ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି
ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ ତାଙ୍କ ଲାଇସେନ୍ସପ୍ରାପ୍ତ ପିସ୍ତଲରୁ ଉଭୟଙ୍କୁ ଗୁଳି କରିଥିଲେ । ପୋଲିସ କହିଛି ଯେ…
ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…
ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଛାନ୍ଭିନ୍ କରୁଛି। ମାତ୍ର ସେମାନେ କୌଶଳକ୍ରମେ ପୋଲିସକୁ ଚକମା…
ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…
ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ ଅବରୋଧ କରିବାର ଘୋଷଣା କରିଥିଲା ବିଶ୍ୱର ପ୍ରାୟ ୨୦ ପ୍ରତିଶତ ତୈଳ ଏବଂ…
ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?
ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି। ଆଶା ଅନୁଯାୟୀ, ୧୫ ବର୍ଷର ଯୁବା ଷ୍ଟାର୍ ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଦଳରେ…
ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ
ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ ଶିକ୍ଷାନୁଷ୍ଠାନ, ଯାହା ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଏବଂ ଆଧୁନିକ ଶିକ୍ଷା ପ୍ରଦାନ କରିବା…
ପିକ୍ନିକ୍ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…
ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍ନିକ୍ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି। ନିଖୋଜ ଛାତ୍ର ଜଣକ ହେଉଛନ୍ତି ସ୍ବସ୍ତିକ ପାଢ଼ୀ(୧୬)। ମିଳିଥିବା ସୂଚନା ମୁତାବକ, ସ୍ବସ୍ତିକ…
ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ୭ ଦିନର ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ,…
ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଗଣ୍ଡିସୁଲାର ଭାସ୍କର ଦଳେଇ (୮୨) । ଘଟଣାରୁ…
SIR: କିଛି ଲୋକଙ୍କୁ ନେଇ ଦ୍ୱନ୍ଦ,୧୦୪ ବର୍ଷ ବୟସ୍କା ଭୋଟରଙ୍କୁ ଭେଟିଲେ ଉପ ଜିଲାପାଳ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ରାଜ୍ୟରେ ବର୍ତ୍ତମାନ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଚାଲିଛି। ପରିଗଣନା ଫର୍ମ ଭଞ୍ଜନଗର ଉପଖଣ୍ଡରେ ରବିବାର ସୁଦ୍ଧା ଶତପ୍ରତିଶତ ବଣ୍ଟନ ଲକ୍ଷ୍ୟ ରଖାଯାଇଛି। ତାହା ଶେଷ ପର୍ଯାୟରେ…
ଆଳି ମର୍ଡର କେସ୍: ସିନ୍ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍ ସହ ୩ ଅଭିଯୁକ୍ତ ଦେଖାଇଲେ…
ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ ପକ୍ଷରୁ ତିନି ଅଭିଯୁକ୍ତଙ୍କୁ ଆଳି ଥାନାରୁ ନେଇ ମୃତଦେହ ପଡ଼ିଥିବା ପେତପଡ଼ା ନମାଣିଆରେ…
CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…
ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଦେଶର ରାଜଧାନୀରେ ଏବେ ପେଟ୍ରୋଲର ଏକ ସ୍ୱତନ୍ତ୍ର କିସମ…
ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍ କରି ଏକାଠି ହେଲେ…
ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି ସରଗରମ ହୋଇଛି। ବିଜେଡି, ଭାଜପା, କଂଗ୍ରେସ, କମ୍ୟୁନିଷ୍ଟ ଦଳ ପକ୍ଷରୁ ପାରାଦୀପ ଏଏସ୍ପି…

