Home Left

ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍‌ ଷ୍ଟେ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ କରାଉଛନ୍ତି। ବିଶେଷକରି କନ୍ଧମାଳ ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ...

FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ବାଲେଶ୍ବର ଯିବେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ୱର,୨୦।୭: ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ଖୋଳତାଡ଼ ଜାରି ରଖିଛି କ୍ରାଇମବ୍ରାଞ୍ଚ ଟିମ। ଅନ୍ୟପଟେ ଆଜି ବାଲେଶ୍ବର ଯିବେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ପଚରାଉଚରା ହେବ। ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ...

ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିନି ହରିଶ୍ଚନ୍ଦ୍ର ଅନୁଦାନ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ହେଲେ ମୃତକ ରଘୁନାଥ ନାୟକ। ତାଙ୍କ ମୃତ ଶରୀର...

ବ୍ରେନ୍‌ କ୍ୟାନସର ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ

ବ୍ରେନ୍‌ କ୍ୟାନସରର ଲକ୍ଷଣଗୁଡ଼ିକ ପ୍ରାୟତଃ ଧିରେ ଧିରେ ଦେଖାଯାଏ ଏବଂ ସାଧାରଣ ରୋଗ ସହିତ ସମାନ। ତେଣୁ ସମୟ ମଧ୍ୟରେ ସେଗୁଡ଼ିକୁ ଚିହ୍ନଟ କରିବା ବହୁତ ଗୁରୁତ୍ୱପୂର୍ଣ୍ଣ। ବ୍ରେନ୍‌ କ୍ୟାନସରର କିଛି ଲକ୍ଷଣ ଦେଖାଦିଏ। ବିଶେଷକରି ମୁଣ୍ଡ ବିନ୍ଧା ହେଉଛି...

‘କିଙ୍ଗ୍‌’ ଶୁଟିଂ ବେଳେ ଶାହରୁଖ ଖାନ୍‌ ଆହତ

ମୁମ୍ବାଇ: ମୁମ୍ବାଇରେ ଚଳଚ୍ଚିତ୍ର ‘କିଙ୍ଗ୍‌’ର ଶୁଟିଂ ବେଳେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ୍‌ ଖାନ୍‌ଙ୍କ ପିଠିରେ ଆଘାତ ଲାଗିଛି। ଚିକିତ୍ସା ପାଇଁ ସେ ଆମେରିକା ଯାଉଥିବାବେଳେ ଏବେ ବ୍ରିଟେନରେ ଅବସ୍ଥାନ କରିଛନ୍ତି ଓ ସୁସ୍ଥ ହେଉଥିବା ଜଣାପଡ଼ିଛି। ତାଙ୍କ ସହ ତାଙ୍କ...

ଏଇ ଭାରତରେ

ମକା ଖାଇ ଚୋପା (ହସ୍କ)କୁ ଏଣେ ତେଣେ ଆଉ ପକାଇବାକୁ ପଡ଼ିବନି। ଏହାର ପୁନଃ ବିନିଯୋଗ କରାଯିବାର ଉପାୟ ସାମ୍ନାକୁ ଆଣିଛନ୍ତି ମଣିପୁର ସେନପତି ଜିଲାର ଫ୍ଲୋରିଷ୍ଟ ନେଲି ଛାଛେୟା। ସେ ହସ୍ତକଳାରେ ଶିକ୍ଷା ଲାଭ କରିଛନ୍ତି। ନେଲି ମକା...

ବଡ଼ଲୋକଙ୍କ ବଡ଼ପଣ

ନିଜ ପ୍ରତିଷ୍ଠା, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତିରେ ସମାଜଠୁଁ ବଡ଼ଲୋକର ମାନ୍ୟତା ହାସଲ କରିଥିବା ବହୁ ବ୍ୟକ୍ତିଙ୍କ ବହୁବିଧ ଛୋଟପଣ ପ୍ରତ୍ୟକ୍ଷ କରିସାରି ମନ ବିଷେଇ ଉଠୁଥିଲା ବେଳେ ଯଦି କେବେ କେଉଁ ବଡ଼ଲୋକଙ୍କ ବଡ଼ପଣ କାନରେ ପଡ଼େ, ତେବେ ଏକ...

ଶିକ୍ଷାନୁଷ୍ଠାନରେ ଛାତ୍ରୀ ଅସୁରକ୍ଷିତ

ଲକ୍ଷ୍ନୌ/ଗ୍ରେଟର ନଏଡା,୨୦ା୭: ୟୁପି ରାଜଧାନୀ ଲକ୍ଷ୍ନୌସ୍ଥିତ ଏକ ସ୍କୁଲରେ ୪ ବର୍ଷୀୟା ଝିଅ ଜଣକ ପାଠ ପଢ଼ନ୍ତି। ଭ୍ୟାନ୍‌ ଡ୍ରାଇଭର ମହମ୍ମଦ ଆରିଫ୍‌ ଅନ୍ୟ ପିଲାଙ୍କ ସହ ତାଙ୍କୁ ଘରୁ ସ୍କୁଲକୁ ନେବାଆଣିବା କରନ୍ତି। ନିକଟରେ ଶିଶୁକନ୍ୟା ନିଜ ସମ୍ବେଦନଶୀଳ...

ଉଡ଼ାଣ ଭରିବାର କିଛି ସମୟ ପରେ ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭୟଙ୍କର ଭିଡିଓ…

ଲସ ଆଞ୍ଜେଲସ,୨୦।୭: ଲସ ଆଞ୍ଜେଲସ ରୁ ଆଟଲାଣ୍ଟା ଯାଉଥିବା ଡେଲ୍ଟା ଏୟାରଲାଇନ୍ସ ବିମାନ DL446 ଶୁକ୍ରବାର ଦିନ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଇଞ୍ଜିନରେ ନିଆଁ ଲାଗିଯିବାରୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ଏହି ଘଟଣା ଲସ...

ହଷ୍ଟେଲରେ ନାବାଳିକା ଛାତ୍ରୀ ଗର୍ଭବତୀ

ବାରିପଦା,୧୯।୭: ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଆଦିବାସୀ ବାଳିକା ହଷ୍ଟେଲରେ ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା ଜଣାପଡିଛି। ସ୍କୁଲରେ ଅସୁସ୍ଥତା ପରେ ଛାତ୍ରୀଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ପରୀକ୍ଷା ପରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଜଣକ ଗର୍ଭବତୀ ଥିବା ସୂଚନା ମିଳିଛି।...

AIIMS ବର୍ଣ୍ଣ ୱାର୍ଡ ନିଷିଦ୍ଧାଞ୍ଚଳ: ୧୬୩ ଧାରା ଲାଗୁ

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ବର୍ଣ୍ଣ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ଶନିବାର ରାତିରେ AIIMS...

ଆତ୍ମହୁତି ପୂର୍ବରୁ ଆଇସିସିଙ୍କୁ ଗୁହାରି ଜଣାଇଥିଲେ ବାପା

ବାଲେଶ୍ୱର,୧୯।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଇଣ୍ଟରନାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri