Home Left

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.)- ସ୍ତ୍ରୀ ହତ୍ୟା ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଶୁକ୍ରବାର ସ୍ତ୍ରୀ ହତ୍ୟାକାରୀ ସଦର ଥାନା ବାୟାପଣ୍ଡାଧର ଗ୍ରାମର ସୁମନ୍ତ ଜୁଆଙ୍ଗ(୪୦)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ୫୦ ହଜାର ଟଙ୍କାର…

ଜମି ଅଧିଗ୍ରହଣକୁ ବିରୋଧ: ୭୦ କିମି ପଦଯାତ୍ରାରେ ଆସି ଧାରଣା ଦେଲେ ଆଦିବାସୀ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନ ପଥର ଖଣି ସମ୍ପ୍ରସାରଣ ପାଇଁ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଦିବାସୀ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ୧୮ ତାରିଖରୁ ରାଜଗାଙ୍ଗପୁର…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଅନୁଗୋଳ ଅଫିସ, ୨୧।୧୦: ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଅନ୍ତର୍ଗତ ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ସାଅନ୍ଦା ଗ୍ରାମର ତ୍ରିପୁର ବେହେରା (୪୫)ଙ୍କ ଘଟଣାସ୍ଥଳରେ ମୃତ୍ୟୁ…

ଦୀପାବଳି ପରଦିନ ସୂର୍ଯ୍ୟଗ୍ରହଣ: ୨୭ ବର୍ଷ ପରେ ଏଭଳି ସଂଯୋଗ, ସତର୍କ ରୁହନ୍ତୁ ଏହି ୪ ରାଶି ଲୋକ

ଚଳିତ ବର୍ଷ ଅକ୍ଟୋବର ୨୪ରେ ପାଳନ ହେବ ଆଲୋକର ପର୍ବ ଦୀପାବଳି। ଏହାର ପରଦିନ ଅର୍ଥାତ ଅକ୍ଟୋବର ୨୫ରେ ବର୍ଷର ଶେଷ ସୂର୍ଯ୍ୟଗ୍ରହଣ ଲାଗିବ। ତେବେ ଦୀପାବଳି ଏବଂ ସୂର୍ଯ୍ୟପରାଗର ଏଭଳି ସଂଯୋଗ ୨୭ ବର୍ଷ ପରେ ହୋଇଛି ବୋଲି କୁହାଯାଉଛି।…

ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡକୁ ଟ୍ରୋଲ୍‌ କଲେ ଜାଫର୍‌

ନୂଆଦିଲ୍ଲୀ,୨୧।୧୦: ପୂର୍ବତନ ଭାରତୀୟ ତାରକା କ୍ରିକେଟର ଓ୍ବାସିମ ଜାଫର ଏବଂ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ମଧ୍ୟରେ ସର୍ବଦା କଥା କଟାକଟି ଦେଖିବାକୁ ମିଳିଥାଏ। ଉଭୟ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ପରସ୍ପର ଦେଶ ଏବଂ ଟିମ୍‌କୁ ନେଇ କିଛି…

ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବୈଠକ ବର୍ଜନ କରି ଧାରଣାରେ ବସିଲେ ସରପଞ୍ଚ

କେସିଙ୍ଗା,୨୧।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବୈଠକରେ କେସିଙ୍ଗା ବ୍ଲକର ୨୬ ସରପଞ୍ଚଙ୍କ ମଧ୍ୟରୁ ୨୨ ସରପଞ୍ଚ ବିଡିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ବୈଠକ ବର୍ଜନ କରି ବ୍ଲକ ସଭାଗୃହ…

ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ…

୫ ବର୍ଷର ଶିଶୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୧।୧୦: କନ୍ଧମାଳ ଜିଲା ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଶୁକ୍ରବାର ଜଣେ ୫ ବର୍ଷର ଝିଅଙ୍କୁ ବଳାତ୍କାର ମାମଲାର ବିଚାର କରିଛନ୍ତି। ଏହି ମାମଲାରେ ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସେନା ହେଲିକପ୍ଟର କ୍ରାସ୍‌ ଘଟଣା: ୨ ଜଣଙ୍କ ମୃତଦେହ ଉଦ୍ଧାର

ଇଟାନଗର,୨୧।୧୦: ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲାରେ ଶୁକ୍ରବାର ଏକ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଲିକାବାଲି ସହରରୁ ବାହାରିଥିବା ଏହି ହେଲିକପ୍ଟରଟି…

ନୂଆ ଘର ଖୋଜୁଛନ୍ତି ଏହି କପୁଲ, ବିବାହ ପୂର୍ବରୁ ରହିବେ ଲିଭ ଇନରେ

ମୁମ୍ବାଇ: ଏବେ ଖୁବ୍ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ କପୁଲ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା । ଏମାନଙ୍କୁ ଅନେକ ସମୟରେ ଏକାଠି ଦେଖିବାକୁ ମିଳୁଛି । ବେଶ କିଛିଦିନ ହେବ ଏମାନଙ୍କ ରିଲେଶନକୁ ନେଇ ଆଲୋଚନା ହେଉଛି । ଯାହା…

ଜେଲରେ ଅନୀଲଙ୍କ ବିତିବ ଦୀପାବଳି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନୀଲ ଦେଖମୁଖଙ୍କୁ ମିଳିଲାନି ଆଶ୍ୱସ୍ତି। ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଜାମିନ ଆବେଦନକୁ ଶୁକ୍ରବାର ଖାରଜ କରିଛନ୍ତି। ଫଳରେ ଅନୀଲ ଦୀପାବଳି ଜେଲରେ ବିତାଇବେ ବୋଲି ଜଣାପଡ଼ିଛି। ସୂଚନା ମୁତାବକ,…

ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ପରେ ନିଷ୍ପତ୍ତିରୁ ଓହରିଲେ ରେଭେନ୍ସା କର୍ତ୍ତୃପକ୍ଷ

କଟକ ଅଫିସ,୨୧।୧୦: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନ କି ହିଂସାତ୍ମକ ଆଚରଣ କରିପାରିବେ ନାହିଁ। ଏ ନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଛାତ୍ରୀଛାତ୍ରମାନେ ହିଂସାତ୍ମକ ଆଚରଣ ପ୍ରଦର୍ଶନ,ଧାରଣା , କ୍ୟାମ୍ପସ ପରିସରରେ ମାଦକ ଦ୍ରବ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri