ଦୀପରେ ସଜାନ୍ତୁ ଘର
ଦୀପ ଜାଳି ପରିବାର ଲୋକଙ୍କ ସହ ଖୁସି ମନାଇବାର ଏକ ବିଶେଷ ମୁହୂର୍ତ୍ତ ହେଉଛି ଦୀପାବଳି। ସେଥିପାଇଁ ପ୍ରତିବର୍ଷ ଦୀପାବଳି ଅବସରରେ ବଜାରରେ ବିଭିନ୍ନ ପ୍ରକାର ଆକର୍ଷଣୀୟ ଦୀପର ସମ୍ଭାର ଦେଖିବାକୁ ମିଳିଥାଏ। ଆସନ୍ତୁ ଜାଣିବା ସେମିତି କେତୋଟି ଡେକୋରେଟିଭ ଦୀପ…
ଜୀଇଁ ଥିବାଯାଏ ଗାଉଥିବି: କଣ୍ଠଶିଳ୍ପୀ ମାନସୀ ପାତ୍ର
ପିଲାଟି ଦିନରୁ ସେ ଗୀତ ବୋଲିବାକୁ ଖୁବ୍ ଭଲ ପାଉଥିଲେ। ଯେବେ କିଏ ଲକ୍ଷ୍ମୀପୁରାଣ କି ସାବିତ୍ରୀ ବ୍ରତ କିମ୍ବା ରାଧାକୃଷ୍ଣ ବ୍ରତ ଆଦି ବହି ପଢ଼ିବାକୁ ଡାକୁଥିଲେ ସେ ଖୁସୀ ହୋଇପଡ଼ୁଥିଲେ । ସ୍କୁଲ ବୟସରୁ ସଂଗୀତ ଶିଖିବାର ନିଶା…
ବିଗ୍ ବି ଅମିତାଭ ଆହତ
ମୁମ୍ବାଇ: ବଲିଉଡର ମହାନାୟକ ଅମିତାଭ ବଚ୍ଚନ ଏବେ ଗେମ ଶୋ’ କୌନ ବନେଗା କରୋଡପତିରେ ନଜର ଆସୁଛନ୍ତି । ନିକଟରେ ସେ ତାଙ୍କ ବ୍ଲଗରେ କହିଥିଲେ କି କୌନ ବନେଗା କରୋଡପତି ସେଟ୍ରେ ସେ ସାମାନ୍ୟ ଆହତ ହୋଇଛନ୍ତି । ଅମିତାଭଙ୍କ…
ହଷ୍ଟେଲରେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦିଲେ ଛାତ୍ରୀ
ଠାକୁରମୁଣ୍ଡା,୨୩ା୧୦: ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀଙ୍କ କାନ୍ଦ ଦେଖି ସାଧାରଣରେ ଏପରି ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲାା…
୨ ଦଶନ୍ଧିରେ ୮ ବିଜେଡି ବିଧାୟକଙ୍କ ହ୍ୟାଟ୍ରିକ୍
ବ୍ରହ୍ମପୁର ଅଫିସ,୨୩।୧୦: ୨୦୦୦ରୁ ୨୦୧୯ ମସିହା ମଧ୍ୟରେ ୫ ବିଧାନସଭା ନିର୍ବାଚନ ହୋଇଛି। ଏହି ସମୟ ଭିତରେ ଗଞ୍ଜାମରୁ ୮ ବିଜେଡି ବିଧାୟକ ଲଗାତର ନିର୍ବାଚିତ ହୋଇ ହ୍ୟାଟ୍ରିକ୍ କରିଛନ୍ତି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ହିଞ୍ଜିଳି ଆସନରୁ ବିପୁଳ ଭୋଟରେ…
ପରିତ୍ୟକ୍ତ ଅବସ୍ଥାରେ ଗାନ୍ଧୀ ଉଦ୍ୟାନ
ଏରସମା,୨୩।୧୦(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟରେ ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିର୍ମିତ ଗାନ୍ଧୀ ଉଦ୍ୟାନ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି ା ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାର ପୁନରୁଦ୍ଧାର ପାଇଁ ଦାବି ହୋଇଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏରସମାର ଶିଶୁ ଓ କିଶୋରମାନଙ୍କ…
