ଟେଷ୍ଟ କ୍ରିକେଟ୍ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…
ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ ୫୭୫ ରନରେ ସେମାନଙ୍କର ପ୍ରଥମ ଇନିଂସ ଘୋଷଣା କରିଛି। ଡେଭନ କନୱେ ଏବଂ ଟମ…
ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…
ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ ସାଜସଜ୍ଜାରେ ବ୍ୟସ୍ତ ଅଛନ୍ତି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଡ଼ଦିନକୁ ଶାନ୍ତିଶୃଙ୍ଖଳାର…
କାର୍ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…
ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ ପୋଲିସ କରିଛି। ଗିରଫ…
ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍
ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ଜଣାପଡିଛି । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ…
କେଉଁ ଗଛ ଲଗାଇବା
ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ ବା ସିଚୁଏଶନରେ କେଉଁ ବୃକ୍ଷ ଲଗାଇବା ଦ୍ୱାରା ମାତ୍ରାଧିକ ଲାଭପ୍ରାପ୍ତି ହେବ, ସେ ବିଷୟରେ…
ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ଜାଡ଼ରେ ଥରୁଛି ଦମ୍ପୂର୍ଣ୍ଣ ଅଞ୍ଚଳ ଦାରିଙ୍ଗବାଡି ସମେତ ସିମନବାଡି,…
ଆଶା ନିରାଶାର ଖେଳ
ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ ଓ ଉତ୍ପ୍ରେରିତ କରେ। ଆଶା ହିଁ ଏକ ମାତ୍ର ମହୌଷଧି ଯାହା ବର୍ତ୍ତମାନର ଅନ୍ଧକାରକୁ…
ବାହ୍ୟ ସୁରକ୍ଷାର ପୁନର୍ବିଚାର
ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଭାବରେ ପୋର୍ଟ ଲୁଇସ୍ (ମରିସସ୍ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା ଏକ ଯୋଜନାବଦ୍ଧ ସଙ୍କେତ। ଅନେକ ବର୍ଷ ହେଲା ମରିସସ୍ ଏନ୍ଏସ୍ଏ ପଦବୀ ସାଧାରଣତଃ ଏକ…
IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ
ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁଁ ଭାରତ ମୋଟ ୨୩୧ ରନ କରିଥିଲା। ଅନ୍ୟପଟେ…
ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…
ଓ୍ବାଶିଂଟନ୍,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ ପାଲେଷ୍ଟାଇନବାସୀଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି। ଏହା ସହିତ ଆହୁରି ୧୫ଟି ଦେଶ…
ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..
ଭୁବନେଶ୍ୱର,୨୦।୧୨(ସୁନିତ୍ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି ଭୋଜିରେ ଯୋଗଦେଇଥିବା ନେତାମାନଙ୍କ ମଧ୍ୟରୁ କିଏ ତା’ର ନେତୃତ୍ୱ ନେଇଥିଲେ ସେକଥା ହୋଇପାରି ନାହିଁ।…
IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….
ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ ଉପରେ ଆକ୍ରମଣ…
Archives


