ଫିଲ୍ମର ସଫଳତା ବିଷୟରେ…

‘ପଠାନ୍‌’ ଭାରତୀୟ ସିନେମାର ସବୁଠାରୁ ବଡ଼ ବ୍ଲକବଷ୍ଟର: ଆଲିଆ

ବମ୍ବେ: ରିଲିଜ ପରଠାରୁ ବ୍ୟବସାୟରେ ଗୋଟିଏ ପରେ ଗୋଟିଏ ରେକର୍ଡ କରୁଛି କିଙ୍ଗ ଖାନ୍‌ ଶାହାରୁଖଙ୍କ ଫିଲ୍ମ ‘ପଠାନ୍‌’। ଦର୍ଶକଙ୍କ ଭଲପାଇବା ମିଳୁଥିବାରୁ ଗୋଟିଏ ସପ୍ତାହରେ ଫିଲ୍ମଟି ୩୦୦ କୋଟି କ୍ଲବରେ ସାମିଲ ହୋଇଛି। ଏମିତିରେ ଅଭିନେତ୍ରୀ ଆଲିଆ ଭଟ୍ଟ ପ୍ରତିକ୍ରିୟା…

ରିଲିଜ୍‌ର ପ୍ରଥମ ସପ୍ତାହରେ ୬୦୦ କୋଟି ଆୟ କଲା ‘ପଠାନ୍‌’

ହିନ୍ଦୀ ସିନେମା ପାଇଁ ଚଳିତ ବର୍ଷ ଆରମ୍ଭ ଧମାକାଦାର ରହିଛି। ସୁପରଷ୍ଟାର ଶାହରୁଖ ଖାନଙ୍କ ଫିଲ୍ମ ‘ପଠାନ’ ବକ୍ସ ଅଫିସରେ ଜବରଦସ୍ତ ରୋଜଗାର କରି ବଲିଉଡକୁ ଏକ ବଡ ଲାଇଫଲାଇନ ଦେଇଛି। ଦୀର୍ଘ ଦିନ ପରେ ପ୍ରଶଂସକମାନେ କିଙ୍ଗ ଖାନଙ୍କ ପ୍ରତ୍ୟାବର୍ତ୍ତନକୁ…

ଏକ ଡାର୍କ ବଜେଟ, ମୋତେ ମାତ୍ର ଅଧଘଣ୍ଟା ଦିଅ ମୁଁ ଗରିବଙ୍କ ପାଇଁ କିପରି ବଜେଟ ପ୍ରସ୍ତୁତ କରାଯାଏ ଦେଖାଇଦେବି: ମମତା ବାନାର୍ଜୀ

କୋଲକତା,୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟକୁ ନେଇ ନରେନ୍ଦ୍ର ମୋଦି ସରକାର ଉପରେ ବର୍ଷିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନ ସହିତ ବଜେଟ ସଂଯୋଗ କରି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ…

ପୁଣି ବଦଳିବେ ବିଗ୍‌ବସ୍‌ ହୋଷ୍ଟ, ଟ୍ରୋଲିଂ ପରେ…

ବମ୍ବେ: ବିଗ୍‌ବସ୍‌ ଶେଷ ହେବାକୁ ଆଉ ମାତ୍ର ୧୨ ଦିନ ବାକି। ଏମିତିରେ ଶୋ’ର ହୋଷ୍ଟ ସଲମାନ୍‌ ଖାଁ କିଛିଦିନର ବ୍ରେକ୍‌ ନେଇଛନ୍ତି। ସେ ଫିନାଲେ ଏପିସୋଡ୍‌ ସୁଟ୍‌ କରିବେ। ସଲମାନଙ୍କ ଅନୁପସ୍ଥିତିରେ ଗତ ଓ୍ବିକେଣ୍ଡରେ କୋରିଓଗ୍ରାଫର ଫାରା ଖାଁ ନଜର…

ବଜେଟ ଉପସ୍ଥାପନବେଳେ ଏମିତି କିଛି କହିଦେଲେ ଅର୍ଥମନ୍ତ୍ରୀ: ପ୍ରଧାନମନ୍ତ୍ରୀ ବି ରୋକିପାରିଲେନି ହସ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଭାରତର ବଜେଟ ଉପସ୍ଥାପନ କରୁଥିଲେ। ଏହି ସମୟରେ ତାଙ୍କ ପାଟିରୁ ବାହାରିଥିବା ଏକ ଶବ୍ଦ ସମସ୍ତଙ୍କୁ ହସିବାକୁ ବାଧ୍ୟ କରିଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନ୍ୟ ବିରୋଧୀଦଳ ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?