ରାହୁଲଙ୍କ ସୁରକ୍ଷାକୁ ନେଇ ବିବାଦ, ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇପାରନ୍ତି ମେହେବୁବା, ପ୍ରିୟଙ୍କା
ଜମ୍ମୁ-କଶ୍ମୀର,୨୮ ।୧: ଏବେ ଜମ୍ମୁ-କଶ୍ମୀରରେ ଚାଲିଛି କଂଗ୍ରେସର ଭାରତ ଯୋଡୋ ଯାତ୍ରା । ଶନିବାର ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଯୋଗ ଦେଇ ପାରନ୍ତି ବୋଲି ଜଣାପଡିଛି । ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ବିକାର ରସୁଲୱାନି କହିଛନ୍ତି, କଂଗ୍ରେସ ମହାସଚିବ ପ୍ରିୟଙ୍କା…
ଡୁଙ୍ଗ୍ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ
ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ ବେଶ…
ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ
ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି ସ୍ଥାନୀୟ…
ଜାନୁୟାରୀରୁ ଅସମ୍ଭାଳ ହେଲାଣି
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଜାନୁୟାରୀ ଶେଷ ହୋଇନି। ଶୀତ ଗାଏବ। ବିନା ପଙ୍ଖାରେ ଆଉ ଶୋଇବା ସମ୍ଭବ ହେଉନାହିଁ। ଗତ ୩/୪ ଦିନ ଭିତରେ ଦିନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍ସିୟସ ଉପରକୁ ଉଠିଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ସର୍ବୋଚ୍ଚ ତାପମାତ୍ରାରେ…
ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ
ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍ ଓ…
ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର
ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ପୋଲିସ। ଡମୋଳ ଗ୍ରାମରୁ ଆସିଥିବା ଏଭଳି ହୃଦୟ ବିଦାରକ ଘଟଣା…
‘ଏଚ୍ଏସଟିଡିଭି’ ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍ଏସଟିଡିଭି(ହାଇପର୍ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଶବ୍ଦର ଗତିଠାରୁ ୬ଗୁଣ ଅଧିକ ବେଗରେ ଗତି କରିପାରିବ। ଏଥିରେ…
ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ପଛରେ ପକାଇ ନବୀନ ପଟ୍ଟନାୟକ ଦେଶରେ ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ-ସିଭୋଟର ମୁଡ୍ ଅଫ୍ ନେଶନ(ଏମ୍ଓଟିଏନ୍) ଜନମତରେ ନବୀନ ଓଡ଼ିଶାରେ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ନିଜ ରାଜ୍ୟରେ ୭୩.୨ ପ୍ରତିଶତ ଲୋକ…
ଗ୍ରାମସଭା ବର୍ଜନ କଲେ ଜିଲାର ୩୧୭ ସରପଞ୍ଚ
ବଲାଙ୍ଗୀର ଅଫିସ, ୨୮ା୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରୀ କରାଯିବାକୁ ବଲାଙ୍ଗୀର ଜିଲାର ୩୧୭ ଗ୍ରାମ ପଞ୍ଚାୟତରେ ସର୍ଭେ କରାଯାଇଥିଲା। ଏହାର ନୂଆ ତାଲିକା ପ୍ରସ୍ତୁତ ହୋଇଛି। ଏହାକୁ ଗ୍ରାମସଭାରେ ଅନୁମୋଦନ କରାଯିବା କଥା। ତେବେ ପ୍ରସ୍ତୁତ ହୋଇଥିତ୍ବା ତାଲିକାରେ ଅନେକ…
ଗ୍ରାଣ୍ଡସ୍ଲାମରୁ ସାନିଆଙ୍କ ବିଦାୟ
ମେଲବୋର୍ନ,୨୮ା୧(ପି.ଟି.): ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି ହୋଇ…
ଜର୍ମାନୀ-ବେଲଜିୟମ ଫାଇନାଲ
ଭୁବନେଶ୍ୱର, ୨୮।୧ (କ୍ରୀଡ଼ା ପ୍ରତିନିଧି): ଗତଥରର ଚାମ୍ପିୟନ ବେଲ୍ଜିୟମ କ୍ରମାଗତ ଦ୍ୱିତୀୟ ଥରପାଇଁ ହକି ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ଫାଇନାଲରେ ଏହି ଦଳ ଆସନ୍ତା ରବିବାର ଜର୍ମାନୀକୁ ଭେଟିବ। ବେଲଜିୟମ ଓ ଗତ ସଂସ୍କରଣର ରନରଅପ୍ ନେଦରଲାଣ୍ଡ୍ସ ମଧ୍ୟରେ ଶୁକ୍ରବାର…
ହିଣ୍ଡେନ୍ବର୍ଗ ଖୋଲିଲା ଆଦାନୀ ପେଡ଼ି
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୮।୧: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଦେଶର ଏହି ଅଗ୍ରଣୀ କମ୍ପାନୀ ନିଜ ଷ୍ଟକ୍ସ ଓ ଆକାଉଣ୍ଟରେ ଦଶନ୍ଧି ଧରି ବ୍ୟାପକ ହେରଫେର କରିଥିବା ନେଇ ଆମେରିକାର ଆକ୍ଟିଭିଷ୍ଟ ଇନ୍ଭେଷ୍ଟର ହିଣ୍ଡେନ୍ବର୍ଗ…

