Home Left

ମୃତ ଗାଈକୁ ଘୋଷାରି ନେଲା ପାଟ୍ରୋଲିଂ ଗାଡ଼ି: ସୁପରଭାଇଜର, ଚାଳକ ବହିଷ୍କୃତ

ଛତ୍ରପୁର,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଏପାସ୍‌ ଜାତୀୟ ରାଜପଥରେ ଗାଡ଼ି ଧକ୍କାରେ ଏକ ଗାଈର ମୃତ୍ୟୁ ଘଟିଥିଲା। ହେଲେ ଏନ୍‌ଏଚ୍‌ଏଆଇର ହାଇୱେ ପାଟ୍ରୋଲିଂ ଗାଡ଼ି ପଛପଟେ ଏକ ଦଉଡିରେ ମୃତ ଗାଈକୁ ବାନ୍ଧି ରାଜପଥରେ ଘୋଷାରି ଘୋଷାରି ନେଉଥିବା ଦେଖିବାକୁ ମିଳିଥିଲା…

ବିଷ ପିଇଲେ ଅଧ୍ୟାପକ

ଲୋଇସିଂହା,୨୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ହେବାରୁ…

ପୋଲିସ ନ ଶୁଣିବାରୁ ଇଚ୍ଛାମୃତ୍ୟୁ ପାଇଁ ଚିଠି ଲେଖିଲେ ପୀଡ଼ିତା

ଲକ୍ଷ୍ନୌ,୨୪।୧୦: ଦୀର୍ଘମାସ ଧରି ବଳାତ୍କାରର ଶିକାର ହୋଇଥିବା ଉତ୍ତରପ୍ରଦେଶ ପିଲିଭିଟ୍‌ ଅଞ୍ଚଳର ଜଣେ ମହିଳା ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖି ଅନୁମତି ମାଗିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁରାଣପୁର କୋଟ୍‌ଓ୍ବାଲି ପୋଲିସ ଗତ ୯ ତାରିଖରେ ମହିଳାଙ୍କ…

ମହିଳାଙ୍କୁ ସୁରକ୍ଷା ଦେବାରେ ବଘେଲ ସରକାର ବିଫଳ: ଭାଜପା

ଭୋପାଳ,୨୪।୧୦: ଛତିଶଗଡ଼ ମହେନ୍ଦ୍ରଗଡ଼ ଜିଲାର ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନର୍ସଙ୍କୁ ହାତଗୋଡ଼ ବାନ୍ଧି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ୩ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଅନ୍ୟଜଣେ…

ନେଦରଲାଣ୍ଡ ୯ ରନ୍‌ରେ ହାରିଲା…

ମେଲବୋର୍ନ,୨୪।୧୦ : ଟି-୨୦ ବିଶ୍ୱକପର ସୁପର-୧୨ରେ ସୋମବାର ନେଦରଲାଣ୍ଡ ଏବଂ ବାଲାଂଦେଶ ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ ୯ ରନ୍‌ରେ ହାରଛି। ହୋବାର୍ଟର ବେଲେରିଭା ଓଭାଲରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୪…

କାର୍‌ ସହ ୪୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୦: ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର…

ଦୀପାବଳିରେ ଏଠାରେ କୁକୁରଙ୍କୁ କରାଯାଏ ପୂଜା, ଦିଆଯାଏ ସ୍ବାଦିଷ୍ଟ ବ୍ୟଞ୍ଜନ

ଆମ ଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ବେଶ୍‌ ଉତ୍ସାହର ସହ ଆଲୋକର ପର୍ବ ଦୀପାବଳି ପାଳନ କରାଯାଇଥାଏ। ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଦୀପ ଜଳା ଯାଉଥିବା ବେଳେ ନେପାଳରେ ବି ଏହି ଉତ୍ସବ ପାଳନ କରାଯାଏ। ମାତ୍ର ଏଠାରେ ଏକ…

ହୋଟେଲରେ ଚାଲିଥିଲା ଜୁଆ ଖେଳ: ୭ ମହିଳାଙ୍କ ସହ ୨୯ ଗିରଫ, ୫୮ ଲକ୍ଷ ଜବତ

ନୂଆଦିଲ୍ଲୀ,୨୪।୧୦: ନୂଆଦିଲ୍ଲୀ କ୍ଲବ ରୋଡ ପଞ୍ଜାବୀବାଗ ସ୍ଥିତ ଏକ ହୋଟେଲରେ ଜୁଆ ଖେଳ ଚାଲିଥିବା ବେଳେ ଦିଲ୍ଲୀ ପୋଲିସ ଚଢାଉ କରି ୭ ଜଣ ମହିଳାଙ୍କ ସମେତ ୨୯ ଜଣଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ ୫୮.୫୭ ଲକ୍ଷ ଟଙ୍କା ସହ…

ନେଦରଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୪୫ ରନ୍‌…

ମେଲବୋର୍ନ,୨୪।୧୦ : ଟି-୨୦ ବିଶ୍ୱକପର ସୁପର-୧୨ ମ୍ୟାଚ୍‌ରେ ସୋମବାର ନେଦରଲାଣ୍ଡକୁ ବାଲାଂଦେଶ ଭେଟିଛି। ହୋବାର୍ଟର ବେଲେରିଭା ଓଭାଲରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ନେଦରଲାଣ୍ଡ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ନେଦରଲାଣ୍ଡ ଅଧିନାୟକ ସ୍କଟ୍‌ ଏଡଓ୍ବାର୍ଡଙ୍କ ନେତୃତ୍ୱରେ…

ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ

ଲହୁଣୀପଡ଼ା,୨୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇଛି। ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟ ଡାକ୍ତରଖାନାକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ କୋଇଡା…

୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍‌ ଭାଇଚାରାର ବାର୍ତ୍ତା ଦିଏ

ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା ମହୋତ୍ସବ ମହା ସମାରୋହରେ ଆୟୋଜିତ ହେବ ବୋଲି ପୂଜା କମିଟି ପକ୍ଷରୁ ରବିବାର ଏକ…

ମାଲଗାଡ଼ିର ୨୦ ବଗି ଲାଇନଚ୍ୟୁତ…

ଅମରାବତୀ,୨୪।୧୦ : ମହାରାଷ୍ଟ୍ରର ଅମରାବତୀରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଟିମଟାଲା-ମାଲକେଡ ରେଳ ଲାଇନରେ ବିଳମ୍ବିତ ରାତିରେ ଏକ ମାଲଗାଡ଼ିର ୨୦ ବଗି ଲାଇନଚ୍ୟୁତ ହୋଇଛି। ତେବେ ଏହି ଘଟଣାରେ କେହି ହତାହତ ହୋଇ ନାହାନ୍ତି। ଏହା ଯୋଗୁ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri