ଜେଲରୁ ଚିଠି ଲେଖିଲେ ସୁକେଶ ଚନ୍ଦ୍ରଶେଖର, ଜ୍ୟାକଲିନଙ୍କ ସମ୍ପର୍କରେ ଖୋଲିଲା ରାଜ
ନୂଆଦିଲ୍ଲୀ,୨୩ ।୧୦: ଠକ ସୁକେଶ ଚନ୍ଦ୍ରଶେଖର ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଏବେ ଦିଲ୍ଲୀର ମଣ୍ଡୋଲି ଜେଲରେ ବନ୍ଦ ରହିଛନ୍ତି । ସୁକେଶଙ୍କ ସହ ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ପର୍ନାଡିଜ ବି ଏହି ଅଭିଯୋଗରେ ଫସି…
ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ,କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍..
ନୂଆଦିଲ୍ଲୀ,୨୩।୧୦: ଟି୨୦ ବିଶ୍ୱକପ୍ ୨୦୨୨ରେ ରବିବାରଠାରୁ ନିଜର ମିଶନ୍ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ମେଲବୋର୍ନରେ ଭାରତ ପାକିସ୍ତାନ ସହ ସୁପର-୧୨ ମୁକାବିଲାର ପ୍ରଥମ ମ୍ୟାଚ୍ ଖେଳିବ। ଅଧିନାୟକ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍କୁ ଜିତିବା ଲକ୍ଷ୍ୟରେ…
କାମ ମିଳୁନାହିଁ, ଯୋଜନା ଅପହଞ୍ଚ
ସୋନପୁର,୨୩।୧୦: ରାଜ୍ୟର ୧୧ଟି ଦାଦନପ୍ରବଣ ଜିଲା ମଧ୍ୟରୁ ସୁବର୍ଣ୍ଣପୁର ଅନ୍ୟତମ। ଏହି ଜିଲାରେ ଦାଦନ ଚାଲାଣ ହୁଏନାହିଁ ବୋଲି ଜିଲା ପ୍ରଶାସନ ପୂର୍ବରୁ ବାହୁସ୍ଫୋଟ ମାରୁଥିଲା। କିନ୍ତୁ କରୋନା ମହାମାରୀ ପ୍ରଶାସନର ଦାବିକୁ ଭୁଲ୍ ପ୍ରମାଣିତ କରିଥିଲା, ଯେତେବେଳେ ୧୫,୦୦୦ରୁ ଊର୍ଦ୍ଧ୍ୱ…
ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ବଡ ଧରଣର ସଡ଼କ ଦୁର୍ଘଟଣା, ୪ ମୃତ ୪୨ରୁ ଅଧିକ ଗୁରୁତର ଆହତ
ଲକ୍ଷ୍ନୌ,୨୩ ।୧୦: ଇଟାୱା ଜିଲାର ସୈଫଇ ସ୍ଥିତ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେର ଚ୍ୟାନେଲ ନମ୍ବର ୧୦୩ ନିକଟରେ ଦ୍ରୁତ ଗତିରେ ଯାଉଥିବା ଡବଳ ବସ ଆଗରେ ଯାଉଥିବା ଏକ କଣ୍ଟେନରକୁ ଧକ୍କା ଦେବା ଫଳରେ ଏକ ବଡ ଦୁର୍ଘଟଣା ଘଟିଛି ।…
ବିବାହ ପାଇଁ ପ୍ରଥମେ ଅରବାଜଙ୍କୁ ପ୍ରପୋଜ କରିଥିଲେ ମଲାଇକା
ମୁମ୍ବାଇ: ବଲିଉଡର ବଡ ବଡ ଅଭିନେତ୍ରୀଙ୍କୁ ଟକ୍କର ଦେଉଥିବା ଅଭିନେତ୍ରୀ ମଲାଇକା ଆରୋରା ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି । ୨୩ ଅକ୍ଟୋବର ମଲାଇକାଙ୍କ ଜନ୍ମଦିନ ହୋଇଥିବା ବେଳେ ଏବେ ସେ ତାଙ୍କର ୪୯ ତମ ଜନ୍ମଦିନ ପାଳନ କରୁଛନ୍ତି…
‘ବାହୁବଳୀ’ ପରେ ପ୍ରଭାସଙ୍କ ନିକଟକୁ ଆସିଥିଲା ୬ ହଜାର ବିବାହ ପ୍ରସ୍ତାବ
ମୁମ୍ବାଇ: ଫିଲ୍ମ ‘ବାହୁବଳୀ’ରୁ ମନୋରଞ୍ଜନ ଦୁନିଆରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ପ୍ରଭାସ ରବିବାର ଅର୍ଥାତ୍ ୨୩ ଅକ୍ଟୋବରରେ ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି । ପ୍ରଭାସ ୪୩ ବର୍ଷରେ ପାଦ ରଖିଛନ୍ତି । ଏବେ ସେ ତାଙ୍କ…
କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଆଜି ପହଞ୍ଚିବ ତେଲେଙ୍ଗାନା
ନୂଆଦିଲ୍ଲୀ,୨୩ ।୧୦: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା ରବିବାର କର୍ନାଟକର ରାୟଚୁରରୁ ତେଲେଙ୍ଗାନାର ଗୁଡେବେଲ୍ଲୁର ପହଞ୍ଚିବ । ତେଲେଙ୍ଗାନାରେ ଏହି ପଦଯାତ୍ରା ମହବୁବନଗରର ଗୁଡେବେଲ୍ଲୁରରୁ ଆରମ୍ଭ ହେବ । କଂଗ୍ରେସର ତେଲେଙ୍ଗାନା ମୁଖ୍ୟ କର୍ନାଟକ-ତେଲେଙ୍ଗାନା ସୀମାରେ ଏହି…
ସପ୍ତାହରେ ୪୦୦ ଉଦ୍ଧାର
୧୯୮୦ ଓ ୯୦ ଦଶକର ପ୍ରାରମ୍ଭରେ ଅବିଭକ୍ତ ବଲାଙ୍ଗୀର ଦେଶର ଦରିଦ୍ରତମ ଜିଲାଗୁଡ଼ିକ ମଧ୍ୟରେ ପରିଗଣିତ ହେଉଥିଲା। ବିଗତ ୨ ଦଶନ୍ଧି ହେଲା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହାସତ୍ତ୍ୱେ ଗ୍ରାମାଞ୍ଚଳରେ ସରକାରୀ ସ୍ତରରେ…
ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା
ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଓଡ଼ିଆ…
ମାଳ ବଦଳରେ ନୋଟ୍ର ଶେଯ ପିନ୍ଧିଲେ ପାକିସ୍ତାନୀ ବର! ଛିଡ଼ା ହେବା ମାତ୍ରେ…
ନିଜର ବିବାହକୁ ସ୍ମରଣୀୟ କରିବାକୁ କିଏ ବା ନ ଚାହେଁ। ଏଥିଲାଗି ଲୋକେ ଏବେ ବିଭିନ୍ନ କୌଶଳ ଆପଣାଉଛନ୍ତି। କାରଣ ଏହା ଜୀବନରେ ଥରଟିଏ ହୁଏ। ଏହି କ୍ରମରେ ଜଣେ ପାକିସ୍ତାନୀ ବର ତାଙ୍କ ବିବାହ ଦିନ ଏଭଳି କିଛି କରିଛନ୍ତି,…
ଗଜରଙ୍ଗବାଲିଙ୍କୁ ନିଗମ ପ୍ରଶାସନ ପକ୍ଷରୁ ଜଳକର ନୋଟିସ ଜାରି, ପୈଠ ପାଇଁ ୧୫ ଦିନ ସମୟ…
ରାୟପୁର,୨୨।୧୦ : ଛତିଶଗଡକୁ ମାତା କୌଶଲ୍ୟାଙ୍କ ସହର କୁହାଯାଏ। ଏହା ମଧ୍ୟ ଭଗବାନ ଶ୍ରୀ ରାମଙ୍କ ଆଈଙ୍କ ଘର। ଶ୍ରୀ ରାମଙ୍କ ଆଈଙ୍କ ଘରେ ରାମଙ୍କ ଭକ୍ତ ପ୍ରଭୁ ହନୁମାନଙ୍କ ପାଇଁ ଏକ ନୋଟିସ ଜାରି କରାଯାଇଛି। ବଜରଙ୍ଗବାଲିଙ୍କ ଏହି ନୋଟିସ…
ଡକାୟତି ଯୋଜନା ପଣ୍ଡ: ମାରଣାସ୍ତ୍ର ଜବତ, ୭ ଗିରଫ
ହିଞ୍ଜିଳିକାଟୁ,୨୨ା୧୦(ଡି.ଏନ୍.ଏ.): କିଛିଦିନ ହେବ ହିଞ୍ଜିଳି ଅଞ୍ଚଳରେ ଆତଙ୍କରାଜ ଚଳାଇଥିବା ଏକ ଡକାୟତି ଗ୍ୟାଙ୍ଗକୁ ସ୍ଥାନୀୟ ପୋଲିସ କାବୁ କରିବା ସହ ସେମାନଙ୍କଠାରୁ ୨ଟି ପିସ୍ତଲ, ୪ ବୋମା, ୨ ଖଣ୍ଡା ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ହିଞ୍ଜିଳିକାଟୁ କେନାଲ ସାହିର…
Archives


