Home Left

ପଡ଼ିଆ ପଡ଼ିଛି ୪୦ ପ୍ରତିଶତ ଚାଷଜମି

ଖଇରା,୨୨।୧୦(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି କରୁଥିବା ନେଇ ଡିଣ୍ଡମ ପିଟୁଛନ୍ତି । ହେଲେ ସେପଟେ ସାର ଓ କୀଟନାଶକ ଦର ବର୍ଷକୁ ବର୍ଷ ହୁ ହୁ ହୋଇ ବଢୁଛି । ଜଳସେଚନ ବ୍ୟବସ୍ଥା ନ…

ରୋଗୀଙ୍କୁ ପ୍ଲାଟେଲେଟ୍‌ ବଦଳରେ ଦେଇଥିଲେ ପ୍ଲାଜ୍‌ମା: ୧୦ ଗିରଫ

ଲକ୍ଷ୍ନୌ,୨୨ା୧୦: ବ୍ଲଡ୍‌ ପ୍ଲାଜ୍‌ମା (ରକ୍ତ କଣିକାରେ ଥିବା ରଙ୍ଗହୀନ ଅଂଶ)କୁ ପ୍ଲାଟେଲେଟ୍‌ (ରକ୍ତାଣୁଚକ୍ରିକା) କହି ବିକ୍ରି କରିବା ଅଭିଯୋଗରେ ଉତ୍ତର ପ୍ରଦେଶର ପ୍ରୟାଗରାଜ ପୋଲିସ ଶୁକ୍ରବାର ୧୦ ଜଣଙ୍କୁ ଗିରଫ କରିଛି। ବ୍ଲଡ୍‌ରେ ଥିବା ପ୍ଲାଜ୍‌ମା ଓ ପ୍ଳେଟ୍‌ଲେଟ ଉଭୟ ମଣିଷ…

ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ଏକାଧିକ ରେଳ ପ୍ରକଳ୍ପର ଅଗ୍ରଗତି…

କେନ୍ଦୁଝର ଡିଭିଜନରେ ୧୩୬ ହାତୀ

କେନ୍ଦୁଝର,୨୨ା୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ଶୁକ୍ରବାର କେନ୍ଦୁଝର ଡିଭିଜନର ବିଭିନ୍ନ ଜଙ୍ଗଲରେ ୧୩୬ ହାତୀପଲ ହୋଇ ବୁଲୁଛନ୍ତି। ଭୂୟଁା ଓ ଜୁଆଙ୍ଗ ପିଢ଼ ରେଞ୍ଜରେ ସର୍ବାଧିକ ୪୬ ହାତୀ ଥିବା ବେଳେ କେନ୍ଦୁଝର ସଦର…

ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କର

ଜଗତ୍‌ସିଂହପୁର ଅଫିସ, ୨୨ା୧୦: ବଙ୍ଗେପସାଗରରେ ସୃଷ୍ଟ ଲଘୁଚାପଜନିତ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାରୁଲ ପଟୱାରୀ ପୌରୋହିତ୍ୟ କରି କି…

ପୁରୁଣା ପେନ୍‌ସନ ଯୋଜନା ଲାଗୁକଲେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨ା୧୦: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ପଞ୍ଜାବର ସରକାରୀ କର୍ମଚାରୀମାନଙ୍କ ଲାଗି ଦିଓ୍ବାଲି ଭେଟି ସ୍ବରୂପ ପୁରୁଣା ପେନ୍‌ସନ ଯୋଜନା ପୁନର୍ବାର କାର୍ଯ୍ୟକାରୀ କରିବାକୁ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ୍ୟ କ୍ୟାବିନେଟରେ ନୀତିଗତ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ…

ଖୋଲା ଆକାଶ ତଳେ ପିଲାଛୁଆ ଧରି ବସ୍ତିବାସିନ୍ଦା

ଭୁବନେଶ୍ୱର, ୨୨।୧୦ (ବ୍ୟୁରୋ): ନୋଟିସ୍‌ ନାହିଁ କି କିଛି ସୂଚନା ବି ନାହିଁ। ହଠାତ୍‌ ଆସିଲେ, ଆଉ ଆମ ଘର ଭାଙ୍ଗିଦେଲେ। ପିଲାଛୁଆ ଧରି ଗୁରୁବାର ରାତିରୁ ବାହାରେ ପଡିଛୁ। ଆମେ ସିନା ବଡ଼ ଲୋକ ଯାହା ଯେମିତି ରହିଯିବୁ, ହେଲେ…

ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋତାଗଲା

ଠାକୁରମୁଣ୍ଡା,୨୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା କରଞ୍ଜିଆ ଏନ୍‌ଏସି ୱାର୍ଡ ନଂ. ୮ ସ୍ଥିତ ପାକୁଟସାହି ନିକଟରେ ଥିବା ପ୍ରଦୀପ ସାହା ନାମକ ଏକ ବାଣ ଦୋକାନୀଙ୍କ ଗୋଦାମରେ ଗତ ୧୬ ତାରିଖରେ କରଞ୍ଜିଆ ପୋଲିସ ଚଢ଼ାଉ କରିଥିଲା। ଚଢ଼ାଉରେ ୧୬ ଲକ୍ଷ ଟଙ୍କା…

୨୯.୯୧% ଶ୍ରମିକ ପାଇଛନ୍ତି କର୍ମନିଯୁକ୍ତି

ଖୋର୍ଦ୍ଧା ଅଫିସ,୨୨ା୧୦: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ରେ ଶ୍ରମିକଙ୍କୁ କାମ ଦେବା ପାଇଁ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ହେଲେ ପ୍ରଶାସନର ଅବହେଳା ଯୋଗୁ ୨୦୨୨-୨୩ ଆର୍ଥିକ ବର୍ଷରେ ଆଖିଦୃଶିଆ ସଫଳତା ମିଳି…

ବର୍ଷକୁ ପେନ୍‌ସନ କୋଟିଏ ଟଙ୍କା

ଲଣ୍ଡନ,୨୨ା୧୦: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାର ୪୫ ଦିନ ପରେ ନିଜ ପଦରୁ ଗୁରୁବାର ଇସ୍ତଫା ଦେଇଥିବା କଞ୍ଜରଭେଟିଭ୍‌ ପାର୍ଟି ଏମ୍‌ପି ଲିଜ୍‌ ଟ୍ରସ୍‌ ବାର୍ଷିକ ୧୧୫,୦୦୦ ପାଉଣ୍ଡ (ପ୍ରାୟ ୧.୦୫ କୋଟି ଟଙ୍କା) ପେନ୍‌ସନ ପାଇବେ। ‘ଇଣ୍ଡିପେଣ୍ଡେଣ୍ଟ’ରେ ପ୍ରକାଶିତ…

୪ ଭଉଣୀଭାଇଙ୍କ ସମେତ ୬ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୧୦: ବ୍ରାଉନସୁଗାର କାରବାରର ହବ୍‌ ପାଲଟିଛି ଖୋର୍ଦ୍ଧା ସହର। କୋଲକାତା, ବାଲେଶ୍ୱର, ଜଳେଶ୍ୱର ଆଦି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାକୁ ଆସୁଛି। ଏଠାରୁ ପଡ଼ୋଶୀ ଜିଲା ସହିତ ବିଭିନ୍ନ ଗ୍ରାମାଞ୍ଚଳକୁ ପଠାଯାଉଛି। ଏସ୍‌ଟିଏଫ୍‌, ପୋଲିସ ଏବଂ ଅବକାରୀ ପକ୍ଷରୁ…

ଗ୍ରେ ଲିଷ୍ଟ୍‌ରୁ ପାକ୍‌ ମୁକ୍ତ

ଇସ୍‌ଲାମାବାଦ,୨୨ା୧୦: ଫାଇନାନ୍ସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫ୍‌ଏଟିଏଫ୍‌)ର ଗ୍ରେ ଲିଷ୍ଟ୍‌ ବା ଧୂସର ତାଲିକାରୁ ୪ ବର୍ଷ ପରେ ବାଦ୍‌ ପଡ଼ିଛି ପାକିସ୍ତାନ। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଓ ମନି ଲଣ୍ଡରିଂ ଅଭିଯୋଗରେ ପାକିସ୍ତାନ ଏହି ତାଲିକାରେ ସାମିଲ ହୋଇଥିଲା। କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri