ନଦୀଜଳରେ ଫେନୋଲିକ୍ ବିଷ
ଯାଜପୁର ଅଫିସ,୨୩।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀଜଳ ଅସୁରକ୍ଷିତ ହୋଇପଡ଼ିଛି। ସେଥିରେ ବିଷାକ୍ତ ଫେନୋଲିକ୍ କମ୍ପାଉଣ୍ଡ ମିଳୁଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର ରିପୋର୍ଟରୁ ଏହା ଜଣାପଡ଼ିଛି। ପ୍ରତ୍ୟେକ ଜଳ ନମୁନା ପରୀକ୍ଷାରେ…
ଭୁବନେଶ୍ୱରକୁ ଲମ୍ବିଛି ନକଲି ସସ୍ର ଚେର
କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୩।୧୦: ନକଲି ସାମଗ୍ରୀ ପ୍ରସ୍ତୁତି ନେଇ କଟକ ପରେ ଏହାର ଚେର ଭୁବନେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିବା ଜାଣିବାକୁ ମିଳିଛି। ଶନିବାର ମଲଗୋଦାମ ଥାନା ପୋଲିସ ମାଲ୍ଗୋଦାମରେ ଏକ ସସ୍ ଗୋଦାମରେ ଚଢ଼ାଉ କରିବାପରେ ଏହା ଭୁବନେଶ୍ୱରର ଏକ ଫ୍ୟାକ୍ଟ୍ରିରେ…
ଏପ୍ରିଲ ସୁଦ୍ଧା ଓଡ଼ିଆ ବିଶ୍ବବିଦ୍ୟାଳୟ କାର୍ଯ୍ୟ ସରିବ
ସାକ୍ଷୀଗୋପାଳ,୨୩।୧୦(ଡି.ଏନ୍.ଏ/ସ୍ବ.ପ୍ର.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣଧୀନ ଓଡ଼ିଆ ବିଶ୍ବବିଦ୍ୟାଳୟର…
ନୀଳଗିରିରେ ୧୨ ଶିଶୁ ଅପପୁଷ୍ଟିର ଶିକାର: ୨ ସୁସ୍ଥ ହୋଇ ଘରକୁ ଫେରିଲେ
ନୀଳଗିରି, ୨୩।୧୦(ସ୍ବ.ପ୍ର.): ଅପପୁଷ୍ଟି ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ଯୋଜନା ମଧ୍ୟରେ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ଏବେବି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଶିଶୁମାନେ ଅପପୁଷ୍ଟିର ଶିକାର ହେଉଛନ୍ତି। ନୀଳଗିରି ଅଞ୍ଚଳରେ ୧୨ଜଣ ଶିଶୁ ଅପପୁଷ୍ଟିର ଶିକାର ହୋଇ ସ୍ଥାନୀୟ…
ଭରା ନଦୀରେ ବାଜି ଲାଗୁଛି ଜୀବନ
ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା ହଇରାଣ…
ବିଗୁଡୁଛି ଗହୀରମଥା ପରିବେଶ
କେନ୍ଦ୍ରାପଡ଼ା ଅଫିସ, ୨୩।୧୦: ଜାତୀୟ ଉଦ୍ୟାନ ଭିତରକନିକା ନିକଟ ହୁଇଲର ଦ୍ୱୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଶୁକ୍ରବାର ହୋଇଛି। ଦି ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ (ଡିଆର୍ଡିଓ) ପକ୍ଷରୁ ଦୁଇମାସ ମଧ୍ୟରେ ଲଗାତର ମିଶାଇଲ ପରୀକ୍ଷଣ ଜାରି…
ଅଳଙ୍କାର କିଣିବାକୁ ଆକର୍ଷଣୀୟ ସୁବିଧା
ଭୁବନେଶ୍ୱର,୨୩।୧୦: ଗତ ୨ ବର୍ଷ ପରେ ଚଳିତ ବର୍ଷ ଏକ ସୁସ୍ଥ ପରିବେଶରେ ଧନ୍ତେରସ ପାଳନ ପାଇଁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପରିକି ଗତ ୩ ବର୍ଷ ତୁଳନାରେ ଚଳିତ ବର୍ଷର ସୁନା, ରୁପା ବହୁତ…
ବଢ଼ିଲା ସୁନା, ରୁପା ଦର
ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଧନ ତ୍ରୟୋଦଶୀ ବା ଧନ୍ ତେରସ୍ରେ ସୁନା ଓ ରୂପା କିଣିଲେ ଘରକୁ ଲକ୍ଷ୍ମୀଙ୍କ ବିରାଜମାନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଏହି ଦିନରେ ସୁନାରୂପା ବ୍ୟବସାୟ ଅଧିକମାତ୍ରାରେ ହୋଇଥାଏ। ଚଳିତବର୍ଷ ରବିବାର ଧନ୍ତେରସ ପଡ଼ୁଥିବାରୁ ଜୁଏଲେରୀ…
ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ
ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍ତେରସରେ ଧନପ୍ରାପ୍ତି ଓ…
ଝାଡ଼ୁ କିଣିବାକୁ ଶୁଭ ମନେ କରାଯାଏ
ଧନତେରସ ଦିନରେ ଝାଡ଼ୁ କିଣିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ ଏହି ଦିନ ଝାଡ଼ୁ କିଣିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ ବାସସ୍ଥାନ ଘରେ ରହିଥାଏ। ହେଲେ ଝାଡ଼ୁ କିଣିବା ପୂର୍ବରୁ ଏହାର କିଛି ନିୟମ ଥିବା…
ଗ୍ରାହକଙ୍କୁ ଆକୃଷ୍ଟ ପାଇଁ ଆକର୍ଷଣୀୟ ଅଫର
ଭୁବନେଶ୍ୱର,୨୩।୧୦: ଧନ୍ତେରସ କେବଳ ସହରରେ ନୁହେଁ, ଗାଁରେ ମଧ୍ୟ ପାଳନ କରାଯାଉଛି। କାରଣ ପୂର୍ବକାଳରୁ ବିଶ୍ୱାସ ରହିଛି ଯେ ଧନ୍ତେରସରେ ନିଜ ସକ୍ଷମ ଅନୁସାରେ ସୁନା ହେଉ କିମ୍ବା ରୁପା ଅଥବା ଅନ୍ୟାନ୍ୟ ଧାତୁ ସମ୍ବନ୍ଧିତ ବସ୍ତୁ କିଣିଲେ ଧନପ୍ରାପ୍ତି ସାଙ୍ଗକୁ…
ରାସ୍ତାରେ ଟ୍ରକ୍ ରଖି କରୁଥିଲେ ରୋଷେଇ, ହୁ ହୁ ହୋଇ ଜଳିଲା
ପାଟଣା,୨୩।୧୦(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜ ପଥ ଖୁରେଇ ଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ଅଘଟଣ ଘଟିଛି। ସେଠାରେ ଏକ ୧୪ ଚକିଆ ଟ୍ରକ୍ ହୁତୁ ହୁତୁ ହୋଇ ଜଳି ଯାଉଥିବା…
Archives


