ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା ପାଲଟିଛି । ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ମୋଟ ଛଅ ଜଣଙ୍କର…
୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର
ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବା ପରେ ପରବର୍ତ୍ତୀ ପର୍ଯ୍ୟାୟରେ ତାହା…
ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…
ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି…
ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ
ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ ପ୍ରଭାବ ଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ଖୋଲା ଥିବାବେଳେ…
ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…
ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ ଉଡ଼ାଣ ଆରମ୍ଭ କରିଥିଲା ଏବଂ ବାରାମତିରେ ଅବତରଣ କରିବାକୁ ଯାଉଥିଲା। ଦୁର୍ଘଟଣା ସମ୍ପର୍କରେ…
ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ
ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ…
ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ
ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ ହରାଇଛି। ଜୁନ ୨୦୨୫ରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ବିମାନ ଦୁର୍ଘଟଣାରେ…
Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍ଙ୍କ ସହ କ୍ୟାବିନେଟ୍ ବୈଠକରେ ହୋଇଥିଲା ଏହି…
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର ପରଲୋକ କେବଳ ଏନ୍ସିପି ପାଇଁ ନୁହେଁ ବରଂ ମହାରାଷ୍ଟ୍ର ପାଇଁ ମଧ୍ୟ ଏକ…
ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…
ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ ନିକଟରେ ଥିବା ଏକ ମଲ ଖୋଲାଥିବା ଦେଖିବାକୁ ମିଳିଥିଲା। ଫଳରେ ଆନ୍ଦୋଳନକରୀମାନେ ମଲ…
କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ
କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ ସମର୍ଥନ ମିଳିଛି। ଏହି ବନ୍ଦ ଯୋଗୁ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଥିବାବେଳେ ବଡ଼ …
କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ
କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର, ବ୍ୟାଙ୍କ…
ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…
ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ…
Archives


