‘୬୦ ଦିନ ଭିତରେ ୱେବ୍ସାଇଟ୍ ଅପ୍ଡେଟ୍ କର’
ଜଗତ୍ସିଂହପୁର ଅଫିସ, ୨୯।୧: କୌଣସି ନାଗରିକଙ୍କୁ ସୂଚନା ଅଧିକାରରୁ ବଞ୍ଚତ୍ତ କରାଯାଇପାରିବ ନାହିଁ । ତେଣୁ ନିର୍ଦ୍ଦେଶ ପାଇବାର ୬୦ ଦିନ ଭିତରେ ଅଫିସିଆଲ ୱେବ୍ସାଇଟ୍ ଅପ୍ଡେଟ୍ କର। ଜଗତ୍ସିଂହପୁର ପୌର ପରିଷଦକୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସୂଚନା କମିଶନର…
ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଘରେ ଘରେ ପହଞ୍ଚାଅ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୪ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ୨ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଏବଂ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଶନିବାର ସମସ୍ତ ସାଙ୍ଗଠନିକ ଜିଲାରେ ଗୋଟିଏ ଦିନରେ କାଯର୍ୟକାରିଣୀ ବୈଠକ ଅନୁଷ୍ଠିତ…
କେନ୍ଦ୍ର, ରାଜ୍ୟରେ ଜନବିରୋଧୀ ସରକାର ଚାଲିଛି: ଶରତ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୨ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଶେଷ ହୋଇଛି। ସାରା ଓଡ଼ିଶାର ପାଖାପାଖି ୨୦୦୦ କି.ମି.ରୁ ଅଧିକ ଅତିକ୍ରାନ୍ତ କରି ଶନିବାର ଭୁବନେଶ୍ୱର ଶିଶୁ ଭବନ ଛକଠାରେ ଅପରାହ୍ନ ୫ଟା ୩୦ରେ ପହଞ୍ଚିବା…
ରାଜ୍ୟ ସ୍ବାର୍ଥ ପ୍ରସଙ୍ଗକୁ ଜୋରଦାର କରିବାକୁ ନବୀନଙ୍କ ପରାମର୍ଶ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଆସନ୍ତା ୩୧ ତାରିଖରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ରାଜ୍ୟର ସ୍ବାର୍ଥ ସମ୍ବଳିତ ଦାବିକୁ ଦଳ ଦିଲ୍ଲୀରେ ଜୋରଦାର କରିବ। ଶନିବାର ନବୀନ ନିବାସଠାରେ ବିଜେଡି ସଂସଦୀୟ…
ଚାଲିଛି ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୨୯।୧(ଡି.ଏନ୍.ଏ.):ଯାଜପୁର ଜିଲା ଦର୍ପଣ ତସହିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ସମିଆ, ଶାଳପଡ଼ା ଓ ବୈରୀ ପଞ୍ଚାୟତରେ ବ୍ୟାପକ ଭାବରେ ବେଆଇନ ମାଙ୍କଡ଼ା ଖାଦାନ ଚାଲିଛି। ଏଥିରୁ କୌଣସି ଗୋଟିଏ ବି ଖାଦାନକୁ ଲିଜ୍ ଦିଆ ଯାଇ ନ ଥିଲେ ମଧ୍ୟ…
ଶ୍ରେଣୀଗୃହରେ ଶିକ୍ଷକଙ୍କ ମୋବାଇଲ ନିଶା
ଯାଜପୁର ଅଫିସ,୨୯।୧: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ରାଜ୍ୟରେ ସରକାରୀ ପ୍ରାଥମିକ ସ୍କୁଲରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ମୁଣ୍ଡପିଛା ବାର୍ଷିକ ୨୫,୦୪୧ ଟଙ୍କା ୨୦୨୧-୨୨ରେ ଖର୍ଚ୍ଚ କରାଯାଇଛି। ତଥାପି ସରକାରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଗୁଣାମତ୍କ ବିକାଶ, ଶିକ୍ଷାନୁଷ୍ଠାନର ଉନ୍ନତି ସନ୍ତୋଷଜନକ…
ତଟାଞ୍ଚଳରେ ୭ ନଦୀକୁ ସଂଯୋଗ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୨୯।୧: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢିହ ଓ ମହୁ ଗ୍ରାମକୁ…
ଟାର୍ଗେଟ୍ ଦେବା ନାଁରେ କୋଟିଏ ଆଦାୟ
ଯାଜପୁର ଅଫିସ,୨୯।୧: ଚାଷୀ ଓ ଚାଷଙ୍କ ପିଛା ଛାଡୁନି ସଙ୍କଟ। ଯାଜପୁର ଜିଲା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପଞ୍ଜୀକରଣ ଉପରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡ଼ିଛି। ଏହାବାଦ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ଏବଂ ମହିଳା…
ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍କୁ ନୋବେଲ ବିଜେତାଙ୍କ ପ୍ରଶଂସା
ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମର ପ୍ରଶଂସା କରିଛନ୍ତି। ଓଡ଼ିଶାର ଏହି ଯୋଜନାରେ ଲୋକମାନଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ଯୋଗାଇ ଦିଆଯାଉଛି। ଏହି ସେବା ଯୋଗାଣ ପରେ…
‘ବଲାଙ୍ଗୀର କେବେ ରାଣୀରାଜା ମୁକ୍ତ ହେବ’
ଲୋଇସିଂହା, ୨୯।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଅଗ୍ରସେନ ଭବନରେ ଭାଜପା କାର୍ଯ୍ୟକାରିଣୀ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି, ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ମୁକେଶ…
ଗଞ୍ଜାମ, ରାୟଗଡ଼ାରେ ଗଲା ୩ ଜୀବନ
ଭଞ୍ଜନଗର(ଡି.ଏନ.ଏ)/ ରାୟଗଡ଼ା(ସ୍ବ.ପ୍ର.), ୨୯।୧:ଗଞ୍ଜାମ ଏବଂ ରାୟଗଡ଼ା ଜିଲାର ପୃଥକ୍ ସ୍ଥାନରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୩ ଜୀବନ ଯାଇଛି। ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋଲାପଡ଼ାର ଧାନ ବ୍ୟବସାୟୀ ଭୋଳା ପ୍ରଧାନ ଏବଂ…
ଜୁଡିସିଆଲ ଆର୍କାଇଭ୍ ପ୍ରକଳ୍ପ ଭାରତରେ ଅଦ୍ୱିତୀୟ: ମୁଖ୍ୟମନ୍ତ୍ରୀ
କଟକ ଅଫିସ, ୨୯।୧: ହାଇକୋର୍ଟ କର୍ମଚାରୀଙ୍କ ପାଇଁ ଆବାସିକ କମ୍ପ୍ଲେକ୍ସ ଓ ସେଣ୍ଟର ଫର ଜୁଡିସିଆଲ ଆର୍କାଇଭ୍ ବିଲଡିଂର ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ବିନିତ୍ ସରନ୍ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ…

