Home Left

ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଇକୋ ରିଟ୍ରିଟ୍‌ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୩ା୧୦(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ତାପମାତ୍ରା ତଳମୁହାଁ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାର୍ବଣ ଋତୁରେ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ହେଇଛି। ଅଞ୍ଚଳରେ ଥିବା ହୋଟେଲ ରେଷ୍ଟୁରାଣ୍ଟରେ ବି ଭିଡ଼…

ଆଜି ଧନ୍‌ତେରାସ, ଯଦି ସୁନାରୂପା କିଣିବାକୁ ଅସମର୍ଥ ତା’ହେଲେ ଘରକୁ ଆଣନ୍ତୁ…

ସୁଖ ସମୃଦ୍ଧିର ପର୍ବ ଦୀପାବଳି। ଏହାର ପୂର୍ବରୁ ପଡିଥାଏ ଧନ୍‌ତେରାସ। ବିଶ୍ୱାସ ରହିଛି ଧନ୍‌ତେରାସ ହେଉ ଅବା ଦୀପାବଳି ଦିନ ଯଦି ସୁନା ରୂପା ଅଳଙ୍କାର କିଣାଯାଏ କିମ୍ବା କୌଣସି ନୂଆ ଜିନିଷକୁ କିଣି ଘରକୁ ଅଣାଯାଏ ତା’ହେଲେ ମହାଲକ୍ଷ୍ମୀ ପ୍ରସନ୍ନ…

ଦୃଷ୍ଟିବାଧିତ ଶିକ୍ଷାର୍ଥୀଙ୍କ ଗହଣରେ ଦୀପାବଳି ପାଳିଲା ବିଏମ୍‌ସି

ଭୁବନେଶ୍ୱର, ୨୩।୧୦ (ବ୍ୟୁରୋ): ସନ୍ଥ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟରେ ବିଏମ୍‌ସି ପକ୍ଷରୁ ଶନିବାର ପାଳନ ହୋଇଛି ଦୀପାବଳି ପର୍ବ। ମେୟର ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଡେପୁଟି ମେୟର ମଞ୍ଜୁଲତା କଅଁର, କମିଶନର ବିଜୟ…

୯୫ ଥର ରିଜେକ୍ଟ ହୋଇଥିଲେ ଯୁବକ: ଏଭଳି ଉପାୟ ଆପଣାଇଲେ ଯେ ୫ ଦିନରେ ମିଳିଲା ଚାକିରି 

ପାଠପଢ଼ା ସରିବା ପରେ ସମସ୍ତେ ଭଲ ଚାକିରିଟିଏ ମିଳୁ ବୋଲି ଚାହାନ୍ତି। ହେଲେ ଅନେକ ଥର ପ୍ରୟାସ କରିବା ସତ୍ତ୍ୱେ ଚାକିରିଟିଏ ମିଳି ନ ଥାଏ। ଲଣ୍ଡନରେ ଜଣେ ଯୁବକଙ୍କ ସହ ସେଭଳି କିଛି ହୋଇଥିଲା। ତାଙ୍କୁ ଗୋଟିଏ କିମ୍ବା ଦୁଇଟି…

ସଲମାନଙ୍କୁ ଡେଙ୍ଗୁ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ସଲମାନ ଖାନ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି। ନାୟକଙ୍କ ଚିକିତ୍ସା ଜାରିଥିବାବେଳେ ସେ ଧୀରେ ଧୀରେ ସୁସ୍ଥ ହେଉଥିବା ଖବର ପ୍ରକାଶ ପାଇଛି। ତେବେ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବାରୁ ବିଗ୍‌ବସ୍‌ ସିଜନ୍‌ ୧୬ର ଓ୍ବିକେଣ୍ଡ୍‌କା ବାର୍‌ରେ ସେ…

‘ମୋତେ ନାଚ ଆସେନି’

ମୁମ୍ବାଇ: କମଲି, ଚିକ୍‌ନି ଚମେଲି, ଶିଲାକି ଜଓ୍ବାନୀ, କାଲା ଚଷମା, ମାଶାଲାହ, ଆଫଗାନ ଜଲେବି ଭଳି ଅନେକ ହିଟ୍‌ ଗୀତ ସିନେପ୍ରେମୀଙ୍କୁ ଭେଟି ଦେଇଛନ୍ତି ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଏହାସତ୍ତ୍ୱେ କ୍ୟାଟ୍ରିନାଙ୍କୁ ନାଚ ଜଣା ନାହିଁ ବୋଲି ନାୟିକା ଜଣଙ୍କ…

ଆଇଏଫ୍‌ଏଫ୍‌ଆଇରେ ଓଡ଼ିଆ ଫିଲ୍ମ ‘ପ୍ରତୀକ୍ଷା’

