ଅଫ୍ଲାଇନ, ଅନ୍ଲାଇନରେ ସାମଗ୍ରୀ ବିକ୍ରି
କେନ୍ଦ୍ରାପଡ଼ା ଅଫିସ, ୧।୨: ସୁନେଲି ରଙ୍ଗର ବଣୁଆ ଘାସ କାଇଁଚ। ଏହି ଘାସ ଏବେ କେନ୍ଦ୍ରାପଡ଼ା ଜିଲାର ୧୮୬୪ ପରିବାରର ମହିଳାଙ୍କୁ ରୋଜଗାର ଦେବା ସହ ଏଥିରୁ ଉପତ୍ନ୍ନ ସାମଗ୍ରୀ ଦେଶ ବିଦେଶରେ ଚାହିଦା ବଢ଼ାଇଛି। ଏ ସମ୍ପର୍କରେ କାଇଁଚ କାରିଗର…
ଗରିବଙ୍କୁ ମନା ପ୍ରଧାନମନ୍ତ୍ରୀ ଆବାସ
କାଏମା,୧।୨(ଡି.ଏନ.ଏ.) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଗରିବଙ୍କ ପାଇଁ ନାନା ଯୋଜନା ପ୍ରଣୟନ କରିଛନ୍ତି। କେହି ଯେପରି ମାଟିକାନ୍ଥ, ଚାଳ ଛପର ଘରେ ନ ରହିବେ ସେଥିପାଇଁ ଆବାସ ଯୋଜନା ପ୍ରଣୟନ ହୋଇଛି। କିନ୍ତୁ ଯାଜପୁର ଜିଲାରେ ହିତାଧିକାରୀ…
ଭାରତୀୟ ଟପ୍ ଅର୍ଡର ଉପରେ ନଜର
ଅହମଦାବାଦ,୧।୨(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ଭାରତ ଓ ନ୍ୟୁଜିଲାଣ୍ଡ ଗୋଟିଏ ଲେଖାଏ ମ୍ୟାଚ ଜିତିଥିବାରୁ ସିରିଜ ଏବେ ୧-୧ ସ୍ଥିତିରେ ଅଛି। ତେଣୁ ତୃତୀୟ…
ସମୁଦ୍ର ଗର୍ଭରେ ମାଦଳି ଦ୍ୱୀପ ଅବକ୍ଷୟ
ମହାକାଳପଡ଼ା,୧।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଉପକୂଳ ଅଞ୍ଚଳ ମାଦଳି ଦ୍ୱୀପ ଅବକ୍ଷୟ ହେବାରେ ଲାଗିଛି। ଉକ୍ତ ଦ୍ୱୀପର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଧୀରେ ଧୀରେ ସମୁଦ୍ର ଗର୍ଭକୁ ଚାଲିଯାଉଛି। ଅପରପକ୍ଷରେ ଦିନ ଥିଲା ଏହି ବାଲୁକା…
ଟଙ୍କଧରଙ୍କ ସହ ଓଡ଼ିଶା ଏଫ୍ସିର ଚୁକ୍ତି
ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଫୁଟବଲ ଏକାଡେମୀର ସଦସ୍ୟ ଟଙ୍କଧର ବାଗ୍ଙ୍କ ସହ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ)ର ଅନ୍ୟତମ ପ୍ରତିଷ୍ଠିତ ଦଳ ଓଡ଼ିଶା ଏଫ୍ସି ଚୁକ୍ତି କରିଛି। ଏହି ଚୁକ୍ତି ଅଢ଼େଇ ବର୍ଷ ପାଇଁ ହୋଇଥିବା ଫ୍ରାଞ୍ଚାଇଜ୍ ପକ୍ଷରୁ ସ୍ପଷ୍ଟ କରାଯାଇଛି।…
ଜାତୀୟ ସିନିୟର ଭଲିବଲ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍ (ମହିଳା/ପୁରୁଷ) ଫେବୃୟାରୀ ୨ରୁ ଆରମ୍ଭ ହେବ। ଏଥିପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଉଭୟ ଦଳର ୧୨ ଜଣ ଲେଖାଏ ଖେଳାଳିଙ୍କ…
ଜିପିସିଙ୍କୁ ପାଉଣା ମିଳୁନି
