Home Left

ବଳଙ୍ଗା ଘଟଣାକୁ ନେଇ ବର୍ଷିଲେ ନବୀନ: ମୋହନ ସରକାରଙ୍କୁ କହିଦେଲେ ବଡ଼ କଥା

ଭୁବନେଶ୍ୱର,୧୯ା୭(ସୁନିତ୍‌ ମିଶ୍ର): ବଳଙ୍ଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କେତେଜଣ ନିଆଁ ଲଗାଇବା ଘଟଣା ଗଭୀର ମର୍ମାହତ କରିଛି। ଦିନ ଦ୍ୱିପ୍ରହରରେ ଏଭଳି ହତ୍ୟା କରିବା ଉଦ୍ୟମକୁ ତୀବ୍ର ବିରୋଧ କରୁଛନ୍ତି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୧୯।୭(ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଚୁଲୁଦା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀର ଗୁଳି ମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ୩୫ ବର୍ଷୀୟ ପ୍ରହଲ୍ଲାଦ ମଲ୍ଲିକ ସ୍ତ୍ରୀ ନୀର ମଲ୍ଲିକଙ୍କୁ ଚଢେଇ ମରା ବନ୍ଧୁକରେ...

ଅଲିମ୍ପିକ୍ସରେ ହେବ ନାହିଁ ଭାରତ-ପାକିସ୍ତାନ ମ୍ୟାଚ! ନିୟମକୁ ନେଇ ଉଠିବ ଝଡ଼! ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନୂଆଦିଲ୍ଲୀ,୧୯।୭: ୧୨୮ ବର୍ଷ ପରେ ପୁଣି ଥରେ ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେବାକୁ ଯାଉଛି। ୨୦୨୮ ମସିହାରେ ଲସ ଆଞ୍ଜେଲସରେ ହେବାକୁ ଥିବା ଅଲିମ୍ପିକ୍ସ ଜିତିବା ଏକ ବଡ଼ କଥା, ଏହି ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବା କ୍ରିକେଟ...

ବ୍ରହ୍ମପୁତ୍ର ନଦୀରେ ଚାଇନା ଆରମ୍ଭ କଲା ବିଶ୍ୱର ସବୁଠାରୁ ବଡ଼ ବନ୍ଧ ନିର୍ମାଣ କାର୍ଯ୍ୟ, ଭାରତ ପାଇଁ ହେବ କି ଅଡୁଆ? ଜାଣନ୍ତୁ…

ବେଜିଂ,୧୯।୭: ଦକ୍ଷିଣ-ପୂର୍ବ ତିବ୍ଦତରେ ବ୍ରହ୍ମପୁତ୍ର ନଦୀ ଉପରେ ଚାଇନା ବିଶ୍ୱର ସର୍ବବୃହତ ନଦୀବନ୍ଧ ନିର୍ମାଣ ଆରମ୍ଭ କରିଛି। ଚାଇନା ଡିସେମ୍ବରରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଥିଲା। ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଶିଳାନ୍ୟାସ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚିବାରୁ ଏହି...

ବିଜେଡିକୁ ବଡ଼ ଝଟ୍‌କା: ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଇଂ.ଦିନେଶ ରାଉତ

ଭବାନୀପାଟଣା,୧୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ଶନିବାର ଶଙ୍ଖ ଛାଡି ପଦ୍ମ ଧରିଛନ୍ତି ସ୍ଥାନୀୟ ବୃନ୍ଦାବାହାଲ ସରପଞ୍ଚ ତଥା ଅଞ୍ଚଳର ଟାଣୁଆ ନେତା ଇଂ.ଦିନେଶ ରାଉତ। ଭବାନୀପାଟଣା ଟାଉନ ହଲଠାରେ ଶନିବାର...

୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ବାଳସୁଧାର ଗୃହ ଗଲେ ନାବାଳକ…

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଶନିବାର ଦିଗପହଣ୍ଡି ଥାନା ଏସଆଇ ସୋଫିଆ ମିଶ୍ର ଥାନା ମାମଲା ନଂ.୧୮୭/୨୫...

ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୭: ଏମ୍ସରେ ଚିକିତ୍ସାଧିନ ଥିବା ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦରକାର ପଡ଼ିଲେ ଦିଲ୍ଲୀକୁ ଏୟାର ଲିଫ୍ଟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୂଚନାଯୋଗ୍ୟ, ପୁରୀ ବଳଙ୍ଗାରେ ଜଣେ ବାଳିକାଙ୍କୁ କେହି...

କନ୍ଧମାଳରେ ଲଜ୍ଜା: ପୁଣି ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ…

ତୁମୁଡିବନ୍ଧ/ବାଲିଗୁଡ଼ା,୧୯।୭(ଦୀପକ କୁମାର ପରାସେଠ/ସଞ୍ଜୟ କୁମାର ପାଣିଗ୍ରାହୀ): ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ ସନ୍ଦେହକୁ ଆସି ଡାକ୍ତରୀ ମାଇନା ପରେ ମାମଲା ରୁଜୁ କଲେ ବିଦ୍ୟାଳୟ କର୍ତ୍ତୃପକ୍ଷ। କନ୍ଧମାଳ ଜିଲାର ତୁମୁଡିବନ୍ଧ ବ୍ଳକ ଅନ୍ତର୍ଗତ ବେଲଘର...

ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ ସୁରକ୍ଷିତ। ସେ ଗୁରୁତ୍ୱାରୋପ କରିଥିଲେ ଯେ ସଂଖ୍ୟାଲଘୁମାନେ ବହୁଳ ହିନ୍ଦୁଙ୍କ ଯୋଗୁ ସମ୍ପୂର୍ଣ୍ଣ...

ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ମଣିପୁରରେ ହିଂସା ଉପରେ...

ଦିଗପହଣ୍ଡି ପାଇଁ ଏମ.ପି ପ୍ରତିନିଧି ହେଲେ ଭବାନୀ

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଭାଜପା ଯୁବନେତା ଭବାନୀ ଶଙ୍କର ପଣ୍ଡାଙ୍କୁ ଦିଗପହଣ୍ଡି ଏନଏସି ପାଇଁ ବ୍ରହ୍ମପୁର ଏମପିଙ୍କ ପ୍ରତିନିଧି ଭାବେ ନିଯୁକ୍ତ କରାଯାଇଛି। ବ୍ରହ୍ମପୁର ଏମପି ଡ଼ା.ପ୍ରଦୀପ କୁମାର ପାଣିଗ୍ରାହୀ ଏ ସମ୍ପର୍କରେ ଏକ...

୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ନୁହେଁ, ଭୁତାଣୁ ଜନିତ ଜ୍ୱର

ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ ଜିଲା ଅତିରିକ୍ତ ସ୍ବାସ୍ଥ୍ୟଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ ତଦନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri