ପ୍ରଥମ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ୮ ଓଭରରେ ନ୍ୟୁଜିଲାଣ୍ଡ ୭୦/୨
ରାଞ୍ଚି,୨୭।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ଏଠାରେ ଶୁକ୍ରବାର ଖେଳାଯାଉଛି। ମ୍ୟାଚ୍ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛନ୍ତି। ବ୍ୟାଟିଂ ନିମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଯାବତ…
ଭାବବିହ୍ବଳ ହେଲେ ସାନିଆ
ମେଲବର୍ନ,୨୭ା୧: ଅଷ୍ଟ୍ରେଲିଆନ୍ ଓପନ୍ ଗ୍ରାଣ୍ଡସ୍ଲାମ ଟେନିସ୍ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି ହେଇ…
ଦୁଇ ଗୋଷ୍ଠୀ ମଧ୍ୟରେ ବୋମା ମାଡ଼: ଆନ୍ଧ୍ରପ୍ରଦେଶରୁ ଗିରଫ ହେଲେ ଅଭିଯୁକ୍ତ
ଗୋପାଳପୁର,୨୭ା୧(ଡି.ଏନ.ଏ.) ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ପିତାତଳି ଗ୍ରାମରେ ଗତ ରବିବାର ଦୁଇ ଗୋଷ୍ଠୀ ମଧ୍ୟରେ ବୋମା ଓ ପଥର ମାଡ଼ ହୋଇଥିଲା। ଏହି ମାମଲାରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…
ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ସ୍ବାମୀ
ଗୋପାଳପୁର,୨୭ା୧(ଡି.ଏନ.ଏ.): ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ରଣ୍ଢା ଗ୍ରାମର ଶିବରାମ ସେଠୀ (୪୦)। ଶିବରାମ ଏବଂ ସ୍ତ୍ରୀ ଗୌରୀଙ୍କ…
ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଟିମ୍ ଇଣ୍ଡିଆ
ପୋଚେଫଷ୍ଟରୁମ, ୨୭।୧: ଟିମ୍ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରି ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ପୋଚେଫଷ୍ଟରୁମ୍ର ସେନଓ୍ବେସ ପାର୍କରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ପରାସ୍ତ କରିଛି। ଏହାପରେ ଫାଇନାଲରେ ଭାରତ…
ଦ୍ୱିତୀୟ ବିବାହ କଲେ ନୀନା ଗୁପ୍ତାଙ୍କ ଝିଅ ମସାବା
ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଲିଉଡ୍ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଝିଅ ମସାବା। ଦୀର୍ଘଦିନର ପ୍ରେମିକ ସତ୍ୟଦୀପ ମିଶ୍ରାଙ୍କ ହାତ ଧରିଛନ୍ତି ସେ। ବେଶ ନିରାଡମ୍ବରରେ ପରିବାରଲୋକଙ୍କ ଗହଣରେ ଦୁହେଁ ବିବାହ କରିଛନ୍ତି। ମସାବା ନିଜର ସୋସିଆଲ ମିଡିଆରେ ଫଟୋ…
୨ ଧାନଗଦା ଜଳିଗଲା
ସିଂହପୁର,୨୭।୧(ଡି.ଏନ୍.ଏ.): ବିଞ୍ଝାରପୁର ଥାନା ତଥା ଜରୀ ଫାଣ୍ଡି ଅଧୀନ ଜରୀଗ୍ରାମର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରମେଶ ମଳିକ ଏବଂ କାମଦେବ ମଳିକଙ୍କ ୨ଟି ଧାନ ଗଦା ପୋଡି ପାଉଁଶ ହୋଇଯାଇଛି। ହେଲେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଜରୀ ରାଜସ୍ବ…
ଗୋ ଏୟାର ଉପରେ ୧୦ଲକ୍ଷ ଜରିମାନା ଲଗାଇଲା ଡିଜିସିଏ
ନୂଆଦିଲ୍ଲୀ,୨୭।୧: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଗୋ ଏୟାର ବିମାନ ଉପରେ ୧୦ଲକ୍ଷ ଟଙ୍କାର ଜରିମାନା ଲଗାଇଛି। ଜାନୁଆରୀ ୯ରେ ବେଙ୍ଗାଲୁରୁ-ଦିଲ୍ଲୀ ଯାଉଥିବା ଗୋ ଏୟାର ବିମାନ ୫୫ଜଣ ଯାତ୍ରୀଙ୍କୁ ବେଙ୍ଗାଲୁରୁରେ ଛାଡ଼ି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା। ଏହାପରେ…
୨୯ ବର୍ଷର ହେଲେ ଶେହନାଜ
ବମ୍ବେ: ବିଗ୍ବସ୍ ବଦଳାଇଦେଲା ଭାଗ୍ୟ। ପଞ୍ଜାବରୁ ଆସିଥିବା ଏକ ଗାୟିକା ଏବେ ଜଣେ ଲୋକପ୍ରିୟ ସେଲିବ୍ରିଟି। ତାଙ୍କ ଷ୍ଟାରଡମ୍ କୌଣସି ସୁପରଷ୍ଟାରଠାରୁ କମ୍ ନୁହେଁ। ଆମେ କହୁଛୁ ସମସ୍ତଙ୍କ ପ୍ରିୟ ଶେହନାଜ ଗିଲଙ୍କ କଥା। ଆଜି ଅର୍ଥାତ ଜାନୁୟାରୀ ୨୭ରେ ତାଙ୍କ…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା
ଭବାନୀପାଟଣା,୨୬।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ିକୁ କେନ୍ଦ୍ର କରି ସ୍ଥାନୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ କାହ୍ନୁ ଠାକୁର। ଜମିବାଡିକୁ କେନ୍ଦ୍ର କରି…
ମଇଁଷିକୁ କାମୁଡ଼ି ଧରିଲା କୁମ୍ଭୀର, ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଥାଏ। ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି। କୁହାଯାଏ ଯେ, ପାଣିରେ ଘରକରି…
ଚନ୍ଦ୍ରଭାଗାରେ ବୁଡ ପକାଇବେ ଶ୍ରଦ୍ଧାଳୁ
ଭୁବନେଶ୍ୱର,୨୭।୧(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀ। କରୋନା କଟକଣା ପରେ ଏଥର ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ ପକାଇବେ। ଏଥିପାଇଁ ଚନ୍ଦ୍ରଭାଗାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହାବ୍ୟତିତ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା…

