Home Left

ବ୍ରତ ବିକିଲେ ସଂସାର ଚଳେ

ଗୋପ,୨୪।୧୦ (ଡି.ଏନ୍‌.ଏ.):ବୟସର ଅପରାହ୍ନରେ ପହଞ୍ଚତ୍ ଥିଲେ ସୁଦ୍ଧା ସଂସାର ଚଳାଇବାକୁ ହେଲେ କିଛି ନା କିଛି କରିବାକୁ ପଡ଼ିଥାଏ। ଆଖିକୁ ଭଲ ଦେଖାଯାଉ ନ ଥିଲେ ମଧ୍ୟ ପେଟ ପାଇଁ ସ୍ବାମୀ ସ୍ତ୍ରୀ ଗାଁ ଗାଁ ବୁଲି ବ୍ରତ ବିକ୍ରି କରିଥାନ୍ତି।…

ସମସ୍ତଙ୍କ ମୁହଁରେ କୋହଲିଙ୍କ ପ୍ରଶଂସା

ଟି୨୦ ବିଶ୍ୱକପ୍‌ରେ ରବିବାର ପାକିସ୍ତାନ ବିପକ୍ଷରେ ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିବାରୁ ବିରାଟ କୋହଲିଙ୍କ ପ୍ରଶଂସାରେ କ୍ରିକେଟ୍‌ ଜଗତ ଶତମୁଖ। ମାଷ୍ଟର ବ୍ୟାଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ବୀରେନ୍ଦ୍ର ସେହ୍ବାଗ, ମିଥାଲି ରାଜ୍‌, ହରଭଜନ ସିଂ ଏବଂ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ…

ଦୀପାବଳି ପାଇଁ ରାଜଧାନୀରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଆଲୋକର ପର୍ବ ଦୀପାବଳି ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଛି। କରୋନା ପ୍ରକୋପରେ ଦୀପାବଳି ଓ ପୂଜା ଦୀର୍ଘ ୨ ବର୍ଷ ଧରି ବନ୍ଦ ଥିବାରୁ ଚଳିତବର୍ଷ ଧୁମଧାମରେ ଏହାକୁ ପାଳନ କରିବେ ରାଜଧାନୀବାସୀ । ତେବେ ଏହାକୁ ଶାନ୍ତିଶୃଙ୍ଖଳାର ସହ ପାଳନ…

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର, ୨୪।୧୦ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବାକୁ ଉଦ୍ୟମ ଚାଲିଛି। ସ୍ବଚ୍ଛ, ସୁନ୍ଦର କରି ଗଢ଼ିତୋଳିବା ପାଇଁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି। ହେଲେ ଭିକାରି ଓ ଯାଯାବରଙ୍କ ପାଇଁ ସହରର ଛବି ମଳିନ ପଡୁଛି। ସହରରୁ ଭିକ୍ଷୁକଙ୍କୁ…

୫୦ବର୍ଷରେ ଶାନ୍ତିସ୍ତୂପ ଧଉଳି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଦେଶର ଅନ୍ୟତମ ବୌଦ୍ଧ ଐତିହ୍ୟ ଶାନ୍ତିସ୍ତୂପ ଧଉଳିକୁ ଆସନ୍ତା ୨୮ ତାରିଖରେ ୫୦ବର୍ଷ ପୂରୁଛି। ତେଣୁ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଜେଲରେ ଜଗବନ୍ଧୁଙ୍କୁ ଦେଖି କାନ୍ଦିଲେ ଅର୍ଚ୍ଚନା

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ):ବଡ଼ବଡ଼ିଆ, ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଦିନ କାଟୁଛନ୍ତି ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ…

ଆସିଲେଣି ୬୫ ପ୍ରଜାତିର ୧୯,୧୫୭ ପକ୍ଷୀ

ବାଲୁଗଁା,୨୪ା୧୦(ଡି.ଏନ୍‌.ଏ.):କିଛିଦିନ ହେବ ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଶୀତ ଅନୁଭୂତ ହୋଇଛି। ଫଳରେ ଚିଲିକାକୁ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ହେବାରେ ଲାଗିଛି। ରବିବାର ସୁଦ୍ଧା ଚିଲିକାକୁ ୬୫ ପ୍ରଜାତିର ୧୯,୧୫୭ ପକ୍ଷୀଙ୍କ ଆଗମନ ହୋଇଥିବା ବାଲୁଗଁା ବନ୍ୟପ୍ରାଣୀ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲରେ ସିଦ୍ଧିକ୍ଷା ଦ୍ୱିତୀୟ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ):ଦୁବାଇଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ୍‌ କଣ୍ଟେଷ୍ଟରେ ୨ୟ ରନର୍ସ ଅପ୍‌ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଯୁବତୀ ସିଧିକ୍ଷା ପ୍ରିୟଦର୍ଶିନୀ। ଏଥିସହ ଅନ୍ତର୍ଜାତୀୟ ମଡେଲ ଦୁନିଆରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ଧନତେରସ୍‌ ପାଇଁ ଝାଡୁ ଅଭାବ

ବାଲିଅନ୍ତା,୨୪।୧୦(ଡି.ଏନ୍‌.ଏ.): ଧନତେରସରେ ଝାଡୁ ଏବଂ ସୁନା କିଣିଲେ ଶୁଭ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ରବିବାର ଧନତେରସ ପାଇଁ ଝାଡୁର ଅଭାବ ଦେଖିବାକୁ ମିଳିଥିଲା। ବାଲିଅନ୍ତା ହାଟ ବଜାରରେ ଲୋକେ ଝାଡୁ କିଣିବା ପାଇଁ ଲାଇନ ଲଗାଇଥିଲେ। ବଜାରକୁ ଆସିଥିବା ମହିଳାମାନେ…

ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍‌ ତଥା ବାଇକର୍‌ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ ତାଙ୍କ ଆକର୍ଷଣୀୟ ବାଇକ୍‌ ନେଇ ଏଠାରେ ପହଞ୍ଚିବା ପରେ ପ୍ରଶଂସକମାନେ ଭିଡ଼ ଜମାଇଥିଲେ। ଏପରିକି…

ଭାରତୀୟ ପରମ୍ପରାରେ ଦୀପାବଳି

ଆମ ଦେଶ ଭାରତ ସାରା ଜଗତରେ ଦେବଭୂମି ରୂପେ କଥିତ। ବିଶ୍ୱକୁ ଆଧ୍ୟାତ୍ମିକ ଆଲୋକରେ ପ୍ରତିଭାତ କରୁଥିବା ଭାରତ ଅନେକ ପର୍ବପର୍ବାଣିର ଲୀଳାଭୂମି। ତନ୍ମଧ୍ୟରୁ ଦୀପାବଳି ଉତ୍ସବର ମହତ୍ତ୍ୱ ସର୍ବୋଚ୍ଚ ଓ ପ୍ରଧାନ। କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଏହି ଉତ୍ସବକୁ ଆମ…

ଦୀପାବଳିରେ ଭିଜିବ ଉପକୂଳ

ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri