ଗୃହଯୋଜନା ଅଧିକାରୀଙ୍କ ସନ୍ଦେହଜନକ ମୃତ୍ୟୁ
କଣ୍ଟାମାଳ, ୧୩।୯(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଗୃହଯୋଜନା ଅଧିକାରୀ ଠାକୁର ବେହରାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ସନ୍ଦେହ ଜନକ ଭାବରେ ଜବତ କରାଯାଇଛି। ସେ ଫ୍ୟାନ୍ରେ ଝୁଲି ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।…
‘ସ୍ବପ୍ନ ସାକାର ହୁଏ’
ନୂଆଦିଲ୍ଲୀ,୧୩।୯: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ମଧ୍ୟ ଏହି ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। କାର୍ତ୍ତିକ କ୍ରମାଗତ ଭାବରେ ଏହି ଫର୍ମାଟରେ ଭଲ…
କୋଟଗଡ଼ରେ ପୁଣି ବ୍ୟାନର ଲଗାଇଲେ ମାଓବାଦୀ
କୋଟଗଡ଼,୧୩।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ମାଦାଗୁଡ଼ା ଛକରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ମାଓବାଦୀମାନେ ଏକ ଗଛରେ ଏହି ବ୍ୟାନନ ମାରି ସେପ୍ଟେମ୍ବର ୧୩ ତାରିଖକୁ ସ୍ବାଧୀନ ସଂଗ୍ରାମୀ ଦିବସ ଓ ରାଜନୈତିକ ବନ୍ଦିମୁକ୍ତି ଦିବସ ଭାବେ ପାଳନ କରନ୍ତୁ…
ମହାରାଣୀଙ୍କ କୁକୁରର ଯତ୍ନ ନେବେ ସାନ ପୁଅ
ଲଣ୍ଡନ,୧୩ା୯: ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପ୍ରିୟ ତଥା ସ୍ବର୍ଗତ ରାଜା ମୋନାର୍କଙ୍କ କୋର୍ଗି କୁକୁରର ଯତ୍ନ ନେବେ ତାଙ୍କ ସାନ ପୁଅ ପ୍ରିନ୍ସ ଆଣ୍ଡ୍ର୍ୟୁ। ଡ୍ୟୁକ୍ ଅଫ୍ ୟର୍କ ଆଣ୍ଡ୍ର୍ୟୁ ଏବଂ ତାଙ୍କ ପୂର୍ବତନ ସ୍ତ୍ରୀ ସାରା ଫର୍ଗୁସନ୍ କୁକୁର ମୁଇକ୍…
କୋମଳ ରହିବ ହାତ
କେବଳ ମୁହଁ ନୁହେଁ, ହାତ ଓ ପାଦର ସୁନ୍ଦରତା ବି ବଢ଼ାଇବାକୁ ହେବ। ତେଣୁ ଏଥିପାଇଁ କିଛି ଘରୋଇ ଉପାୟରେ କିପରି ବିଭିନ୍ନ ପ୍ରକାର ସୌନ୍ଦର୍ଯ୍ୟ ଉପଚାର କରିବେ ଜାଣି ରଖନ୍ତୁ… ହାତ ପାଦକୁ ଅଧିକ ମୁଲାୟମ କରିବା ପାଇଁ ମହୁ…
ଟିକ୍ଟକ୍ ଚ୍ୟାଲେଞ୍ଜ ପାଇଁ ବଢ଼ୁଛି କାର୍ ଚୋରି
ଓ୍ବାଶିଂଟନ,୧୩।୯: ଆମେରିକାର ଲସ୍ଏଞ୍ଜେଲସ୍ରେ ଟିକ୍ଟକ୍ ଚ୍ୟାଲେଞ୍ଜ ପାଇଁ କାର୍ ଚୋରିର ମାତ୍ରା ବଢ଼ିବାରେ ଲାଗିଛି। ବିଶେଷ କରି କିଆ ଏବଂ ହୁଣ୍ଡାଇ କମ୍ପାନୀର କାର୍ର କିଛି ମଡେଲ ଏବେ ଟାର୍ଗେଟ୍ରେ ଥିବା ଜଣାପଡ଼ିଛି। ଗତ ବର୍ଷ ତୁଳନାରେ ଦେଶରେ ୮୫ ପ୍ରତିଶତ…
ଆଫଗାନିସ୍ତାନରେ ଆର୍ଥିକ ସଙ୍କଟ: ଅନ୍ଲାଇନ୍ ଶପିଂ ସାଇଟ୍ ବନ୍ଦ
କାବୁଲ,୧୩।୯: ଆଫଗାନିସ୍ତାନକୁ ତାଲିବାନ ନିୟନ୍ତ୍ରଣ କରିବାର ପ୍ରାୟ ଏକ ବର୍ଷ ବିତିଗଲାଣି। ଆଫଗାନିସ୍ତାନ ପ୍ରଶାସନର ଆକସ୍ମିକ ପତନ ଦେଶରେ ଅର୍ଥନୈତିକ ସଙ୍କଟ ଏବଂ ଆର୍ଥିକ ସମସ୍ୟା ସୃଷ୍ଟି କରିଛି। ତାଲିବାନ ଶାସନ ଅଧୀନରେ ଆଫଗାନିସ୍ତାନର ପ୍ରାୟ ସମସ୍ତ ପ୍ରମୁଖ ଅନଲାଇନ ଶପିଂ…
ତିରୁମାଲା ମନ୍ଦିର ହୁଣ୍ଡିରୁ ୧୪୦.୩୪ କୋଟି ସଂଗ୍ରହ
ତିରୁପତି,୧୩।୯: ପ୍ରଭୁ ଭେଙ୍କଟେଶ୍ୱରଙ୍କ ତିରୁମାଲା ମନ୍ଦିର ହୁଣ୍ଡିରୁ ଅଗଷ୍ଟ ମାସରେ ୧୪୦.୩୪ କୋଟି ଟଙ୍କା ସଂଗ୍ରହ ହୋଇଛି। ଗତ ମାସରେ ୨୨.୨୨ ଲକ୍ଷ ଭକ୍ତ ମନ୍ଦିରକୁ ଆସିଥିବା ବେଳେ ତିରୁମାଲା ତିରୁପତି ଦେବସ୍ଥାନମ୍(ଟିଟିଡି) ପକ୍ଷରୁ ସେମାନଙ୍କୁ ୧.୫ କୋଟି ଟଙ୍କା ବିନିମୟରେ…
ହାଇସ୍କୁଲ ସମ୍ମୁଖରେ ଆବର୍ଜନା ପକାଉଛି ଏସ୍ଏମ୍ସି
ସମ୍ବଲପୁର,୧୩ା୯(ବ୍ୟୁରୋ:ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ଅଭିଯୋଗ ହେଉଛି। ସଫେଇ କାର୍ଯ୍ୟରେ ନିୟୋଜିତ ଠିକା ସଂସ୍ଥାର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ କୁଢ କୁଢ ଆବର୍ଜନା ପଡ଼ିରହୁଛି। ୪୦ନଂ. ୱାର୍ଡ ମାନେଶ୍ୱର ହାଇସ୍କୁଲ ସମ୍ମୁଖ ବି ବାଦ୍…
ସନ୍ତୋଷିନୀଙ୍କୁ ଭେଟି ଉତ୍ସାହିତ କଲେ ଜିଲାପାଳ
ସମ୍ବଲପୁର,୧୩ା୯(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗୋଷ୍ଠୀଗତ ୭ ଓ ବ୍ୟକ୍ତିଗତ ୩୦ ମୋଟ ୩୭ ଗୋଟି ଅଭିଯୋଗ ହୋଇଥିଲା। ଅଭିଯୋଗ ଶୁଣାଣି ପରେ ଜିଲାପାଳ ଅନନ୍ୟା ଦାସ ଯୁଯୁମୁରା ବ୍ଲକର ବିଭିନ୍ନ…
ମାଟି ଧସି ରାସ୍ତା ଅବରୋଧ
ଦଶମନ୍ତପୁର,୧୩ା୯ (ଡି.ଏନ. ଏ.):ଦଶମନ୍ତପୁର ବ୍ଲକ କାର୍ଯ୍ୟାଳୟ ଛକଠାରୁ ମୁର୍କାର ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଅଧିକଂଶ ସମୟ ମାଟି ଧସି ରାସ୍ତା ଅବରୋଧ ହେଉଛି। ଫଳରେ ଯାନ ବାହାନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବ୍ଲକ କାର୍ଯ୍ୟାଳୟଠାରୁ…
ପୁରୀରେ ରାଜ୍ୟ ଭାଜପାର ୩ ଦିନିଆ ପ୍ରଶିକ୍ଷଣ ଶିବିର
ଭୁବନେଶ୍ୱର,୧୩।୯(ବ୍ୟୁରୋ): ମଙ୍ଗଳବାରଠୁ ପୁରୀରେ ରାଜ୍ୟ ଭାଜପାର ୩ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଭାଜପା ପ୍ରଭାରୀ ସୁନୀଲ ବଂଶଲ, ଭାଜପା ଜାତୀୟ ସଂଗଠନ ସମ୍ପାଦକ ବି.ଏଲ୍ ସନ୍ତୋଷଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗ ଦେବେ…
Archives


