କୁମ୍ଭାରୀପଦର ଭୂସ୍ଖଳନ ଘଟଣା: ପରୀକ୍ଷା ପାଇଁ ଗଲା ମାଟି, ପଥର
ଦାରିଙ୍ଗବାଡ଼ି,୨୨ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ନିକଟରେ ଥିବା ପାହାଡ଼ ଭୁସ୍ଖଳନ ଘଟଣାରେ ଶନିବାର ବ୍ରହ୍ମପୁର ମାଇନ୍ସ ଏବଂ ଭୂତତ୍ତ୍ୱବିତ୍ ନିର୍ଦ୍ଦେଶାଳୟରୁ ଏକ ୪ ଜଣିଆ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଭୂତତ୍ତ୍ୱବିତ୍ ଲାଜଓ୍ବନ୍ତି ଦେବୀଙ୍କ ସହ ଦାରିଙ୍ଗବାଡ଼ି…
ରଣନୀତିକୁ ନେଇ ଚମକାଇଲେ ରୋହିତ, ବିଶ୍ୱକପ୍ର ପ୍ରତିଟି ମ୍ୟାଚ୍ରେ ଭାରତ ଏକାଦଶରେ ହେବ ପରିବର୍ତ୍ତନ!
ନୂଆଦିଲ୍ଲୀ,୨୨।୧୦: ଟି୨୦ ବିଶ୍ୱକପ୍ରେ ଭାରତ-ପାକିସ୍ତାନ ମଧ୍ୟରେ ରବିବାର ମହାମୁକାବିଲା ଅନୁଷ୍ଠିତ ହେବ। ସୁପର-୧୨ ଗ୍ରୁପ୍ରେ ଉଭୟ ଟିମ୍ର ଏହା ପ୍ରଥମ ମ୍ୟାଚ୍। ଏହାକୁ ନେଇ ଉଭୟ ଟିମ୍ ଭିନ୍ନ ରଣନୀତି ଆପଣାଉଛନ୍ତି। ତେବେ ମୁକାବିଲା ପୂର୍ବରୁ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ…
ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’
ବାରଙ୍ଗ,୨୨।୧୦(ଡି.ଏନ୍.ଏ.): ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’। ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ଆଖି ବୁଜିଛି। ଅସୁସ୍ଥ ଥିବା ଯୋଗୁ ନନ୍ଦନକାନନ ଏବଂ ଓୟୁଏଟିର ସ୍ବତନ୍ତ୍ର ୪ ଜଣିଆ ଡାକ୍ତରୀ ଦଳ ତା’ର ଚିକିତ୍ସା କରୁଥିଲେ। ହେଲେ ତା ଜୀବନ ବଞ୍ଚାଇବାରେ…
ଜ୍ୟାକଲିନଙ୍କୁ ମିଳିଲା ଆଶ୍ୱସ୍ତି
ମୁମ୍ବାଇ: ବେଶ କିଛିଦିନ ହେବ ମନି ଲଣ୍ଡରିଂ ମାମଲାରେ ଫସି ରହିଛନ୍ତି ବିଲିଉଡ ନାୟିକା ଜ୍ୟାକଲିନ ଫର୍ନାଡିଜ । ଏହି ମାମଲରେ ସେ ଶନିବାର ପଟିଆଲା କୋର୍ଟରେ ପହଞ୍ଚିଥିଲେ । ଏହି ମାମଲାରେ କୋର୍ଟ ତାଙ୍କୁ ବଡ ଆଶ୍ୱସ୍ତି ଦେଇଛନ୍ତି ।…
ଉଡ଼ନ୍ତା ବାଇକ୍ ପରେ ଏବେ ଆସିବ କାର୍, ଦାମ୍ ଜାଣିଲେ…
ଦିନ ଥିଲା ଲୋକେ ଶଗଡ଼ଗାଡ଼ି କିମ୍ବା ଘୋଡ଼ାଗାଡ଼ିରେ ଯିବା ଆସିବା କରୁଥିଲେ। ବିଜ୍ଞାନ ଯେତେ ଅଗ୍ରଗତି କରୁଛି ଲୋକମାନେ ନୂଆ ନୂଆ ଉଦ୍ଭାବନ ମଧ୍ୟ କରୁଛନ୍ତି। ସାଇକେଲ, କାର୍, ବସ୍, ଟ୍ରେନ, ଏରୋପ୍ଲେନ୍ ଏମିତି କେତେ କ’ଣ ଯାନ ତିଆରି ସରିଛି।…
‘ଥ୍ୟାଙ୍କ ଗଡ’ରେ ବଦଳିଲା ଅଜୟଙ୍କ ଚରିତ୍ରର ନାମ
ମୁମ୍ବାଇ: ବଲିଉଡରେ ‘ ଓ ମାଇଁ ଗଡ’ ଓ ‘ପିକେ’ ଭଳି ଧାର୍ମିକ ବିଷୟ ବସ୍ତୁକୁ ନେଇ ନିର୍ମାଣ କରାଯାଇଥିବା ଫିଲ୍ମ ଭଳି ଖୁବଶୀଘ୍ର ଅଭିନେତା ଅଜୟ ଦେବଗନ ଓ ସିଦ୍ଧାର୍ଥ ମାଲହୋତ୍ରାଙ୍କ ଫିଲ୍ମ ‘ଥ୍ୟାଙ୍କ ଗଡ’ ରିଲିଜ୍ ହେବାକୁ ଯାଉଛି…
ଅକ୍ଟୋବର ୨୫କୁ ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଦୀପାବଳିର ପରଦିନ ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଏହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି…
ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ମହିଳା ମୃତ
କେନ୍ଦୁଝର,୨୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗସାହିରେ ଶନିବାର ବିଦ୍ୟୁତତାର ଲାଗି ୩ ମହିଳାଙ୍କ ଜୀବନ ଯାଇଛି। ଏକ ଛେଳିକୁ ବଞ୍ଚାଇବାକୁ ଯାଇ ଏହି ମହିଳାମାନେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯାଇଥିଲେ। ମୃତକମାନେ ହେଲେ ଜୁଆଙ୍ଗ ସାହିର ସାହିର…
ଶାହାଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ନେତାଙ୍କ ଅଭିନନ୍ଦନ…
ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ତାଙ୍କର ୫୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୨ ଅକ୍ଟୋବର ୧୯୬୪ରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି…
ଭବାନୀପାଟଣା ଜଳେଶ୍ୱର ମନ୍ଦିରରୁ ଚୋରି
ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ଶେଷରେ ଭଗବାନ୍ଙ୍କୁ ଛାଡିଲେନି ଦୁର୍ବୃତ୍ତ। ତାଲା ଭାଙ୍ଗି ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ସାମଗ୍ରୀ ଚୋରି କରିଛନ୍ତି। ଏଭଳି ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହରର ପ୍ରସିଦ୍ଧ ଜଳେଶ୍ୱର ମନ୍ଦିରରେ। ଶୁକ୍ରବାର ବିଳମ୍ବିତ ରାତିରେ…
ଅଷ୍ଟ୍ରେଲିଆ ଆଗରେ ୨୦୧ ରନ୍ର ବିଜୟ ଟାର୍ଗେଟ
ସିଡ୍ନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍ର ସୁପର-୧୨ ରାଉଣ୍ଡର ଶନିବାର ପ୍ରଥମ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ…
ଜେଲ୍ ଯିବେ କି ଜ୍ୟାକଲିନ୍
ମୁମ୍ବାଇ: ସୁକେଶ ଚନ୍ଦ୍ରଶେଖରଙ୍କ ସହ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଶନିବାର ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିସ୍ଙ୍କ ମାମଲାର ଶୁଣାଣି କରିବେ। ଗତ ଶୁଣାଣିରେ କୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। କିନ୍ତୁ…
Archives