ଯାଜପୁର ଅଫିସ,୧।୨: ଜଳ ଜୀବନ ମିଶନ (ଗ୍ରାମ୍ୟ) ଯୋଜନାରେ ନିୟୋଜିତ ବେସରକାରୀ ସଂସ୍ଥା ସିଇଡି (ସେଣ୍ଟର ଫର୍ ଏନ୍ଭାଇରନମେଣ୍ଟ ଆଣ୍ଡ୍ ଡେଭଲପ୍ମେଣ୍ଟ) ପକ୍ଷରୁ ପାଉଣା ଦିଆଯାଉ ନ ଥିବା ନେଇ ଅଭିଯୋଗ ହୋଇଛି। ଯାଜପୁର ଜିଲାର ବଡ଼ଚଣା, ସୁକିନ୍ଦା, ଦାନଗଦି ଓ…
ଆଜିଠୁ ବ୍ୟାସସରୋବର ମହୋତ୍ସବ
ଯାଜପୁର ଅଫିସ,୧।୨ : ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦରେ ରହିଛି ମହର୍ଷି ବ୍ୟାସଦେବ ମହାମୁନିଙ୍କ ଐତିହ୍ୟପୀଠ ବ୍ୟାସସରୋବର। ମହାମୁନି ବେଦବ୍ୟାସ ଏହି ସ୍ଥାନରେ ବସି ମହାକାବ୍ୟ ମହାଭାରତ ରଚନା କରିଥିଲେ ବୋଲି କିମ୍ବଦନ୍ତୀ ରହିଛି। ଲୋକମୁଖରେ ପ୍ରଚଳିତ ରହିଛି, ୧୮…
ହିମ ସ୍ଖଳନରେ ବିଶ୍ୱ ଚାମ୍ପିୟନ ସ୍କିଅରଙ୍କ ମୃତ୍ୟୁ
ଟୋକିଓ, ୧।୨(ଏପି): ସେଣ୍ଟ୍ରାଲ ଜାପାନ ଅନ୍ତର୍ଗତ ପାର୍ବତ୍ୟାଞ୍ଚଳରେ ହିମ ସ୍ଖଳନରେ ପୋତି ହୋଇ ବିଶ୍ୱ ଚାମ୍ପିୟନ ୩୧ ବର୍ଷୀୟ ହାଫ୍ପାଇପ୍ ସ୍କିଅର କାଇଲ ସ୍ମାଇନ୍ଙ୍କ ମୃତ୍ୟୁ ଘଟିଛି। ଯୁକ୍ତରାଷ୍ଟ୍ର ଆମେରିକା ଫ୍ରି ସ୍କି ଟିମ୍ ସୋସିଆଲ ମିଡିଆରେ ଏହି ୩୧ ବର୍ଷୀୟ…
କୋଟିଆ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର
ରାୟଗଡ଼ା ଅଫିସ,୧।୨: କୋରାପୁଟ ଜିଲା କୋଟିଆ ପରେ ଏବେ ରାୟଗଡ଼ା ଜିଲାରେ ଜବରଦଖଲ ଉଦ୍ୟମ କରୁଛି ଆନ୍ଧ୍ର ସରକାର। ଆପୋସ ସମାଧାନ ପାଇଁ ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ ସେମାନେ ଆସି ନ ଥିଲେ। ଏହାପରେ ଓଡ଼ିଶା ଅଧିକାରୀମାନେ ଉକ୍ତ…
ଓଡ଼ିଶାର ୫ ଖେଳାଳି ସାମିଲ
ବେଙ୍ଗାଲୁରୁ, ୧।୨: ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଙ୍ଗଳବାର ଭାରତୀୟ ଜୁନିୟର ମହିଳା ହକି ଦଳ ଘୋଷିତ ହୋଇଛି। ପ୍ରୀତି ଏବଂ ଋତଜା ଦାଦାସୋ ପିସାଲ ଯଥାକ୍ରମେ ଦଳର ଅଧିନାୟିକା ଓ ଉପ-ଅଧିନାୟିକା ନିଯୁକ୍ତ ହୋଇଛନ୍ତି। ଭାରତୀୟ ଦଳରେ ଓଡ଼ିଶାର ୫…
ମଧୁଶାଳା ସ୍ଥାନରେ ନିର୍ମାଣ ହେବ ଗୋଶାଳା: ଉମା ଭାରତୀ…
ଭୋପାଳ,୧।୨ : ଭାଜପାର ବରିଷ୍ଠ ନେତ୍ରୀ ଉମା ଭାରତୀ ମଧ୍ୟପ୍ରଦେଶରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ବୃଦ୍ଧି ହେବାର ଅନ୍ୟତମ କାରଣ ମଦ୍ୟପାନ ବୋଲି କହିଛନ୍ତି। ଭୋପାଳର ଏକ ମନ୍ଦିରରେ ତାଙ୍କର ଚାରି ଦିନର ରହଣି ଶେଷ କରିବା ପୂର୍ବରୁ ଉମା…

