କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି ରେଳ ବିଭାଗର ବର୍ଦ୍ଧିତ ଖର୍ଚ୍ଚ। ଗତ ଦଶନ୍ଧି ମଧ୍ୟରେ ରେଳବିଭାଗ ଏହାର ନେଟ୍ଓ୍ବର୍କ ଏବଂ…
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ ସମସ୍ତଙ୍କୁ…
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ। ଏହି ମହୋତ୍ସବରେ ୧୧ଦିନ ବ୍ୟାପୀ ବରଗଡ଼ରେ ଚାଲିବ କଂସ ରାଜୁତି। ବରଗଡ଼ ସହର ମଥୁରାନଗରୀ…
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା। ଏହାକୁ ନେଇ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ସମେତ…
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ…
‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…
ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ଅଭିଯୋଗ କରିଥିଲେ ଯେ ଭାଜପା ଧର୍ମନିରପେକ୍ଷତା ବା ସେକ୍ୟୁଲାରିଜମର ଧାରଣାକୁ ଗ୍ରହଣ କରେ ନାହିଁ…
BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ
ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ କରିଛନ୍ତି। ସୀମା ସୁରକ୍ଷା ବାହିନୀ ଆଇନ, ୧୯୬୮ ଅନୁଯାୟୀ ପ୍ରଦତ୍ତ କ୍ଷମତା ବ୍ୟବହାର କରି…
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି ହୋଇ ପଡ଼ିଥାଏ। ଏହି ଜଳପ୍ରପାତ ରାଜ୍ୟ ସରକାରଙ୍କ ଦ୍ୱାରା ପର୍ଯ୍ୟଟନୀସ୍ଥଳୀର ମାନ୍ୟତା ପାଇଛି।…
ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…
ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ ଭାବରେ ପାଳନ କରିବା ସମାନ। ଏହାଦ୍ୱାରା ଘରେ ପ୍ରେମ, ଆନନ୍ଦ ଓ ସକାରାତ୍ମକ ଶକ୍ତି…
ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ
କେପଟାଉନ୍,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍ଭିନ୍ ଚଳାଇଛି। ଆକ୍ରମଣକାରୀ କିଏ ଓ କାରଣ କ’ଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପୋଲିସ…
ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ କଲୋନୀ ସାହିର ନଞ୍ଜା…
Archives