ମଡେଲିଂ ଦୁନିଆରେ ପ୍ରତିଷ୍ଠିତ ହେବାର ଲକ୍ଷ୍ୟ
ଓଡ଼ିଶା ମଡେଲିଂ ଦୁନିଆରେ ନିଜକୁ ଏକ ପରିଚିତ ତଥା ପ୍ରତିଷ୍ଠିତ ଚେହେରା ଭାବେ ଗଢ଼ିବା ତାଙ୍କର ସ୍ବପ୍ନ। ଏହାକୁ ସାକାର କରିବା ଲାଗି ସେ ଆରମ୍ଭ ଅରିଥିଲେ ପ୍ରସ୍ତୁତି। ଆଉ ୬ ବର୍ଷ ଉଦ୍ୟମ କରିବା ପରେ ଓଡ଼ିଶା ମିଷ୍ଟର ଫ୍ୟାଶନ…
ପାରଦ
ପାରଦର ଇଂଲିଶ୍ ନାମ ହେଉଛି ମର୍କ୍ୟୁରୀ। ନିଜର ଗତି ଏବଂ ଗତିଶୀଳତା ପାଇଁ ପରିଚିତ ଥିବା ରୋମାନ୍ ଦେବତା ମର୍କ୍ୟୁରୀଙ୍କ ନାମରେ ଏହାକୁ ନାମିତ କରାଯାଇଛି ବୋଲି କୁହାଯାଏ। ଏହାର ରାସାୟନିକ ନାମ Hg, ଯାହାକି ଲାଟିନ୍ ଶବ୍ଦ ହାଇଡ୍ରାର୍ଜିରମ୍ରୁ ଆସିଛି।…
ଇଏ ବି ପ୍ରେମ !
ଏକ ଶାଶ୍ୱତ, ନିଃସ୍ବାର୍ଥ ଓ ଦୃଢ଼ ବିଶ୍ୱାସର ପ୍ରତୀକ ହେଉଛି ପ୍ରେମ; ଯାହାକି ଦୁଇଟି ଅଚିହ୍ନା ଅଜଣା ମଣିଷ ଭିତରେ ଗଢ଼ିପାରେ ଏକ ନିବିଡ଼ ସମ୍ପର୍କର ଡୋରି। ହେଲେ ଆଜିର ଦୁନିଆରେ କେତେକ ପ୍ରେମୀଯୁଗଳଙ୍କ ପାଇଁ ଯେମିତି ବଦଳିଯାଉଛି ଏହାର ପରିଭାଷା……
ନଦୀଜଳରେ ଫେନୋଲିକ୍ ବିଷ
ଯାଜପୁର ଅଫିସ,୨୩।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀଜଳ ଅସୁରକ୍ଷିତ ହୋଇପଡ଼ିଛି। ସେଥିରେ ବିଷାକ୍ତ ଫେନୋଲିକ୍ କମ୍ପାଉଣ୍ଡ ମିଳୁଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର ରିପୋର୍ଟରୁ ଏହା ଜଣାପଡ଼ିଛି। ପ୍ରତ୍ୟେକ ଜଳ ନମୁନା ପରୀକ୍ଷାରେ…
ଭୁବନେଶ୍ୱରକୁ ଲମ୍ବିଛି ନକଲି ସସ୍ର ଚେର
କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୩।୧୦: ନକଲି ସାମଗ୍ରୀ ପ୍ରସ୍ତୁତି ନେଇ କଟକ ପରେ ଏହାର ଚେର ଭୁବନେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିବା ଜାଣିବାକୁ ମିଳିଛି। ଶନିବାର ମଲଗୋଦାମ ଥାନା ପୋଲିସ ମାଲ୍ଗୋଦାମରେ ଏକ ସସ୍ ଗୋଦାମରେ ଚଢ଼ାଉ କରିବାପରେ ଏହା ଭୁବନେଶ୍ୱରର ଏକ ଫ୍ୟାକ୍ଟ୍ରିରେ…
ଏପ୍ରିଲ ସୁଦ୍ଧା ଓଡ଼ିଆ ବିଶ୍ବବିଦ୍ୟାଳୟ କାର୍ଯ୍ୟ ସରିବ
ସାକ୍ଷୀଗୋପାଳ,୨୩।୧୦(ଡି.ଏନ୍.ଏ/ସ୍ବ.ପ୍ର.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣଧୀନ ଓଡ଼ିଆ ବିଶ୍ବବିଦ୍ୟାଳୟର…
Archives