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ୫୩ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ (ଆଇଏଫ୍‌ଏଫ୍‌ଆଇ)ର ଭାରତୀୟ ପାନୋରାମା ବିଭାଗରେ ସ୍ଥାନ ପାଇଛି ଏକମାତ୍ର ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ଏହି ଫେଷ୍ଟିଭାଲ ‘ଜୟ ଭୀମ୍‌’,…

ଆଇନ ମନ୍ତ୍ରୀଙ୍କ ଧମକ ପରେ ସମ୍ବିଧାନର ପାଠ ପଢାଇଲେ ରାଜ୍ୟପାଳ

ଥିରୁଭାନନ୍ତପୁରମ,୨୩ ।୧୦: କେରଳରେ ରାଜ୍ୟ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ କଥା କଟାକଟି ଲଗାତାର ଜାରି ରହିଛି । ତାଜା ଘଟଣାକ୍ରମରେ ଆଇନ ମନ୍ତ୍ରୀ ପି ରାଜୀବ ଯେ କି ରାଜ୍ୟପାଳ ଆରିଫ ମହମ୍ମଦଙ୍କୁ ଚେତାବନୀ ଦେଇ କହିଥିଲେ ସେ ତାଙ୍କ…

ଆଜି ଧନ୍‌ତେରସ: ଆଶାଠାରୁ ଅଧିକ ହେବ ବ୍ୟବସାୟ…

ନୂଆଦିଲ୍ଲୀ,୨୩।୧୦: ଚଳିତ ବର୍ଷର ଧନ୍‌ତେରସ କାରବାର ପାଇଁ ଉଭୟ ବ୍ୟବସାୟୀ ଓ ଗ୍ରାହକଙ୍କ ମନରେ ଉତ୍ସାହ ଭରି ରହିଛି। ଏପରିକି ଚଳିତ ବର୍ଷ ଉଭୟ ସୁନା ଦର ଓ ସଂକ୍ରମଣ ତଳମୁହଁା ରହିଥିବାରୁ ବ୍ୟବସାୟ ୨୦୧୯-୨୦ ଅପେକ୍ଷା ୨୦% ବୃଦ୍ଧି ପାଇବ…

ହଷ୍ଟେଲରେ ରହି ଚୋରି କରୁଥିଲେ ଏମ୍‌ବିଏ ଛାତ୍ରୀ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଏକ ପ୍ରତିଷ୍ଠିତ ଘରୋଇ ବିଶ୍ୱବିଦ୍ୟାଳୟରେ ଏମ୍‌ବିଏ ପଢ଼ୁଥିଲେ ମଧ୍ୟ ଅୟସ ଜୀବନ ବିତାଇବା ଲାଗି ଚୋରି ପେସାକୁ ଆପଣାଇଥିଲେ। ହଷ୍ଟେଲରେ ରହି ଅନ୍ୟମାନଙ୍କ ଲାପ୍‌ଟପ୍‌, ମୋବାଇଲ୍‌ ଫୋନ୍‌ ଆଦି ଚୋରି କରୁଥିଲେ। ଶେଷରେ ପୋଲିସ ହାତରେ ଧରାପଡିଛନ୍ତି ସମ୍ପୃକ୍ତ ଏମ୍‌ବିଏ…

ଗୋଟିଏ କଳା ସେଓର ଦାମ୍‌ରେ କିଣିପାରିବେ ୫ ପ୍ରକାର ଫଳ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା

ସାଧାରଣତଃ ସେଓ ପ୍ରାୟ ସମସ୍ତେ ଦେଖିଥିବେ। ମାତ୍ର ବ୍ଲାକ୍‌ ଡାଏମଣ୍ଡ ଆପଲ ବା କଳା ହୀରା ସେଓ ହୁଏତ କମ୍‌ ଲୋକ ଦେଖିଥିବେ। ଆପଣ ଭାବୁଥିବେ ଏହି ସେଓରେ କେହି ବୋଧେ ରଙ୍ଗ ବୋଳି ଦେଇଛି। କିନ୍ତୁ ନା ପ୍ରାକୃତିକ ରୂପରେ…

୧୦ ସରକାରୀ ମେଡିକାଲ କଲେଜରେ ୪୦୦ ଶିକ୍ଷକ ପଦବୀ ଖାଲି

କଟକ ଅଫିସ,୨୩।୧୦: ରାଜ୍ୟରେ ସରକାରୀ ମେଡିକାଲ କଲେଜ ସଂଖ୍ୟା ୧୦ରେ ପହଞ୍ଚିଛି। କିନ୍ତୁ ମେଡିକାଲ ପାଠ ପଢ଼ାଇବା ନିମନ୍ତେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାର ନୂତନ ନିଯୁକ୍ତି ସହ ପଦୋନ୍ନତି ମାଧ୍ୟମରେ ଖାଲିଥିବା ଶିକ୍ଷକ ପଦ ପୂରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri