Home Left

କ୍ୟାରିୟରର ଶ୍ରେଷ୍ଠ ଇନିଂସ କହିଲେ କୋହଲି

ମେଲବୋର୍ନ,୨୩ା୧୦: ପାକିସ୍ତାନ ବିପକ୍ଷ ସୁପର-୧୨ ମ୍ୟାଚରେ ଭାରତ ଅବିଶ୍ୱସନୀ ବିଜୟୀ ହୋଇଛି। ଏଥିରେ ୫୩ ବଲରୁ ଅପରାଜିତ ୮୨ ରନ୍‌ର ଦମ୍‌ଦାର ଇନିଂସ ଖେଳିଥିଲେ ପୂର୍ବତନ ଅଧିନାୟକ ବିରାଟ କୋହଲି। ୩୧ ରନ୍‌ରେ ଭାରତ ୪ ଉଇକେଟ ହରାଇଥିବା ବେଳେ କୋହଲି…

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା

ମେଲବୋର୍ନ,୨୩।୧୦:ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ସ୍ମରଣୀୟ ବିଜୟ ପରେ ହାର୍ଦ୍ଦିକ ପାଣ୍ଡ୍ୟା ଭାବପ୍ରବଣ ହୋଇପଡିଛନ୍ତି। ଏହି ଷ୍ଟାର ଅଲରାଉଣ୍ଡର ଟିମ ଇଣ୍ଡିଆର ବିଜୟରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ପ୍ରଥମ ବୋଲିଂରେ ସେ ମାତ୍ର ୩୦ ରନ…

ମହିଳାଙ୍କୁ ଚାପୁଡ଼ା ମାରିଲେ ମନ୍ତ୍ରୀ

ବେଙ୍ଗାଲୁରୁ,୨୩।୧୦: କର୍ନାଟକ ସରକାରଙ୍କ ଜଣେ ମନ୍ତ୍ରୀ ମହିଳାଙ୍କୁ ଚାପୁଡ଼ା ମାରି ଚର୍ଚ୍ଚାକୁ ଆସିଛନ୍ତି। ମନ୍ତ୍ରୀ ଚାପୁଡ଼ା ମାରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କର୍ନାଟକ ଗୃହ ମନ୍ତ୍ରୀ ଭି. ସୋମନ୍ନା ଚାମରାଜନଗର ଜିଲାର ଗୁଣ୍ଡଲୁପେଟ ତାଲୁକର ହଙ୍ଗାଲା ଗ୍ରାମରେ ଜମି…

ଦାନବାକ୍ସ ଭାଙ୍ଗି ନେଇଗଲେ ଟଙ୍କା

ବିନିକା, ୨୩ା୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା କପିଳେଶ୍ୱର ମନ୍ଦିରରେ ଥିବା ୩ ଦାନବାକ୍ସ ଭାଙ୍ଗି କେତେକ ଦୁର୍ବୃତ୍ତ ଲୁଟ୍‌ପାଟ୍‌ କରିଥିବା ବିନିକା ଥାନାରେ ଅଭିଯୋଗ ହୋଇଛି। ରବିବାର ଅନୁସନ୍ଧାନକାରୀ କୁକୁର ସହାୟତାରେ ପୋଲିସ ଘଟଣାର ତନାଘନା…

ଝୁମି ଉଠିଲେ ଅନୁଷ୍କା

ଟି-୨୦ ବିଶ୍ୱକପର ଏକ ରୋମାଞ୍ଚକର ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୪ ଉଇକେଟରେ ପରାସ୍ତ କରି ଦେଶବାସୀଙ୍କୁ ଏକ ଚମତ୍କାର ଦୀପାବଳି ଉପହାର ଦେଇଛି। ଭାରତର ଏହି ବିଜୟରେ ସମଗ୍ର ଦେଶ ଉଲ୍ଲସିତ ହୋଇପଡିଛି। ଏହି ବିଜୟର ହିରୋ ବିରାଟ କୋହଲିଙ୍କୁ…

ସ୍ତ୍ରୀଙ୍କୁ ହାଣି ହତ୍ୟା, ସ୍ବାମୀ ଫେରାର

ପାରଳାଖେମୁଣ୍ଡି,୨୩ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ସେରଙ୍ଗ ଥାନା ଅଧୀନ ବାଇଝଲ ନିକଟ କୁଣ୍ଡିଡା ଗ୍ରାମରେ ରବିବାର ପାରିବାରିକ କଳହରୁ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ କଟୁରି ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ଗୁଡି ଦଳବେହେରା।…

ଦୀପୋତ୍ସବ ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୩।୧୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ସରୟୁ ନଦୀ କୂଳରେ ଭବ୍ୟ ଦୀପୋତ୍ସବ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ମା’ ସରୟୁଙ୍କ ଆଳତୀ କରିଥିଲେ। ମୋଦି କହିଛନ୍ତି, ଅଯୋଧ୍ୟାରେ ଏଭଳି ଆୟୋଜନ ଆମର ସାଂସ୍କୃିକ ଜାଗରଣର ପ୍ରତିବିମ୍ବ। ଆଜି ଆମେ ଭାଗ୍ୟବାନ…

ଭଉଣୀଙ୍କୁ ମାଡ଼ମାରି ଜେଲ ଗଲେ ଭାଇ

ବ୍ରହ୍ମପୁର ଅଫିସ,୨୩ା୧୦: ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଭଉଣୀଙ୍କୁ ମାଡ଼ମାରିବା ଅଭିଯୋଗରେ ପୋଲିସ ତାଙ୍କ ଭାଇଙ୍କୁ ଗିରଫ କରିଛି। ସେ ହେଲେ ମହମ୍ମଦ ଜଲାଲ ସରିଫ। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୩୦୯/୨୨) ରୁଜୁ କରି ସରିଫଙ୍କୁ କୋର୍ଟ ଚାଲାଣ କରିଛି।…

ମା’ ଲକ୍ଷ୍ମୀଙ୍କ ମନ୍ଦିରରୁ ଧଳା ପେଚା ଉଦ୍ଧାର

ପୁରୀ ଅଫିସ,୨୩ା୧୦: ଧନତେରସ ଭଳି ପବିତ୍ର ଦିନରେ ଶ୍ରୀମନ୍ଦିର ପରିସରସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିରରୁ ଏକ ଧଳା ପେଚା ଉଦ୍ଧାର କରାଯାଇଛି। ମହାଲକ୍ଷ୍ମୀଙ୍କ ସେବାୟତ ମଧୁସୂଦନ ସିଂହାରୀ ରବିବାର ଏହି ଧଳା ପେଚାକୁ ଉଦ୍ଧାର କରି ଏକ ବ୍ୟାଗ୍‌ ଯୋଗେ ଶ୍ରୀମନ୍ଦିର…

ଦୁର୍ଘଟଣାରେ ଚାଲିଗଲା ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଜୀବନ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ପାରଳାଖେମୁଣ୍ଡିି,୨୩।୧୦(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ଠିକା ନିଯୁକ୍ତି ହଟାଇବା ପରେ ଅନିଶ୍ଚିତତା ମଧ୍ୟରେ ରହିଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀମାନେ ଗତ ଶନିବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିବା ପାଇଁ ପାରଳାଖେମୁଣ୍ଡି ଆସିଥିଲେ। ଆଲୋଚନା ସରିବା ପରେ ବିରିକୋଟ ଡାକ୍ତରଖାନାର ଷ୍ଟାଫନର୍ସ…

ମାତ୍ର ୧୮ ବର୍ଷରେ କାର୍‌ କିଣିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ଯେତେବେଳେ ୧୮ ବର୍ଷ ହୋଇଥିଲା ସେ ପ୍ରଥମଥର ଏକ କାର୍‌ କିଣିଥିଲେ। ଏହି କଥା ରବୀନା ଏକ ଶୋ’ରେ ପ୍ରକାଶ କରିଛନ୍ତି। ଏହି ଶୋ’ର ନାମ ‘କାରଖାନା’: ଖାଦ୍ୟ ଏବଂ ଅଟୋ ଶୋ’। ଏହି ଶୋ’କୁ…

କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ

ପାରଳାଖେମୁଣ୍ଡି,୨୩ା୧୦(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ଠିକା ନିଯୁକ୍ତି ହଟାଇବା ପରେ ଅନିଶ୍ଚିତତା ମଧ୍ୟରେ ରହିଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀମାନେ ଶନିବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିବା ପାଇଁ ପାରଳାଖେମୁଣ୍ଡି ଆସିଥିଲେ। ଆଲୋଚନା ସରିବା ପରେ ବିରିକୋଟ ଡାକ୍ତରଖାନାର ଷ୍ଟାଫନର୍ସ ପ୍ରେମାଦିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri